ମନୋରଞ୍ଜନ
ଓଡ଼ିଶା
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ
ଚରଣଜିତ୍ ସିଂହ ଚନ୍ନି ହେବେ ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ, ଟ୍ବିଟ କରି ସୂଚନା ଦେଲେ ପଞ୍ଜାବ କଂଗ୍ରେସ ପ୍ରଭାରୀ ହରିଶ୍ ରାୱତ
ଚଣ୍ଡିଗଡ଼: ପଞ୍ଜାବକୁ ମିଳିଲେ ନୂଆ ମୁଖ୍ୟମନ୍ତ୍ରୀ । ଚରଣଜିତ୍ ସିଂହ ଚନ୍ନି ହେଲେ ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ । ଗତକାଲି କ୍ୟାପଟେନ୍ ଅମରିନ୍ଦର ସିଂହ ସିଏମ୍ ପଦରୁ ଇସ୍ତଫା ଦେବାପରେ କିଏ ଧରିବ ମଙ୍ଗ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା । ତେବେ ଆଜି ଚରଣଜିତ୍ ସିଂହ ଚନ୍ନିଙ୍କ ନାଁ ରେ ମୋହର ମାରିଛନ୍ତି କଂଗ୍ରେସ ହାଇକମାଣ୍ଡ । ଚରଣଜିତ୍ ସିଂହ ଚନ୍ନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବାନେଇ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା […]
ଚଣ୍ଡିଗଡ଼: ପଞ୍ଜାବକୁ ମିଳିଲେ ନୂଆ ମୁଖ୍ୟମନ୍ତ୍ରୀ । ଚରଣଜିତ୍ ସିଂହ ଚନ୍ନି ହେଲେ ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ । ଗତକାଲି କ୍ୟାପଟେନ୍ ଅମରିନ୍ଦର ସିଂହ ସିଏମ୍ ପଦରୁ ଇସ୍ତଫା ଦେବାପରେ କିଏ ଧରିବ ମଙ୍ଗ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା । ତେବେ ଆଜି ଚରଣଜିତ୍ ସିଂହ ଚନ୍ନିଙ୍କ ନାଁ ରେ ମୋହର ମାରିଛନ୍ତି କଂଗ୍ରେସ ହାଇକମାଣ୍ଡ । ଚରଣଜିତ୍ ସିଂହ ଚନ୍ନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବାନେଇ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପଞ୍ଜାବ କଂଗ୍ରେସ ପ୍ରଭାରୀ ହରିଶ୍ ରାୱତ ।
It gives me immense pleasure to announce that Sh. #CharanjitSinghChanni has been unanimously elected as the Leader of the Congress Legislature Party of Punjab.@INCIndia @RahulGandhi @INCPunjab pic.twitter.com/iboTOvavPd
— Harish Rawat (@harishrawatcmuk) September 19, 2021






