ମନୋରଞ୍ଜନ
ଜନସନ୍ ଆଣ୍ଡ ଜନସନ କମ୍ପାନୀର ସିଙ୍ଗଲ ଡୋଜ କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଭାରତରେ ମିଳିଲା ଅନୁମତି
ନୂଆଦିଲ୍ଲୀ: ଭାରତକୁ ମିଳିଲା ଆଉ ଏକ କୋରୋନା ଟିକା । ଜନସନ୍ ଆଣ୍ଡ ଜନସନ କମ୍ପାନୀର ସିଙ୍ଗଲ ଡୋଜ କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଭାରତରେ ମିଳିଲା ଅନୁମତି । ଟ୍ବିଟ୍ କରି ସୂଚନା ଦେଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନ୍ସୁଖ ମାଣ୍ଡଭିୟ । ଏହାକୁ ମିଶାଇ ଭାରତ ସରକାର ଏପର୍ଯ୍ୟନ୍ତ ୫ ଟି ଟିକାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । Johnson and Johnson’s single-dose #COVID19 vaccine is given approval for Emergency Use […]
ନୂଆଦିଲ୍ଲୀ: ଭାରତକୁ ମିଳିଲା ଆଉ ଏକ କୋରୋନା ଟିକା । ଜନସନ୍ ଆଣ୍ଡ ଜନସନ କମ୍ପାନୀର ସିଙ୍ଗଲ ଡୋଜ କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଭାରତରେ ମିଳିଲା ଅନୁମତି । ଟ୍ବିଟ୍ କରି ସୂଚନା ଦେଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନ୍ସୁଖ ମାଣ୍ଡଭିୟ । ଏହାକୁ ମିଶାଇ ଭାରତ ସରକାର ଏପର୍ଯ୍ୟନ୍ତ ୫ ଟି ଟିକାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ।
ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ
Johnson and Johnson’s single-dose #COVID19 vaccine is given approval for Emergency Use in India, tweets Union Health Minister Mansukh Mandaviya pic.twitter.com/52l7zHP7qC
ଆହୁରି ପଢ଼ନ୍ତୁ: ଆମେରିକା ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ: ରିପବ୍ଲିକାନ୍ ପାର୍ଟି ଜିତିଲେ ପ୍ରତି ନାଗରିକଙ୍କୁ ୫,୦୦୦ ଡଲାର ଦେବାକୁ ଟ୍ରମ୍ପଙ୍କ ଘୋଷଣା— ANI (@ANI) August 7, 2021






