ଅଶ୍ଲୀଳ ଫିଲ୍ମ ନିର୍ମାଣ ମାମଲା : ୨ ମାସ ପରେ ରାଜ କୁନ୍ଦ୍ରାଙ୍କୁ ମିଳିଲା ଜାମିନ୍‌

The Sakala Picture
Published On

ମୁମ୍ବଇ : ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ୍‌ କୁନ୍ଦ୍ରାଙ୍କୁ ମିଳିଲା ଜାମିନ୍‌। ଅଶ୍ଲୀଳ ଫିଲ୍ମ ନିର୍ମାଣ ମାମଲରେ ଗିରଫ ହୋଇ ୨ମାସ ହେବ ଜେଲରେ ଥିବା ରାଜ କୁନ୍ଦ୍ରାଙ୍କୁ ଜାମିନ ମିଳିଛି। ଆଜି ମୁମ୍ବାଇ କୋର୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ଜାମିନ ପ୍ରଦାନ କରିବା ସହ କୁନ୍ଦ୍ରାଙ୍କୁ ୫୦,୦୦୦ ଟଙ୍କାର ବଣ୍ଡ ଦେବାକୁ କହିଛନ୍ତି। ଅଶ୍ଳୀଳ ଭିଡିଓ ସୁଟି କରି ଏହାକୁ ଓଟିଟି ପ୍ଲାଟଫର୍ମରେ ରିଲିଜ କରିବା ମାମଲାରେ ଅଭିଯୁକ୍ତ ଅଛନ୍ତି […]

ମୁମ୍ବଇ : ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ୍‌ କୁନ୍ଦ୍ରାଙ୍କୁ ମିଳିଲା ଜାମିନ୍‌। ଅଶ୍ଲୀଳ ଫିଲ୍ମ ନିର୍ମାଣ ମାମଲରେ ଗିରଫ ହୋଇ ୨ମାସ ହେବ ଜେଲରେ ଥିବା ରାଜ କୁନ୍ଦ୍ରାଙ୍କୁ ଜାମିନ ମିଳିଛି। ଆଜି ମୁମ୍ବାଇ କୋର୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ଜାମିନ ପ୍ରଦାନ କରିବା ସହ କୁନ୍ଦ୍ରାଙ୍କୁ ୫୦,୦୦୦ ଟଙ୍କାର ବଣ୍ଡ ଦେବାକୁ କହିଛନ୍ତି।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଶହେ ଫୁଟ୍ ତଳକୁ ଖସିଲା ବସ୍‌, ୧୫ ମୃତ

ଅଶ୍ଳୀଳ ଭିଡିଓ ସୁଟି କରି ଏହାକୁ ଓଟିଟି ପ୍ଲାଟଫର୍ମରେ ରିଲିଜ କରିବା ମାମଲାରେ ଅଭିଯୁକ୍ତ ଅଛନ୍ତି ରାଜ କୁନ୍ଦ୍ରା । ଏନେଇ ଜୁଲାଇ ୧୯ରେ ରାଜଙ୍କୁ ଗିରଫ କରିଥିଲା ମୁମ୍ବାଇ ପୁଲିସର କ୍ରାଇମବ୍ରାଞ୍ଚ ଟିମ୍‌ । ପର୍ଣ୍ଣୋଗ୍ରାଫିକ ଚଳଚ୍ଚିତ୍ର ସୁଟିଂ ମାମଲାରେ ରାଜ କୁନ୍ଦ୍ରାଙ୍କ ସମେତ ୧୧ ଜଣଙ୍କୁ ଗିରଫ କରିଥିଲା କ୍ରାଇମ ବ୍ରାଞ୍ଚ । ଗତ ଫେବୃଆରୀରେ କୁନ୍ଦ୍ରାଙ୍କ ବିରୋଧରେ ପର୍ନୋଗ୍ରାଫି(ଅଶ୍ଲୀଳ ଚଳଚ୍ଚିତ୍ର) ପ୍ରସ୍ତୁତ କରିବା ଓ ସେଗୁଡ଼ିକୁ ବିଭିନ୍ନ ଆପ୍‌ ମାଧ୍ୟମରେ ପ୍ରସାରଣ କରିବା ଭଳି ଅଭିଯୋଗ ଆସିଥିଲା। ମୁମ୍ବାଇ କ୍ରାଇମବ୍ରାଞ୍ଚ୍ ଏହାର ତଦନ୍ତ କରୁଥିଲା।

ଆହୁରି ପଢ଼ନ୍ତୁ: ମୋତିହାରୀରେ ହାଇ ଭୋଲଟେଜ୍ ଡ୍ରାମା: ଦେଢଶୁରଙ୍କୁ ଜେଲରୁ ବଞ୍ଚାଇବା ପାଇଁ ଟାୱାର ଉପରେ ଚଢ଼ିଗଲେ ମହିଳା, ଦେଲେ ଆତ୍ମହତ୍ୟା ଧମକ

20 Sep 2021 By The Sakala

ଅଶ୍ଲୀଳ ଫିଲ୍ମ ନିର୍ମାଣ ମାମଲା : ୨ ମାସ ପରେ ରାଜ କୁନ୍ଦ୍ରାଙ୍କୁ ମିଳିଲା ଜାମିନ୍‌

ମୁମ୍ବଇ : ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ୍‌ କୁନ୍ଦ୍ରାଙ୍କୁ ମିଳିଲା ଜାମିନ୍‌। ଅଶ୍ଲୀଳ ଫିଲ୍ମ ନିର୍ମାଣ ମାମଲରେ ଗିରଫ ହୋଇ ୨ମାସ ହେବ ଜେଲରେ ଥିବା ରାଜ କୁନ୍ଦ୍ରାଙ୍କୁ ଜାମିନ ମିଳିଛି। ଆଜି ମୁମ୍ବାଇ କୋର୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ଜାମିନ ପ୍ରଦାନ କରିବା ସହ କୁନ୍ଦ୍ରାଙ୍କୁ ୫୦,୦୦୦ ଟଙ୍କାର ବଣ୍ଡ ଦେବାକୁ କହିଛନ୍ତି।

ଅଶ୍ଳୀଳ ଭିଡିଓ ସୁଟି କରି ଏହାକୁ ଓଟିଟି ପ୍ଲାଟଫର୍ମରେ ରିଲିଜ କରିବା ମାମଲାରେ ଅଭିଯୁକ୍ତ ଅଛନ୍ତି ରାଜ କୁନ୍ଦ୍ରା । ଏନେଇ ଜୁଲାଇ ୧୯ରେ ରାଜଙ୍କୁ ଗିରଫ କରିଥିଲା ମୁମ୍ବାଇ ପୁଲିସର କ୍ରାଇମବ୍ରାଞ୍ଚ ଟିମ୍‌ । ପର୍ଣ୍ଣୋଗ୍ରାଫିକ ଚଳଚ୍ଚିତ୍ର ସୁଟିଂ ମାମଲାରେ ରାଜ କୁନ୍ଦ୍ରାଙ୍କ ସମେତ ୧୧ ଜଣଙ୍କୁ ଗିରଫ କରିଥିଲା କ୍ରାଇମ ବ୍ରାଞ୍ଚ । ଗତ ଫେବୃଆରୀରେ କୁନ୍ଦ୍ରାଙ୍କ ବିରୋଧରେ ପର୍ନୋଗ୍ରାଫି(ଅଶ୍ଲୀଳ ଚଳଚ୍ଚିତ୍ର) ପ୍ରସ୍ତୁତ କରିବା ଓ ସେଗୁଡ଼ିକୁ ବିଭିନ୍ନ ଆପ୍‌ ମାଧ୍ୟମରେ ପ୍ରସାରଣ କରିବା ଭଳି ଅଭିଯୋଗ ଆସିଥିଲା। ମୁମ୍ବାଇ କ୍ରାଇମବ୍ରାଞ୍ଚ୍ ଏହାର ତଦନ୍ତ କରୁଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର