ଛତିଶଗଡର ସୁକମାରେ ପୋଲିସ-ମାଓବାଦୀ ମୁହାଁମୁହିଁ; ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ମାଓବାଦୀ ସଫା

Madhusudan Das Picture
Published On

ଛତିଶଗଡ: ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ମାଓବାଦୀ ସଫା । ଛତିଶଗଡର ସୁକମା ଜିଲ୍ଲା ଗୋଲାପଲ୍ଳୀ ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟବେଳେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଜଙ୍ଗଲରେ ଥିବା ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ଧରଣର ଟାର୍ଗେଟ କରିବାକୁ ଯୋଜନା କରୁଥିଲେ । ଶତାଧିକ ମାଓବାଦୀ କେମ୍ପ କରି ରହିଥିବା ନେଇ ସୁରକ୍ଷା କର୍ମୀଙ୍କୁ ମିଳିଥିଲା ସୁଚନା । DRG ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ବର୍ତ୍ତମାନ ସୁଦ୍ଧା ଜାରି ରହିଛି । ଏବେବି ଗୁଳି ବିନିମୟ ଜାରି ରହିଛି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

18 Dec 2025 By Madhusudan Das

ଛତିଶଗଡର ସୁକମାରେ ପୋଲିସ-ମାଓବାଦୀ ମୁହାଁମୁହିଁ; ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ମାଓବାଦୀ ସଫା

ଛତିଶଗଡ: ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ମାଓବାଦୀ ସଫା । ଛତିଶଗଡର ସୁକମା ଜିଲ୍ଲା ଗୋଲାପଲ୍ଳୀ ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟବେଳେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଜଙ୍ଗଲରେ ଥିବା ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ଧରଣର ଟାର୍ଗେଟ କରିବାକୁ ଯୋଜନା କରୁଥିଲେ । ଶତାଧିକ ମାଓବାଦୀ କେମ୍ପ କରି ରହିଥିବା ନେଇ ସୁରକ୍ଷା କର୍ମୀଙ୍କୁ ମିଳିଥିଲା ସୁଚନା । DRG ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ବର୍ତ୍ତମାନ ସୁଦ୍ଧା ଜାରି ରହିଛି । ଏବେବି ଗୁଳି ବିନିମୟ ଜାରି ରହିଛି ।

https://www.thesakala.in/national-international/3-maoists-killed-in-police-encounter-in-chhatisgarh-sukma/article-43650
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର