ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ତୀରଥ ସିଂହ ରାଓ୍ଵତ୍

The Sakala Picture
Published On

ଡେରାଡୁନ୍‌ : ‌ଉତ୍ତରାଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ତୀରଥ ସିଂହ ରାଓ୍ଵତ୍। ଗତକାଲି ମୁଖ୍ୟମନ୍ତ୍ରୀ ଥିବା ତ୍ରିଭେନ୍ଦ୍ର ସିଂହ ରାୱତ୍ ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା ପତ୍ର ଦେଇଥିବା ବେଳେ ଆଜି ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ତୀରଥ ସିଂହ ରାଓ୍ଵତ୍‌। ଡେରାଡୁନର ରାଜ ଭବନରେ ତୀରଥ ସିଂ ରାୱତଙ୍କୁ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ବେବି ରାନୀ ମୌର୍ଯ୍ୟା। ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]

ଡେରାଡୁନ୍‌ : ‌ଉତ୍ତରାଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ତୀରଥ ସିଂହ ରାଓ୍ଵତ୍। ଗତକାଲି ମୁଖ୍ୟମନ୍ତ୍ରୀ ଥିବା ତ୍ରିଭେନ୍ଦ୍ର ସିଂହ ରାୱତ୍ ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା ପତ୍ର ଦେଇଥିବା ବେଳେ ଆଜି ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ତୀରଥ ସିଂହ ରାଓ୍ଵତ୍‌। ଡେରାଡୁନର ରାଜ ଭବନରେ ତୀରଥ ସିଂ ରାୱତଙ୍କୁ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ବେବି ରାନୀ ମୌର୍ଯ୍ୟା।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଦେଇଛନ୍ତି ଉତ୍ତରଖାଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାଓ୍ଵତ୍। ଏହା ସହ ପୂର୍ବ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂହ ରାଓ୍ବତଙ୍କୁ ବଡ଼ ଭାଇ ବୋଲି କହିଛନ୍ତି ତୀରଥ ସିଂହ ରାଓ୍ଵତ୍। ଏବେ ରାଜ୍ୟବାସୀଙ୍କ ପାଇଁ ଦିନ ରାତି ଏକ କରି କାମ କରିବେ ଏବଂ ଲୋକଙ୍କ ଭରସା ଜିତିବେ ବୋଲି ନୂଆ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ତୀରଥ ସିଂ ରାୱତଙ୍କୁ ଟ୍ବିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଟ୍ବିଟ୍‌ରେ ଲେଖିଛନ୍ତି‘  ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ତୀରଥ ସିଂ ରାୱତଙ୍କୁ ଅଭିନନ୍ଦନ। ସେ ତାଙ୍କ ସହିତ ବିସ୍ତୃତ ପ୍ରଶାସନିକ ଏବଂ ସାଂଗଠନିକ ଅଭିଜ୍ଞତା ଆଣିଛନ୍ତି। ମୁଁ ନିଶ୍ଚିତ ଯେ ତାଙ୍କ ନେତୃତ୍ୱରେ ରାଜ୍ୟ ପ୍ରଗତିର ନୂତନ ଉଚ୍ଚତା ଛୁଇଁବ’।

10 Mar 2021 By The Sakala

ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ତୀରଥ ସିଂହ ରାଓ୍ଵତ୍

ଡେରାଡୁନ୍‌ : ‌ଉତ୍ତରାଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ତୀରଥ ସିଂହ ରାଓ୍ଵତ୍। ଗତକାଲି ମୁଖ୍ୟମନ୍ତ୍ରୀ ଥିବା ତ୍ରିଭେନ୍ଦ୍ର ସିଂହ ରାୱତ୍ ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା ପତ୍ର ଦେଇଥିବା ବେଳେ ଆଜି ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ତୀରଥ ସିଂହ ରାଓ୍ଵତ୍‌। ଡେରାଡୁନର ରାଜ ଭବନରେ ତୀରଥ ସିଂ ରାୱତଙ୍କୁ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ବେବି ରାନୀ ମୌର୍ଯ୍ୟା।

ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଦେଇଛନ୍ତି ଉତ୍ତରଖାଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାଓ୍ଵତ୍। ଏହା ସହ ପୂର୍ବ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂହ ରାଓ୍ବତଙ୍କୁ ବଡ଼ ଭାଇ ବୋଲି କହିଛନ୍ତି ତୀରଥ ସିଂହ ରାଓ୍ଵତ୍। ଏବେ ରାଜ୍ୟବାସୀଙ୍କ ପାଇଁ ଦିନ ରାତି ଏକ କରି କାମ କରିବେ ଏବଂ ଲୋକଙ୍କ ଭରସା ଜିତିବେ ବୋଲି ନୂଆ ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ତୀରଥ ସିଂ ରାୱତଙ୍କୁ ଟ୍ବିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଟ୍ବିଟ୍‌ରେ ଲେଖିଛନ୍ତି‘  ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ତୀରଥ ସିଂ ରାୱତଙ୍କୁ ଅଭିନନ୍ଦନ। ସେ ତାଙ୍କ ସହିତ ବିସ୍ତୃତ ପ୍ରଶାସନିକ ଏବଂ ସାଂଗଠନିକ ଅଭିଜ୍ଞତା ଆଣିଛନ୍ତି। ମୁଁ ନିଶ୍ଚିତ ଯେ ତାଙ୍କ ନେତୃତ୍ୱରେ ରାଜ୍ୟ ପ୍ରଗତିର ନୂତନ ଉଚ୍ଚତା ଛୁଇଁବ’।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର