ତାଲିବାନ ସରକାରରେ ଯୋଗ ଦେଇପାରନ୍ତି ଆଫଗାନିସ୍ତାନର ପୂର୍ବତନ ରାଷ୍ଟ୍ରପତି ଅଶରଫ ଘନି

The Sakala Picture
Published On

କାବୁଲ: ଆଫଗାନିସ୍ତାନ ଉପରେ କବଜା କରିବା ପରେ ସବୁବେଳେ ଆତଙ୍କ ଉପରେ ବିଶ୍ୱାସ କରୁଥିବା ତାଲିବାନୀ ଏବେ ରାଜନୀତି କରିବାକୁ ଯାଉଛି। ବର୍ତ୍ତମାନର ସମୟରେ କାବୁଲରେ ଏମିତି ଏକ ଆଲୋଚନାର ଝଡ଼ ବୋହୁଛି ଯାହା ଆପଣଙ୍କୁ ବି ଆଶ୍ଚର୍ଯ୍ୟ କରିଦେବ। ସୂଚନାନୁସାରେ, ଦେଶ ଛାଡି ପଳାଇଥିବା ପୂର୍ବତନ ରାଷ୍ଟ୍ରପତି ଅଶରଫ ଘନି ପୁଣି ଥରେ ଆଫଗାନିସ୍ତାନ ଫେରୁଛନ୍ତି। ସେ ନୂଆ ତାଲିବାନ ସରକାରରେ ଯୋଗ ଦେଇପାରନ୍ତି ବୋଲି ଏଭଳି ତଥ୍ୟ ସାମ୍ନାକୁ ଆସିଛି। ସୂଚନା ଅନୁସାରେ, ଆଫଗାନିସ୍ତାନରେ […]

କାବୁଲ: ଆଫଗାନିସ୍ତାନ ଉପରେ କବଜା କରିବା ପରେ ସବୁବେଳେ ଆତଙ୍କ ଉପରେ ବିଶ୍ୱାସ କରୁଥିବା ତାଲିବାନୀ ଏବେ ରାଜନୀତି କରିବାକୁ ଯାଉଛି। ବର୍ତ୍ତମାନର ସମୟରେ କାବୁଲରେ ଏମିତି ଏକ ଆଲୋଚନାର ଝଡ଼ ବୋହୁଛି ଯାହା ଆପଣଙ୍କୁ ବି ଆଶ୍ଚର୍ଯ୍ୟ କରିଦେବ। ସୂଚନାନୁସାରେ, ଦେଶ ଛାଡି ପଳାଇଥିବା ପୂର୍ବତନ ରାଷ୍ଟ୍ରପତି ଅଶରଫ ଘନି ପୁଣି ଥରେ ଆଫଗାନିସ୍ତାନ ଫେରୁଛନ୍ତି। ସେ ନୂଆ ତାଲିବାନ ସରକାରରେ ଯୋଗ ଦେଇପାରନ୍ତି ବୋଲି ଏଭଳି ତଥ୍ୟ ସାମ୍ନାକୁ ଆସିଛି।

ଆହୁରି ପଢ଼ନ୍ତୁ: ବିରଳ ରୋଗରେ ପୀଡ଼ିତ ଶିଶୁକନ୍ୟା ପାଇଁ ଦେବଦୂତ ସାଜିଲେ ହେମନ୍ତ ସରକାର, ମଞ୍ଜୁର କଲେ ୧୫ କୋଟି ଟଙ୍କା

ସୂଚନା ଅନୁସାରେ, ଆଫଗାନିସ୍ତାନରେ ଆରମ୍ଭ ହେବାକୁ ଯାଉଥିବା ତାଲିବାନର ସରକାରରେ ମନ୍ତ୍ରୀ ହୋଇପାରନ୍ତି ପୂର୍ବତନ ରାଷ୍ଟ୍ରପତି ଅଶରଫ ଘନି। ତାଲିବାନ ତା’ର ସରକାର ଗଠନ କରିବା ପରେ ଘନି ହୋଇପାରନ୍ତି ମନ୍ତ୍ରୀ। ଏଭଳି ଯୋରଦାର ଚର୍ଚ୍ଚା ଏବେ ଆଫଗାନିସ୍ତାନରେ ଝଡ଼ ହୋଇ ବହୁଛି।

ଆହୁରି ପଢ଼ନ୍ତୁ: "ଏଠାରୁ ଟ୍ରାଫିକ୍ ହଟାଅ": ରାଲି ଯୋଗୁଁ ରାସ୍ତା ଜାମ୍ ହେବାରୁ ମନ୍ତ୍ରୀ ଗିରୀଶ ମହାଜନଙ୍କ ଉପରେ ବର୍ଷିଲେ ମୁମ୍ବାଇର ମହିଳା

ସୂଚନାଯୋଗ୍ୟ ଯେ, ତାଲିବାନ ୧୫ ଅଗଷ୍ଟରେ କାବୁଲରେ ପ୍ରବେଶ କରି ଦେଶର ନିୟନ୍ତ୍ରଣ ହାସଲ କରିଥିଲା। ଏହା ପରେ ଆଫଗାନିସ୍ତାନ ସରକାର ପତନ ହେଲା ଏବଂ ବରିଷ୍ଠ ଅଧିକାରୀମାନେ ଶାନ୍ତିପୂର୍ଣ୍ଣ ଭାବରେ କ୍ଷମତା ହସ୍ତାନ୍ତର କରିବାକୁ ରାଜି ହେଲେ। ଅଶରଫ ଘନି ଦେଶ ଛାଡି ଯିବାପରେ ଦେଶବାସୀଙ୍କ ଅଭିଯୋଗ ଥିଲା ଯେ, ସେ ତାଲିବାନ ହାତରେ ନାଗରିକଙ୍କୁ ବିକ୍ରି କରି ଦେଶ ଛାଡି ଚାଲିଗଲେ। କେବଳ ଏତିକି ନୁହେଁ ଘନି ମଧ୍ୟ ଦେଶରୁ ଗଲା ବେଳେ ୪ଟି କାର ଓ ଦୁଇଟି ହେଲକପ୍ଟରରେ ପ୍ରଚୁର ଅର୍ଥ ନେଇ ଯାଇଥିବା ଅଭିଯୋଗ ହେଉଛି । ଅବଶ୍ୟ ଘନି ମିଳିତ ଆରବ ଏମିରଟରେ ଥିବା ନିଜ ସୁରକ୍ଷିତ ଘରୁ ଏଭଳି ଅଭିଯୋଗକୁ ଖଣ୍ଡନ କରିଛନ୍ତି।

ଆହୁରି ପଢ଼ନ୍ତୁ: ମୋତିହାରୀରେ ହାଇ ଭୋଲଟେଜ୍ ଡ୍ରାମା: ଦେଢଶୁରଙ୍କୁ ଜେଲରୁ ବଞ୍ଚାଇବା ପାଇଁ ଟାୱାର ଉପରେ ଚଢ଼ିଗଲେ ମହିଳା, ଦେଲେ ଆତ୍ମହତ୍ୟା ଧମକ

ଘନି ତାଲିବାନ ସରକାରରେ ସାମିଲ ହେବାକୁ ନେଇ ଖବର ଆସୁଥିବା ବେଳେ ଆଉ ଗୋଟିଏ ଖବର ମଧ୍ୟ ଆସୁଛି । ତାହା ହେଉଛି ଯେ, ଘନିଙ୍କୁ ସବୁ ଟଙ୍କା ଫେରାଇ ଦେବାକୁ ତାଲିବାନ କହିଛି । ତାଲିବାନ ମୁଖପାତ୍ର ଏକ ସାକ୍ଷାତକାରରେ କହିଛନ୍ତି ଯେ, ଘନି ଙ୍କ ପାଇଁ ସବୁ ଅରଜକାତ ସୃଷ୍ଟି ହୋଇଛି । ସେ ଯଦି ଦେଶ ଛାଡି ନଯାଇ ତାଲିବାନକୁ ସରକାର ଗଠନ କରିବାକୁ ସମୟ ଦେଇଥାନ୍ତେ ତେବେ କାବୁଲରେ ଲୁଟତରାଜ ହୋଇ ନଥାନ୍ତା କି ଗୁଳି ମାଡରେ ଲୋକଙ୍କ ଜୀବନ ଯାଇ ନଥାନ୍ତା । ଘନି ନିଜ ଜୀବନ ବଂଚାଇବା ପାଇଁ ଯେଉଁଭଳି ପଳାୟନ କଲେ ସେଥିପାଇଁ ଅରାଜକତା ସୃଷ୍ଟି ହେଲା ବୋଲି ତାଲିବାନ କହିଛି । ଏହି ଦୁଇ ପରସ୍ପର ବିରୋଧୀ ଖବର ଭିତରୁ କେଉଁଟି ସତ ତାହା ଏବେ କହିବା ଠିକ ହେବ ନାହିଁ ।

30 Aug 2021 By The Sakala

ତାଲିବାନ ସରକାରରେ ଯୋଗ ଦେଇପାରନ୍ତି ଆଫଗାନିସ୍ତାନର ପୂର୍ବତନ ରାଷ୍ଟ୍ରପତି ଅଶରଫ ଘନି

କାବୁଲ: ଆଫଗାନିସ୍ତାନ ଉପରେ କବଜା କରିବା ପରେ ସବୁବେଳେ ଆତଙ୍କ ଉପରେ ବିଶ୍ୱାସ କରୁଥିବା ତାଲିବାନୀ ଏବେ ରାଜନୀତି କରିବାକୁ ଯାଉଛି। ବର୍ତ୍ତମାନର ସମୟରେ କାବୁଲରେ ଏମିତି ଏକ ଆଲୋଚନାର ଝଡ଼ ବୋହୁଛି ଯାହା ଆପଣଙ୍କୁ ବି ଆଶ୍ଚର୍ଯ୍ୟ କରିଦେବ। ସୂଚନାନୁସାରେ, ଦେଶ ଛାଡି ପଳାଇଥିବା ପୂର୍ବତନ ରାଷ୍ଟ୍ରପତି ଅଶରଫ ଘନି ପୁଣି ଥରେ ଆଫଗାନିସ୍ତାନ ଫେରୁଛନ୍ତି। ସେ ନୂଆ ତାଲିବାନ ସରକାରରେ ଯୋଗ ଦେଇପାରନ୍ତି ବୋଲି ଏଭଳି ତଥ୍ୟ ସାମ୍ନାକୁ ଆସିଛି।

ସୂଚନା ଅନୁସାରେ, ଆଫଗାନିସ୍ତାନରେ ଆରମ୍ଭ ହେବାକୁ ଯାଉଥିବା ତାଲିବାନର ସରକାରରେ ମନ୍ତ୍ରୀ ହୋଇପାରନ୍ତି ପୂର୍ବତନ ରାଷ୍ଟ୍ରପତି ଅଶରଫ ଘନି। ତାଲିବାନ ତା’ର ସରକାର ଗଠନ କରିବା ପରେ ଘନି ହୋଇପାରନ୍ତି ମନ୍ତ୍ରୀ। ଏଭଳି ଯୋରଦାର ଚର୍ଚ୍ଚା ଏବେ ଆଫଗାନିସ୍ତାନରେ ଝଡ଼ ହୋଇ ବହୁଛି।

ସୂଚନାଯୋଗ୍ୟ ଯେ, ତାଲିବାନ ୧୫ ଅଗଷ୍ଟରେ କାବୁଲରେ ପ୍ରବେଶ କରି ଦେଶର ନିୟନ୍ତ୍ରଣ ହାସଲ କରିଥିଲା। ଏହା ପରେ ଆଫଗାନିସ୍ତାନ ସରକାର ପତନ ହେଲା ଏବଂ ବରିଷ୍ଠ ଅଧିକାରୀମାନେ ଶାନ୍ତିପୂର୍ଣ୍ଣ ଭାବରେ କ୍ଷମତା ହସ୍ତାନ୍ତର କରିବାକୁ ରାଜି ହେଲେ। ଅଶରଫ ଘନି ଦେଶ ଛାଡି ଯିବାପରେ ଦେଶବାସୀଙ୍କ ଅଭିଯୋଗ ଥିଲା ଯେ, ସେ ତାଲିବାନ ହାତରେ ନାଗରିକଙ୍କୁ ବିକ୍ରି କରି ଦେଶ ଛାଡି ଚାଲିଗଲେ। କେବଳ ଏତିକି ନୁହେଁ ଘନି ମଧ୍ୟ ଦେଶରୁ ଗଲା ବେଳେ ୪ଟି କାର ଓ ଦୁଇଟି ହେଲକପ୍ଟରରେ ପ୍ରଚୁର ଅର୍ଥ ନେଇ ଯାଇଥିବା ଅଭିଯୋଗ ହେଉଛି । ଅବଶ୍ୟ ଘନି ମିଳିତ ଆରବ ଏମିରଟରେ ଥିବା ନିଜ ସୁରକ୍ଷିତ ଘରୁ ଏଭଳି ଅଭିଯୋଗକୁ ଖଣ୍ଡନ କରିଛନ୍ତି।

ଘନି ତାଲିବାନ ସରକାରରେ ସାମିଲ ହେବାକୁ ନେଇ ଖବର ଆସୁଥିବା ବେଳେ ଆଉ ଗୋଟିଏ ଖବର ମଧ୍ୟ ଆସୁଛି । ତାହା ହେଉଛି ଯେ, ଘନିଙ୍କୁ ସବୁ ଟଙ୍କା ଫେରାଇ ଦେବାକୁ ତାଲିବାନ କହିଛି । ତାଲିବାନ ମୁଖପାତ୍ର ଏକ ସାକ୍ଷାତକାରରେ କହିଛନ୍ତି ଯେ, ଘନି ଙ୍କ ପାଇଁ ସବୁ ଅରଜକାତ ସୃଷ୍ଟି ହୋଇଛି । ସେ ଯଦି ଦେଶ ଛାଡି ନଯାଇ ତାଲିବାନକୁ ସରକାର ଗଠନ କରିବାକୁ ସମୟ ଦେଇଥାନ୍ତେ ତେବେ କାବୁଲରେ ଲୁଟତରାଜ ହୋଇ ନଥାନ୍ତା କି ଗୁଳି ମାଡରେ ଲୋକଙ୍କ ଜୀବନ ଯାଇ ନଥାନ୍ତା । ଘନି ନିଜ ଜୀବନ ବଂଚାଇବା ପାଇଁ ଯେଉଁଭଳି ପଳାୟନ କଲେ ସେଥିପାଇଁ ଅରାଜକତା ସୃଷ୍ଟି ହେଲା ବୋଲି ତାଲିବାନ କହିଛି । ଏହି ଦୁଇ ପରସ୍ପର ବିରୋଧୀ ଖବର ଭିତରୁ କେଉଁଟି ସତ ତାହା ଏବେ କହିବା ଠିକ ହେବ ନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର