ବଢିଲା ରୋଷେଇ ଗ୍ୟାସ୍ ଦର, ସିଲିଣ୍ଡର ପିଛା ୧୫ ଟଙ୍କା ବୃଦ୍ଧି
ନୂଆଦିଲ୍ଲୀ: ୪ ମାସ ହେଲା ଲଗାତର ରୋଷେଇ ଗ୍ୟାସ ଦର ବୃଦ୍ଧି ପାଇବାରେ ଲାଗିଛି। ପୁଣି ରନ୍ଧନ ଗ୍ୟାସ ଦର ବୃଦ୍ଧି କରିଛନ୍ତି ପେଟ୍ରୋଲିୟମ କମ୍ପାନି। ସିଲିଣ୍ଡର ପିଛା ବୃଦ୍ଧି ପାଇଛି ୧୫ ଟଙ୍କା । ଫଳରେ ଭୁବନେଶ୍ୱରରେ ରୋଷେଇ ଗ୍ୟାସ ସିଲିଣ୍ଡର ପିଛା ଦର ୯୨୬ ଟଙ୍କାରେ ପହଞ୍ଚିଛି । Petroleum companies have increased the price of domestic LPG cylinders by Rs 15. The price of a non-subsidized […]
ନୂଆଦିଲ୍ଲୀ: ୪ ମାସ ହେଲା ଲଗାତର ରୋଷେଇ ଗ୍ୟାସ ଦର ବୃଦ୍ଧି ପାଇବାରେ ଲାଗିଛି। ପୁଣି ରନ୍ଧନ ଗ୍ୟାସ ଦର ବୃଦ୍ଧି କରିଛନ୍ତି ପେଟ୍ରୋଲିୟମ କମ୍ପାନି। ସିଲିଣ୍ଡର ପିଛା ବୃଦ୍ଧି ପାଇଛି ୧୫ ଟଙ୍କା । ଫଳରେ ଭୁବନେଶ୍ୱରରେ ରୋଷେଇ ଗ୍ୟାସ ସିଲିଣ୍ଡର ପିଛା ଦର ୯୨୬ ଟଙ୍କାରେ ପହଞ୍ଚିଛି ।
Petroleum companies have increased the price of domestic LPG cylinders by Rs 15. The price of a non-subsidized 14.2 kg cylinder in Delhi is now Rs 899.50. The new rate of 5kg cylinder is now Rs 502. The new rates are effective from today. pic.twitter.com/nQqtgdOq7q
ଆହୁରି ପଢ଼ନ୍ତୁ: ସୁରଟ ରେଳ ଷ୍ଟେସନରେ ହାଇଡ୍ରାମା: ଟ୍ରେନରେ ଯାତ୍ରୀଙ୍କ ଉପରକୁ ଅଗ୍ନିନିର୍ବାପକ ଯନ୍ତ୍ର ସ୍ପ୍ରେ କଲେ ବିଦେଶୀ ନାଗରିକ, ପୋଲିସ ହେପାଜତରେ ମୃତ୍ୟୁ— ANI (@ANI) October 6, 2021
ଏହା ପୂର୍ବରୁ ଜୁଲାଇରେ ୨୫ ଟଙ୍କା ୫୦ ପଇସା, ଅଗଷ୍ଟରେ ୨୫ ଟଙ୍କା ଓ ପୁଣି ସେପ୍ଟେମ୍ବରରେ ସିଲିଣ୍ଡର ପିଛା ଦର ୨୫ ଟଙ୍କା ବୃଦ୍ଧି ହୋଇଥିଲା ।
ବଢିଲା ରୋଷେଇ ଗ୍ୟାସ୍ ଦର, ସିଲିଣ୍ଡର ପିଛା ୧୫ ଟଙ୍କା ବୃଦ୍ଧି
ନୂଆଦିଲ୍ଲୀ: ୪ ମାସ ହେଲା ଲଗାତର ରୋଷେଇ ଗ୍ୟାସ ଦର ବୃଦ୍ଧି ପାଇବାରେ ଲାଗିଛି। ପୁଣି ରନ୍ଧନ ଗ୍ୟାସ ଦର ବୃଦ୍ଧି କରିଛନ୍ତି ପେଟ୍ରୋଲିୟମ କମ୍ପାନି। ସିଲିଣ୍ଡର ପିଛା ବୃଦ୍ଧି ପାଇଛି ୧୫ ଟଙ୍କା । ଫଳରେ ଭୁବନେଶ୍ୱରରେ ରୋଷେଇ ଗ୍ୟାସ ସିଲିଣ୍ଡର ପିଛା ଦର ୯୨୬ ଟଙ୍କାରେ ପହଞ୍ଚିଛି ।
Petroleum companies have increased the price of domestic LPG cylinders by Rs 15. The price of a non-subsidized 14.2 kg cylinder in Delhi is now Rs 899.50. The new rate of 5kg cylinder is now Rs 502. The new rates are effective from today. pic.twitter.com/nQqtgdOq7q
— ANI (@ANI) October 6, 2021