ସୋମବାରରୁ ସଂସଦର ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ

The Sakala Picture
Published On

ନୂଆଦିଲ୍ଲୀ: ଆସନ୍ତାକାଲିଠୁ ସଂସଦରେ ଆରମ୍ଭ ହେବ ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ । କୋରୋନା ସଂକ୍ରମଣକୁ ଦେଖି ଚଳିତ ବର୍ଷର ବଜେଟ ଅଧିବେଶନକୁ ଦୁଇଟି ପର୍ଯ୍ୟାୟରେ କରାଯାଇଛି । ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୨୯ ରୁ ଆରମ୍ଭ ହୋଇ ଫେବୃୟାରୀ ୨୯ ଯାଏ ବସିଥିଲା । ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୮ରୁ ଏପ୍ରିଲ ୮ ଯାଏଁ ଚାଲିବ । ଏହି ସମୟରେ କୋଭିଡର ସମସ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯିବ । ଚଳିତ ବର୍ଷ ବଜେଟ ଅଧିବେଶନର […]

ନୂଆଦିଲ୍ଲୀ: ଆସନ୍ତାକାଲିଠୁ ସଂସଦରେ ଆରମ୍ଭ ହେବ ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ । କୋରୋନା ସଂକ୍ରମଣକୁ ଦେଖି ଚଳିତ ବର୍ଷର ବଜେଟ ଅଧିବେଶନକୁ ଦୁଇଟି ପର୍ଯ୍ୟାୟରେ କରାଯାଇଛି । ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୨୯ ରୁ ଆରମ୍ଭ ହୋଇ ଫେବୃୟାରୀ ୨୯ ଯାଏ ବସିଥିଲା । ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୮ରୁ ଏପ୍ରିଲ ୮ ଯାଏଁ ଚାଲିବ । ଏହି ସମୟରେ କୋଭିଡର ସମସ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯିବ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: CJP ବିକ୍ଷୋଭ ମାମଲାରେ ସିସିଟିଭି ଫୁଟେଜ୍ ସଂରକ୍ଷିତ ରଖିବାକୁ ଆଦେଶ, କେନ୍ଦ୍ର ଓ ପୋଲିସକୁ ନୋଟିସ୍

ଚଳିତ ବର୍ଷ ବଜେଟ ଅଧିବେଶନର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣରୁ ଆରମ୍ଭ ହୋଇଥିଲା । ଫେବୃୟାରୀ ୧ ତାରିଖରେ ଆର୍ଥିକ ବର୍ଷ ୨୦୨୧-୨୨ ପାଇଁ ବଜେଟ ଉପସ୍ଥାପନା କରିଥିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଦ୍ବିତୀୟ ପର୍ଯ୍ୟାୟରେ ଅଧିବେଶନରେ ରାଜ୍ୟସଭା ସକାଳ ୯ଟାରୁ ଆରମ୍ଭ ହୋଇ ୨ରେ ଶେଷ ହେବ । ଲୋକସଭା ଅପରାହ୍ନ ୪ ଟାରୁ ୧୦ ଯାଏ ବସିବ । ଏନେଇ ଲୋକସଭା ବାଚସ୍ପତି ଓମ ବିର୍ଲା ସୂଚନା ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ଲୋକସଭା ତାର ୫୦ ଘଣ୍ଟାର ଧାର୍ଯ୍ୟ ସମୟରୁ ୪୯ ଘଣ୍ଟା ୧୭ ମିନିଟ ପର୍ଯ୍ୟନ୍ତ ଚାଲିଥିଲା ।

ଆହୁରି ପଢ଼ନ୍ତୁ: ସୋନମ ରଘୁବଂଶୀଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା: ଜାମିନ ଖାରଜ, ୩ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ ପାଇଁ ନିର୍ଦ୍ଦେଶ

ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ୧୬ ଘଣ୍ଟା ଚର୍ଚ୍ଚା ହୋଇଥିଲା । ଏଥିରେ ୧୩୦ ସଦସ୍ୟ ଭାଗ ନେଇଥିବାବେଳେ ୧୬ ଘଣ୍ଟା ୩୯ ମିନିଟ ପର୍ଯ୍ୟନ୍ତ ଆଲୋଚନା କରାଯାଇଥିଲା । ଅନ୍ୟ ୧୦ ଘଣ୍ଟା ସାଧାରଣ ବଜେଟ ଉପରେ ଆଲୋଚନା ହୋଇଥିଲା । ୧୪ ଘଣ୍ଟା ୪୦ ମିନିଟ ଗୃହରେ ଅନ୍ୟ ପ୍ରସଙ୍ଗରେ ଚର୍ଚ୍ଚା ହୋଇଥିଲା । ସାଧାରଣ ବଜେଟ ୨୦୨୧-୨୨ରେ ମୋଟ ୧୧୭ ଜଣ ସଦସ୍ୟ ସାମିଲ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ଗଣତନ୍ତ୍ରର ବିଜୟ କହିଲେ ସୋନମ ୱାଙ୍ଗଚୁକ୍‌, CJP ଏବଂ ଦେଶର ଜେନ୍‌ Zଙ୍କୁ ଅଭିନନ୍ଦନ ଜଣାଇଲେ

07 Mar 2021 By The Sakala

ସୋମବାରରୁ ସଂସଦର ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ

ନୂଆଦିଲ୍ଲୀ: ଆସନ୍ତାକାଲିଠୁ ସଂସଦରେ ଆରମ୍ଭ ହେବ ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ । କୋରୋନା ସଂକ୍ରମଣକୁ ଦେଖି ଚଳିତ ବର୍ଷର ବଜେଟ ଅଧିବେଶନକୁ ଦୁଇଟି ପର୍ଯ୍ୟାୟରେ କରାଯାଇଛି । ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୨୯ ରୁ ଆରମ୍ଭ ହୋଇ ଫେବୃୟାରୀ ୨୯ ଯାଏ ବସିଥିଲା । ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୮ରୁ ଏପ୍ରିଲ ୮ ଯାଏଁ ଚାଲିବ । ଏହି ସମୟରେ କୋଭିଡର ସମସ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯିବ ।

ଚଳିତ ବର୍ଷ ବଜେଟ ଅଧିବେଶନର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣରୁ ଆରମ୍ଭ ହୋଇଥିଲା । ଫେବୃୟାରୀ ୧ ତାରିଖରେ ଆର୍ଥିକ ବର୍ଷ ୨୦୨୧-୨୨ ପାଇଁ ବଜେଟ ଉପସ୍ଥାପନା କରିଥିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଦ୍ବିତୀୟ ପର୍ଯ୍ୟାୟରେ ଅଧିବେଶନରେ ରାଜ୍ୟସଭା ସକାଳ ୯ଟାରୁ ଆରମ୍ଭ ହୋଇ ୨ରେ ଶେଷ ହେବ । ଲୋକସଭା ଅପରାହ୍ନ ୪ ଟାରୁ ୧୦ ଯାଏ ବସିବ । ଏନେଇ ଲୋକସଭା ବାଚସ୍ପତି ଓମ ବିର୍ଲା ସୂଚନା ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ଲୋକସଭା ତାର ୫୦ ଘଣ୍ଟାର ଧାର୍ଯ୍ୟ ସମୟରୁ ୪୯ ଘଣ୍ଟା ୧୭ ମିନିଟ ପର୍ଯ୍ୟନ୍ତ ଚାଲିଥିଲା ।

ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ୧୬ ଘଣ୍ଟା ଚର୍ଚ୍ଚା ହୋଇଥିଲା । ଏଥିରେ ୧୩୦ ସଦସ୍ୟ ଭାଗ ନେଇଥିବାବେଳେ ୧୬ ଘଣ୍ଟା ୩୯ ମିନିଟ ପର୍ଯ୍ୟନ୍ତ ଆଲୋଚନା କରାଯାଇଥିଲା । ଅନ୍ୟ ୧୦ ଘଣ୍ଟା ସାଧାରଣ ବଜେଟ ଉପରେ ଆଲୋଚନା ହୋଇଥିଲା । ୧୪ ଘଣ୍ଟା ୪୦ ମିନିଟ ଗୃହରେ ଅନ୍ୟ ପ୍ରସଙ୍ଗରେ ଚର୍ଚ୍ଚା ହୋଇଥିଲା । ସାଧାରଣ ବଜେଟ ୨୦୨୧-୨୨ରେ ମୋଟ ୧୧୭ ଜଣ ସଦସ୍ୟ ସାମିଲ ହୋଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର