ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ

Madhusudan Das Picture
Published On

ନୂଆଦିଲ୍ଲୀ: ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ । ଦେଶର ୫୩ତମ CJI ଭାବେ ଶପଥ ନେଲେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ । ନୂଆ ସିଜେଆଇ ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୦୨୭ ଫେବ୍ରୁଆରୀ ୯ ପର୍ଯ୍ୟନ୍ତ CJI ରହିବେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ । 

ଆହୁରି ପଢ଼ନ୍ତୁ: ଲୋକସଭାରେ କାଟ୍ ଖାଇଲା ସମ୍ବିଧାନ ସଂଶୋଧନ ବିଲ୍; ମିଳିଲାନି ଆବଶ୍ୟକ ସମର୍ଥନ, କମ୍‌ ପଡ଼ିଲା ୫୪ ଭୋଟ୍‌

ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହ ଏଥର ଥିଲା ସଂପୂର୍ଣ୍ଣ ଭିନ୍ନ । ଉତ୍ସବରେ ୬ଟି ଦେଶର ପ୍ରଧାନ ବିଚାରପତି, ଜଜ୍ ଏବଂ ସେମାନଙ୍କ ପରିବାର ସଦସ୍ୟ ସାମିଲ ହୋଇଥିଲେ । ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ୬ଟି ଦେଶର ପ୍ରଧାନ ବିଚାରପତି ଏବଂ ବିଚାରପତିମାନେ ମଧ୍ୟ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ମୋତିହାରୀରେ ହାଇ ଭୋଲଟେଜ୍ ଡ୍ରାମା: ଦେଢଶୁରଙ୍କୁ ଜେଲରୁ ବଞ୍ଚାଇବା ପାଇଁ ଟାୱାର ଉପରେ ଚଢ଼ିଗଲେ ମହିଳା, ଦେଲେ ଆତ୍ମହତ୍ୟା ଧମକ

୧୦ ଫେବୃଆରୀ ୧୯୬୨ରେ ହରିୟାଣାର ହିସାର ଜିଲାର ପେଟୱାର ଗ୍ରାମରେ ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ । ସେ ଗାଁ ସ୍କୁଲରେ ତାଙ୍କର ପ୍ରାଥମିକ ଶିକ୍ଷା ସମାପ୍ତ କରିଥିଲେ ଏବଂ ୧୯୮୧ ମସିହାରେ ହିସାରର ସରକାରୀ ପିଜି କଲେଜରୁ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଏହା ପରେ ସେ ୧୯୮୪ ମସିହାରେ ରୋହତକର ମହର୍ଷି ଦୟାନନ୍ଦ ବିଶ୍ୱବିଦ୍ୟାଳୟରୁ ତାଙ୍କର ଆଇନ (ଏଲଏଲ.ବି.) ସମାପ୍ତ କରିଥିଲେ। ସେହି ବର୍ଷ ସେ ହିସାରର ଜିଲା କୋର୍ଟରେ ଆଇନ ଅଭ୍ୟାସ ଆରମ୍ଭ କରିଥିଲେ ଏବଂ ୧୯୮୫ ମସିହାରେ ସେ ଚଣ୍ଡିଗଡ଼ର ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରେ ଅଭ୍ୟାସ ଆରମ୍ଭ କରିଥିଲେ। 

ଆହୁରି ପଢ଼ନ୍ତୁ: ପଶ୍ଚିମବଙ୍ଗ ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ରେକର୍ଡ ୯୨% ମତଦାନ, ଏହି ଭୋଟ୍ ସୁନାମି ବିଜେପି ନା ମମତା କାହାକୁ ଦେବ ଫାଇଦା?

24 Nov 2025 By Madhusudan Das

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ

ନୂଆଦିଲ୍ଲୀ: ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ । ଦେଶର ୫୩ତମ CJI ଭାବେ ଶପଥ ନେଲେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ । ନୂଆ ସିଜେଆଇ ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୦୨୭ ଫେବ୍ରୁଆରୀ ୯ ପର୍ଯ୍ୟନ୍ତ CJI ରହିବେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ । 

ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହ ଏଥର ଥିଲା ସଂପୂର୍ଣ୍ଣ ଭିନ୍ନ । ଉତ୍ସବରେ ୬ଟି ଦେଶର ପ୍ରଧାନ ବିଚାରପତି, ଜଜ୍ ଏବଂ ସେମାନଙ୍କ ପରିବାର ସଦସ୍ୟ ସାମିଲ ହୋଇଥିଲେ । ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ୬ଟି ଦେଶର ପ୍ରଧାନ ବିଚାରପତି ଏବଂ ବିଚାରପତିମାନେ ମଧ୍ୟ ଉପସ୍ଥିତ ଥିଲେ ।

୧୦ ଫେବୃଆରୀ ୧୯୬୨ରେ ହରିୟାଣାର ହିସାର ଜିଲାର ପେଟୱାର ଗ୍ରାମରେ ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ । ସେ ଗାଁ ସ୍କୁଲରେ ତାଙ୍କର ପ୍ରାଥମିକ ଶିକ୍ଷା ସମାପ୍ତ କରିଥିଲେ ଏବଂ ୧୯୮୧ ମସିହାରେ ହିସାରର ସରକାରୀ ପିଜି କଲେଜରୁ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଏହା ପରେ ସେ ୧୯୮୪ ମସିହାରେ ରୋହତକର ମହର୍ଷି ଦୟାନନ୍ଦ ବିଶ୍ୱବିଦ୍ୟାଳୟରୁ ତାଙ୍କର ଆଇନ (ଏଲଏଲ.ବି.) ସମାପ୍ତ କରିଥିଲେ। ସେହି ବର୍ଷ ସେ ହିସାରର ଜିଲା କୋର୍ଟରେ ଆଇନ ଅଭ୍ୟାସ ଆରମ୍ଭ କରିଥିଲେ ଏବଂ ୧୯୮୫ ମସିହାରେ ସେ ଚଣ୍ଡିଗଡ଼ର ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରେ ଅଭ୍ୟାସ ଆରମ୍ଭ କରିଥିଲେ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର