ବିମାନ ସଂଖ୍ୟା ୫ ପ୍ରତିଶତ କମାଇବାକୁ ଇଣ୍ଡିଗୋକୁ DGCA ର ନିର୍ଦ୍ଦେଶ

Deviprasad Mohanty Picture
Published On

ନୂଆଦିଲ୍ଲୀ: ଦେଶରେ ଇଣ୍ଡିଗୋ ସଙ୍କଟକୁ ନେଇ ଏବେ ଭାରତର ବିମାନ ଚଳାଚଳ କ୍ଷେତ୍ରରେ ଅସ୍ଥିରତା ଲାଗି ରହିଛି । ଇଣ୍ଡିଗୋ ବିରୁଦ୍ଧରେ କେନ୍ଦ୍ର ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ଇଣ୍ଡିଗୋକୁ ଶୀତକାଳୀନ ବିମାନ ସଂଖ୍ୟା ୫ ପ୍ରତିଶତ କମାଇବାକୁ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ନିର୍ଦ୍ଦେଶ ଦେଇଛି । ପରିଚାଳନା ଅକ୍ଷମତା ଯୋଗୁଁ ୨୦୨୫ ଶୀତ ସିଡ୍ୟୁଲ୍‌ କମାଇବାକୁ ନିର୍ଦ୍ଦେଶ ଜାରି ହୋଇଛି ।

ଆହୁରି ପଢ଼ନ୍ତୁ: ‘ୟୁକେ ୦୭ ରାଇଡର’ ଅନୁରାଗ ଡୋଭାଲଙ୍କ ଆତ୍ମହତ୍ୟା ଉଦ୍ୟମ; ପରିବାର ବିରୋଧରେ ଆଣିଲେ ସାଂଘାତିକ ଅଭିଯୋଗ

ଇଣ୍ଡିଗୋ ପୂର୍ବ ଶୀତ ସିଡ୍ୟୁଲ୍ ତୁଳନାରେ ଡିପାର୍ଚର୍ ୯ ପ୍ରତିଶତରୁ ଅଧିକ ବଢ଼ାଇଥିଲା । କିନ୍ତୁ ଅନୁମୋଦିତ ସଂଖ୍ୟାରୁ ବହୁତ କମ୍ ବିମାନ ପରିଚାଳନା କରୁଥିଲା । ଇଣ୍ଡିଗୋ ଦୈନିକ ୨୨୦୦ ଘରୋଇ ଓ ଅନ୍ତର୍ଜାତୀୟ ବିମାନ ଉଡ଼ାଣ କରେ । ନୂଆ ନିର୍ଦ୍ଦେଶ ଅନୁସାରେ ଦୈନିକ ଇଣ୍ଡିଗୋ ବିମାନ ଉଡ଼ାଣ ସଂଖ୍ୟା ୧୧୦କୁ ହ୍ରାସ ପାଇବ । ଆସନ୍ତାକାଲି ଅପରାହ୍ନ ୫ଟା ସୁଦ୍ଧା ସଂଶୋଧିତ ସିଡ୍ୟୁଲ୍ ଦାଖଲ କରିବାକୁ ନିଦ୍ଦେଶ ଜାରି ହୋଇଛି ।

ଆହୁରି ପଢ଼ନ୍ତୁ: ଦୃଷ୍ଟିହୀନତା ହାରିଲା, ମା’ଙ୍କ ତପସ୍ୟା ଜିତିଲା: ୟୁପିଏସସିରେ ୨୦ ତମ ର଼୍ୟାଙ୍କ ହାସଲ କଲେ ନୱାଦାର ରବି ରାଜ

09 Dec 2025 By Deviprasad Mohanty

ବିମାନ ସଂଖ୍ୟା ୫ ପ୍ରତିଶତ କମାଇବାକୁ ଇଣ୍ଡିଗୋକୁ DGCA ର ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦେଶରେ ଇଣ୍ଡିଗୋ ସଙ୍କଟକୁ ନେଇ ଏବେ ଭାରତର ବିମାନ ଚଳାଚଳ କ୍ଷେତ୍ରରେ ଅସ୍ଥିରତା ଲାଗି ରହିଛି । ଇଣ୍ଡିଗୋ ବିରୁଦ୍ଧରେ କେନ୍ଦ୍ର ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ଇଣ୍ଡିଗୋକୁ ଶୀତକାଳୀନ ବିମାନ ସଂଖ୍ୟା ୫ ପ୍ରତିଶତ କମାଇବାକୁ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ନିର୍ଦ୍ଦେଶ ଦେଇଛି । ପରିଚାଳନା ଅକ୍ଷମତା ଯୋଗୁଁ ୨୦୨୫ ଶୀତ ସିଡ୍ୟୁଲ୍‌ କମାଇବାକୁ ନିର୍ଦ୍ଦେଶ ଜାରି ହୋଇଛି ।

ଇଣ୍ଡିଗୋ ପୂର୍ବ ଶୀତ ସିଡ୍ୟୁଲ୍ ତୁଳନାରେ ଡିପାର୍ଚର୍ ୯ ପ୍ରତିଶତରୁ ଅଧିକ ବଢ଼ାଇଥିଲା । କିନ୍ତୁ ଅନୁମୋଦିତ ସଂଖ୍ୟାରୁ ବହୁତ କମ୍ ବିମାନ ପରିଚାଳନା କରୁଥିଲା । ଇଣ୍ଡିଗୋ ଦୈନିକ ୨୨୦୦ ଘରୋଇ ଓ ଅନ୍ତର୍ଜାତୀୟ ବିମାନ ଉଡ଼ାଣ କରେ । ନୂଆ ନିର୍ଦ୍ଦେଶ ଅନୁସାରେ ଦୈନିକ ଇଣ୍ଡିଗୋ ବିମାନ ଉଡ଼ାଣ ସଂଖ୍ୟା ୧୧୦କୁ ହ୍ରାସ ପାଇବ । ଆସନ୍ତାକାଲି ଅପରାହ୍ନ ୫ଟା ସୁଦ୍ଧା ସଂଶୋଧିତ ସିଡ୍ୟୁଲ୍ ଦାଖଲ କରିବାକୁ ନିଦ୍ଦେଶ ଜାରି ହୋଇଛି ।

https://www.thesakala.in/national-international/dgca-cut-indigo-flights-by-5-percent-after-crisis/article-43481
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର