୨ଟି ଅଟୋକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ: ୬ମୃତ , ୪ଗୁରୁତର

The Sakala Picture
Published On

ଉତ୍ତରପ୍ରଦେଶର ବାଦାଉନ ଜିଲ୍ଲାରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୧ ବର୍ଷର ଶିଶୁ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତଦେହକୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଏକ କୋଇଲା ବୋଝେଇ ଟ୍ରକ ଦୁଇଟି  ଆଟୋକୁ  ଧକ୍କା ଦେଇଥିଲା। ଏହା ପରେ ଟ୍ରକଟି ଖାଲରେ ଓଲଟି ପଡିଥିଲା। ଏହି ଦୁର୍ଘଟଣାରେ ଅଟୋରେ […]

ଉତ୍ତରପ୍ରଦେଶର ବାଦାଉନ ଜିଲ୍ଲାରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୧ ବର୍ଷର ଶିଶୁ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତଦେହକୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ପଞ୍ଜାବ ଭୋଟର ତାଲିକାରୁ କଟିଲା ରାଘବ ଚଢ଼ାଙ୍କ ନାଁ: ଆଣିଲେ ରାଜନୈତିକ ଷଡ଼ଯନ୍ତ୍ରର ଅଭିଯୋଗ

ସୂଚନା ଅନୁଯାୟୀ, ଏକ କୋଇଲା ବୋଝେଇ ଟ୍ରକ ଦୁଇଟି  ଆଟୋକୁ  ଧକ୍କା ଦେଇଥିଲା। ଏହା ପରେ ଟ୍ରକଟି ଖାଲରେ ଓଲଟି ପଡିଥିଲା। ଏହି ଦୁର୍ଘଟଣାରେ ଅଟୋରେ ବସିଥିବା ୬ଜଣଙ୍କର ମୃତ୍ୟୁ ଘଟିଛି। ଯେଉଁମାନେ ଅଟୋରେ ଯାଉଥିଲେ ସେମାନଙ୍କ ଘର ନିକଟସ୍ଥ ଗାଁରେ ବୋଲି ସୂଚନା ମିିଳିଛି।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର