ନାଜାଲ ଟିକାର ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପରୀକ୍ଷାକୁ ଅନୁମତି

The Sakala Picture
Published On

ନୂଆଦିଲ୍ଲୀ: ନାଜାଲ ଟିକାର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ନେଇ ଅନୁମତି ଦେଇଛନ୍ତି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆ) । ଭାରତ ବାୟୋଟେକ କେନ୍ଦ୍ର ସରକାରଙ୍କ ବାୟୋଟେକ୍ନୋଲୋଜି ବିଭାଗ ଓ ରାଷ୍ଟ୍ରାୟତ୍ତ ସଂସ୍ଥା ବାୟୋଟେକ୍ନୋଲୋଜି ଇଣ୍ଡଷ୍ଟ୍ରି ରିସର୍ଚ୍ଚ ଆସିଷ୍ଟାନ୍ସ କାଉନସିଲ୍‌(ବିଆଇଆର୍‌ଏସି) ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତ କରୋନା ପ୍ରତିରୋଧୀ ନାଜାଲ ଟିକା ‘ବିବିଭି୧୫୪’ର ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପରୀକ୍ଷାକୁ ଅନୁମତି ମିଳିଛି । ଏହି ଟିକା ନେବା ପରେ ଶରୀରରେ କୌଣସି […]

ନୂଆଦିଲ୍ଲୀ: ନାଜାଲ ଟିକାର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ନେଇ ଅନୁମତି ଦେଇଛନ୍ତି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆ) । ଭାରତ ବାୟୋଟେକ କେନ୍ଦ୍ର ସରକାରଙ୍କ ବାୟୋଟେକ୍ନୋଲୋଜି ବିଭାଗ ଓ ରାଷ୍ଟ୍ରାୟତ୍ତ ସଂସ୍ଥା ବାୟୋଟେକ୍ନୋଲୋଜି ଇଣ୍ଡଷ୍ଟ୍ରି ରିସର୍ଚ୍ଚ ଆସିଷ୍ଟାନ୍ସ କାଉନସିଲ୍‌(ବିଆଇଆର୍‌ଏସି) ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତ କରୋନା ପ୍ରତିରୋଧୀ ନାଜାଲ ଟିକା ‘ବିବିଭି୧୫୪’ର ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପରୀକ୍ଷାକୁ ଅନୁମତି ମିଳିଛି । ଏହି ଟିକା ନେବା ପରେ ଶରୀରରେ କୌଣସି ଗୁରୁତର ପାର୍ଶ୍ୱ ପ୍ରତିକ୍ରିୟା ଦେଖା ଯାଉନଥିବା ପ୍ରଥମ ପର୍ଯ୍ୟାୟ ପରୀକ୍ଷଣରୁ ଜଣାପଡ଼ିଛି । ଏହି ପର୍ଯ୍ୟାୟରେ ୧୮-୬୦ ବର୍ଷ ବ୍ୟକ୍ତିଙ୍କ ଠାରେ ଏହାର ପରୀକ୍ଷା କରାଯାଇଥିଲା । ତେଣୁ ସେଣ୍ଟ୍ରାଲ ଡ୍ରଗସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେସନ ଏହାର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ଲାଗି ଅନୁମତି ଦେଇଛନ୍ତି । ପଶୁଙ୍କ ଠାରେ ଏହାର ପରୀକ୍ଷଣ କରାଯାଇଥିବା ବେଳେ ଅଧିକ ପରିମାଣର ଆଣ୍ଟିବଡ଼ି ସୃଷ୍ଟି ହୋଇଥିବା ଜଣାପଡ଼ିଛି । ଅପରପକ୍ଷରେ ବାୟୋଟେକ୍ନୋଲୋଜି ବିଭାଗ ସଚିବ ଡ. ରେଣୁ ସ୍ୱରୁପ କହିଛନ୍ତି ଯେ, ଆମେ ସୁରକ୍ଷିତ ଏବଂ ପ୍ରଭାବଶାଳୀ ଭ୍ୟାକ୍ସିନ ବିକଶିତ କରିବା ଲାଗି ପ୍ରତିଶ୍ରୁତିବଦ୍ଧ । ଗତ ଜାନୁଆରୀ ୧୬ରୁ ଆରମ୍ଭ ହୋଇଥିବା ଭ୍ୟାକ୍ସିନ୍ ଡ୍ରାଇଭରେ ଏଯାବତ୍ ୫୨ କୋଟ ଲୋକଙ୍କୁ କରୋନା ଟିକା ଦିଆଯାଇ ସାରିଛି ।

ଆହୁରି ପଢ଼ନ୍ତୁ: ବିଚାରପତିଙ୍କ ଟେବୁଲ୍ ଉପରେ ମୃତ ଭ୍ରୂଣ ରଖିଲେ ବ୍ୟକ୍ତି: ମଧ୍ୟପ୍ରଦେଶ ହାଇକୋର୍ଟରେ ଚାଞ୍ଚଲ୍ୟ, ମାଗିଲେ ଇଚ୍ଛାମୃତ୍ୟୁ

14 Aug 2021 By The Sakala

ନାଜାଲ ଟିକାର ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପରୀକ୍ଷାକୁ ଅନୁମତି

ନୂଆଦିଲ୍ଲୀ: ନାଜାଲ ଟିକାର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ନେଇ ଅନୁମତି ଦେଇଛନ୍ତି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆ) । ଭାରତ ବାୟୋଟେକ କେନ୍ଦ୍ର ସରକାରଙ୍କ ବାୟୋଟେକ୍ନୋଲୋଜି ବିଭାଗ ଓ ରାଷ୍ଟ୍ରାୟତ୍ତ ସଂସ୍ଥା ବାୟୋଟେକ୍ନୋଲୋଜି ଇଣ୍ଡଷ୍ଟ୍ରି ରିସର୍ଚ୍ଚ ଆସିଷ୍ଟାନ୍ସ କାଉନସିଲ୍‌(ବିଆଇଆର୍‌ଏସି) ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତ କରୋନା ପ୍ରତିରୋଧୀ ନାଜାଲ ଟିକା ‘ବିବିଭି୧୫୪’ର ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପରୀକ୍ଷାକୁ ଅନୁମତି ମିଳିଛି । ଏହି ଟିକା ନେବା ପରେ ଶରୀରରେ କୌଣସି ଗୁରୁତର ପାର୍ଶ୍ୱ ପ୍ରତିକ୍ରିୟା ଦେଖା ଯାଉନଥିବା ପ୍ରଥମ ପର୍ଯ୍ୟାୟ ପରୀକ୍ଷଣରୁ ଜଣାପଡ଼ିଛି । ଏହି ପର୍ଯ୍ୟାୟରେ ୧୮-୬୦ ବର୍ଷ ବ୍ୟକ୍ତିଙ୍କ ଠାରେ ଏହାର ପରୀକ୍ଷା କରାଯାଇଥିଲା । ତେଣୁ ସେଣ୍ଟ୍ରାଲ ଡ୍ରଗସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେସନ ଏହାର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ଲାଗି ଅନୁମତି ଦେଇଛନ୍ତି । ପଶୁଙ୍କ ଠାରେ ଏହାର ପରୀକ୍ଷଣ କରାଯାଇଥିବା ବେଳେ ଅଧିକ ପରିମାଣର ଆଣ୍ଟିବଡ଼ି ସୃଷ୍ଟି ହୋଇଥିବା ଜଣାପଡ଼ିଛି । ଅପରପକ୍ଷରେ ବାୟୋଟେକ୍ନୋଲୋଜି ବିଭାଗ ସଚିବ ଡ. ରେଣୁ ସ୍ୱରୁପ କହିଛନ୍ତି ଯେ, ଆମେ ସୁରକ୍ଷିତ ଏବଂ ପ୍ରଭାବଶାଳୀ ଭ୍ୟାକ୍ସିନ ବିକଶିତ କରିବା ଲାଗି ପ୍ରତିଶ୍ରୁତିବଦ୍ଧ । ଗତ ଜାନୁଆରୀ ୧୬ରୁ ଆରମ୍ଭ ହୋଇଥିବା ଭ୍ୟାକ୍ସିନ୍ ଡ୍ରାଇଭରେ ଏଯାବତ୍ ୫୨ କୋଟ ଲୋକଙ୍କୁ କରୋନା ଟିକା ଦିଆଯାଇ ସାରିଛି ।

https://www.thesakala.in/national-international/permission-for-the-second-and-third-phase-examinations-of-the-nasal-vaccine/article-4604
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର