ଏନସିବି ପାଖରେ ଆର୍ଯ୍ଯନ୍‌ ଖାନଙ୍କ ପ୍ରତିଶ୍ରୃତି; ‘ଏମିତି କାମ କରିବି, ଯାହାକୁ ନେଇ ଆପଣ ମୋ ଉପରେ ଗର୍ବ କରିବେ’

The Sakala Picture
Published On

ମୁମ୍ବାଇ:  କ୍ରୁଜ ଡ୍ରଗ୍ସ ମାମଲାରେ ବଲିଉଡର କିଙ୍ଗ ଖାନ୍‌ ଶାହାରୁଖଙ୍କ ପୁଅ ଆର୍ଯ୍ଯନ୍‌ ଖାନ ଗିରଫ ହୋଇ ଜେଲ୍‌ରେ ଅଛନ୍ତି। ତାଙ୍କ ଜାମିନ ଆବେଦନ ଉପରେ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ଆର୍ଯ୍ୟନ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ର ହେପାଜତରେ ଥିବାବେଳେ ସେ ଏନ୍‌ସିବିକୁ ପ୍ରତିଶ୍ରୁତି ଦେଇଛନ୍ତି ଯେ, ସେ ଭଲ କାମ କରିବେ। ଦିନେ ଏମିତି କାମ କରିବି, ଯାହାକୁ ନେଇ ଆପଣ ମୋ ଉପରେ ଗର୍ବ କରିବେ ବୋଲି ସେ ଏନ୍‌ସିବି ଅଧିକାରୀଙ୍କୁ […]

ମୁମ୍ବାଇ:  କ୍ରୁଜ ଡ୍ରଗ୍ସ ମାମଲାରେ ବଲିଉଡର କିଙ୍ଗ ଖାନ୍‌ ଶାହାରୁଖଙ୍କ ପୁଅ ଆର୍ଯ୍ଯନ୍‌ ଖାନ ଗିରଫ ହୋଇ ଜେଲ୍‌ରେ ଅଛନ୍ତି। ତାଙ୍କ ଜାମିନ ଆବେଦନ ଉପରେ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ଆର୍ଯ୍ୟନ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ର ହେପାଜତରେ ଥିବାବେଳେ ସେ ଏନ୍‌ସିବିକୁ ପ୍ରତିଶ୍ରୁତି ଦେଇଛନ୍ତି ଯେ, ସେ ଭଲ କାମ କରିବେ। ଦିନେ ଏମିତି କାମ କରିବି, ଯାହାକୁ ନେଇ ଆପଣ ମୋ ଉପରେ ଗର୍ବ କରିବେ ବୋଲି ସେ ଏନ୍‌ସିବି ଅଧିକାରୀଙ୍କୁ କହିଛନ୍ତି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ରିପୋର୍ଟ ଅନୁଯାୟୀ, ଏନସିବିର ଜୋନାଲ ନିର୍ଦ୍ଦେଶକ ସମୀର ଓ୍ଵାଙ୍ଖଡେ  ଆର୍ଯ୍ଯନ ଖାନଙ୍କ କାଉନସେଲିଂ କରିଥିଲେ। ଏହି ସମୟରେ ଆର୍ୟନ ତାଙ୍କୁ କହିଛନ୍ତି, ଜେଲ୍‌ରୁ ବାହାରିବା ପରେ ସେ ଭଲ ମଣିଷ ହେବେ। ଗରିବ ଏବଂ ଦୁର୍ବଳ ବର୍ଗଙ୍କ ସାହାଯ୍ୟ କରିବେ। ସେ କେବେ ଆଉ ଏମିତି କିଛି ଭୁଲ୍ କରିବେ ନାହିଁ। ଭୁଲ୍‌ରେ ମଧ୍ୟ ଆଉ ଡ୍ରଗ୍ସ ଛୁଇଁବିନି ବୋଲି ଆର୍ଯ୍ଯନ ଏନସିବି ଅଧିକାରୀଙ୍କୁ କହିଛନ୍ତି।

ଆହୁରି ପଢ଼ନ୍ତୁ: ଏସସିଓ ସମ୍ମିଳନୀରେ ଭାରତ ସହ ସମ୍ପର୍କକୁ 'ଐତିହାସିକ' କହିଲା ଇରାନ

ଆର୍ୟନ ଖାନ ଏବେ ଆର୍ଥର ରୋଡ ଜେଲ୍‌ର  ଅଛନ୍ତି। ଅନ୍ୟପଟେ ଜେଲ୍‌ରେ ବାହାର ଖାଦ୍ୟକୁ ଅନୁମତି ନାହିଁ।

ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍‌ କ୍ୟାମ୍ପ୍‌ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !

 

 

 

 

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର