ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଇଡି ସ୍କାନରରେ ବଲିଉଡ୍ ଅଭିନେତ୍ରୀ ଜାକଲିନ୍ ଫର୍ଣ୍ଣାଣ୍ଡିଜ୍‌, ୫ ଘଣ୍ଟା ଧରି ଚାଲିଛି ପଚରାଉଚରା

The Sakala Picture
Published On

ନୂଆଦିଲ୍ଲୀ : ବଲିଉଡ୍ ଅଭିନେତ୍ରୀ ଜାକଲିନ୍ ଫର୍ଣ୍ଣାଣ୍ଡିଜ୍‌ଙ୍କୁ ଇଡିର ଜେରା । ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ତାଙ୍କୁ ୫ ଘଣ୍ଟା ହେବ ପଚରା ଉଚରା କରୁଥିବା ସୂଚନା ମିଳିଛି। ଦିଲ୍ଲୀରେ ଜ୍ୟାକଲିନ୍‌ଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ ଜେରା କରୁଥିବା ଜଣାପଡିଛି । କୋଟି କୋଟି ଟଙ୍କା ହେରଫେର ମାମଲାରେ ଜ୍ୟାକଲିନ୍‌ଙ୍କୁ ଇଡି ଜେରା କରୁଥିବା ଜଣାପଡିଛି। Enforcement Directorate (ED) is questioning Bollywood actress Jacqueline Fernandez in Delhi for the […]

ନୂଆଦିଲ୍ଲୀ : ବଲିଉଡ୍ ଅଭିନେତ୍ରୀ ଜାକଲିନ୍ ଫର୍ଣ୍ଣାଣ୍ଡିଜ୍‌ଙ୍କୁ ଇଡିର ଜେରା । ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ତାଙ୍କୁ ୫ ଘଣ୍ଟା ହେବ ପଚରା ଉଚରା କରୁଥିବା ସୂଚନା ମିଳିଛି। ଦିଲ୍ଲୀରେ ଜ୍ୟାକଲିନ୍‌ଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ ଜେରା କରୁଥିବା ଜଣାପଡିଛି । କୋଟି କୋଟି ଟଙ୍କା ହେରଫେର ମାମଲାରେ ଜ୍ୟାକଲିନ୍‌ଙ୍କୁ ଇଡି ଜେରା କରୁଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଟ୍ରମ୍ପ ଏବଂ ନେତନ୍ୟାହୁଙ୍କ ମଧ୍ୟରେ ରାଜନୈତିକ ଅସ୍ତିତ୍ୱ ବଞ୍ଚାଇବାକୁ ସଂଘର୍ଷ: କ'ଣ ରହିଛି ଏହାର ପ୍ରଭାବ?

ତେବେ ବଲିଉଡ୍ ଅଭିନେତ୍ରୀ ଜାକଲିନ୍ ଫର୍ଣ୍ଣାଣ୍ଡିଜ୍‌ଙ୍କ ପୁର୍ବରୁ ଅନ୍ୟଜଣେ ବଲିଉଡ୍‌ ଅଭିନେତ୍ରୀ ୟାମୀ ଗୌତମଙ୍କୁ ମଧ୍ୟ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ପଚରାଉଚୁରା କରିଥିଲା। ଗତ ୭ ଜୁଲାଇରେ ଟଙ୍କା ହେରଫେର ମାମଲାରେ ୟାମୀ ଗୌତମଙ୍କୁ ଇଡି ପଚରା ଉଚରା କରିଥିଲା।

30 Aug 2021 By The Sakala

ଇଡି ସ୍କାନରରେ ବଲିଉଡ୍ ଅଭିନେତ୍ରୀ ଜାକଲିନ୍ ଫର୍ଣ୍ଣାଣ୍ଡିଜ୍‌, ୫ ଘଣ୍ଟା ଧରି ଚାଲିଛି ପଚରାଉଚରା

ନୂଆଦିଲ୍ଲୀ : ବଲିଉଡ୍ ଅଭିନେତ୍ରୀ ଜାକଲିନ୍ ଫର୍ଣ୍ଣାଣ୍ଡିଜ୍‌ଙ୍କୁ ଇଡିର ଜେରା । ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ତାଙ୍କୁ ୫ ଘଣ୍ଟା ହେବ ପଚରା ଉଚରା କରୁଥିବା ସୂଚନା ମିଳିଛି। ଦିଲ୍ଲୀରେ ଜ୍ୟାକଲିନ୍‌ଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ ଜେରା କରୁଥିବା ଜଣାପଡିଛି । କୋଟି କୋଟି ଟଙ୍କା ହେରଫେର ମାମଲାରେ ଜ୍ୟାକଲିନ୍‌ଙ୍କୁ ଇଡି ଜେରା କରୁଥିବା ଜଣାପଡିଛି।

ତେବେ ବଲିଉଡ୍ ଅଭିନେତ୍ରୀ ଜାକଲିନ୍ ଫର୍ଣ୍ଣାଣ୍ଡିଜ୍‌ଙ୍କ ପୁର୍ବରୁ ଅନ୍ୟଜଣେ ବଲିଉଡ୍‌ ଅଭିନେତ୍ରୀ ୟାମୀ ଗୌତମଙ୍କୁ ମଧ୍ୟ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ପଚରାଉଚୁରା କରିଥିଲା। ଗତ ୭ ଜୁଲାଇରେ ଟଙ୍କା ହେରଫେର ମାମଲାରେ ୟାମୀ ଗୌତମଙ୍କୁ ଇଡି ପଚରା ଉଚରା କରିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର