ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି : ଆଉ ୩ ବର୍ଷ ପାଇଁ ମିଳିଲା ପୁନଃନିଯୁକ୍ତି

The Sakala Picture
Published On

ନୂଆଦିଲ୍ଲୀ : ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ୩ବର୍ଷ ବୃଦ୍ଧି ପାଇଛି। ଯାହା ଫଳରେ ୨୦୨୪ ଡିସେମ୍ବର ଯାଏଁ ସେ ଏହି ପଦବୀରେ ରହିବେ । ତାଙ୍କର କାର୍ଯ୍ୟକାଳ ୨୦୨୧ ମସିହା ଡିସେମ୍ବର ୧୦ରେ ଶେଷ ହୋଇଥାନ୍ତା । କ୍ୟାବିନେଟ ଆପଏଣ୍ଟମେଣ୍ଟ କମିଟି ଅନୁମୋଦନ କ୍ରମେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଛି । ୨୦୨୧ ଡିସେମ୍ବର ୧୦ରୁ ବର୍ଦ୍ଧିତ କାର୍ଯ୍ୟକାଳ ଲାଗୁହେବ । ୨୦୧୮ ଡିସେମ୍ବର ୧୨ରେ ୩ବର୍ଷ ପାଇଁ […]

ନୂଆଦିଲ୍ଲୀ : ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ୩ବର୍ଷ ବୃଦ୍ଧି ପାଇଛି। ଯାହା ଫଳରେ ୨୦୨୪ ଡିସେମ୍ବର ଯାଏଁ ସେ ଏହି ପଦବୀରେ ରହିବେ । ତାଙ୍କର କାର୍ଯ୍ୟକାଳ ୨୦୨୧ ମସିହା ଡିସେମ୍ବର ୧୦ରେ ଶେଷ ହୋଇଥାନ୍ତା । କ୍ୟାବିନେଟ ଆପଏଣ୍ଟମେଣ୍ଟ କମିଟି ଅନୁମୋଦନ କ୍ରମେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଛି । ୨୦୨୧ ଡିସେମ୍ବର ୧୦ରୁ ବର୍ଦ୍ଧିତ କାର୍ଯ୍ୟକାଳ ଲାଗୁହେବ । ୨୦୧୮ ଡିସେମ୍ବର ୧୨ରେ ୩ବର୍ଷ ପାଇଁ ଆରବିଆଇ ଗଭର୍ଣ୍ଣର ଭାବେ ଦାୟିତ୍ବ ଗ୍ରହଣ କରିଥିଲେ।

ଆହୁରି ପଢ଼ନ୍ତୁ: ତ୍ରିପୁରା ଡିଜିପି ଅନୁରାଗ ଧନଖରଙ୍କ ସନ୍ଦେହଜନକ ମୃତ୍ୟୁ: ପୋଲିସ ମୁଖ୍ୟାଳୟ ବାଥରୁମରୁ ମୃତଦେହ ଉଦ୍ଧାର

ଶକ୍ତିକାନ୍ତ ଦାଶ ହେଉଛନ୍ତି ୧୯୮୦ ବ୍ୟାଚ୍ର ତାମିଲନାଡୁ କ୍ୟାଡର ଆଇଏଏସ୍ ଅଫିସର । କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରାଳୟରେ ସେ ଦୀର୍ଘ ଦିନ ଧରି କାମ କରିଥିଲେ ।ସେ ଅର୍ଥ ମନ୍ତ୍ରଣାଳୟର ଅର୍ଥନୈତିକ ବ୍ୟାପାର ବିଭାଗ ସଚିବ ଥିଲେ । ପୂର୍ବରୁ ବିଶ୍ବ ବ୍ୟାଙ୍କ, ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ, ନିଉ ଡେଭଲପମେଣ୍ଟ ବ୍ୟାଙ୍କ, ଏସିଆନ ଇନଫ୍ରାଷ୍ଟକଚର ଇନଭେଷ୍ଟମେଣ୍ଟ ବ୍ୟାଙ୍କରେ ବହୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ତୁଲାଇଛନ୍ତି ।

ଆହୁରି ପଢ଼ନ୍ତୁ: ପ୍ରଶ୍ନପତ୍ର ଲିକକୁ ନେଇ କଡ଼ା ଆଇନ ଆଣିବେ କେନ୍ଦ୍ର ସରକାର, ଆସନ୍ତା ସପ୍ତାହରେ ସଂସଦରେ ଆସିବ ବିଲ୍

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସୋସିଆଲ୍ ମିଡିଆରେ କୋର୍ଟ ପ୍ରୋସିଡିଙ୍ଗସ୍ ଭିଡିଓର ବ୍ୟବହାର ଓ ମୋନେଟାଇଜେସନ୍ ଉପରେ ରୋକ୍

29 Oct 2021 By The Sakala

ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି : ଆଉ ୩ ବର୍ଷ ପାଇଁ ମିଳିଲା ପୁନଃନିଯୁକ୍ତି

ନୂଆଦିଲ୍ଲୀ : ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ୩ବର୍ଷ ବୃଦ୍ଧି ପାଇଛି। ଯାହା ଫଳରେ ୨୦୨୪ ଡିସେମ୍ବର ଯାଏଁ ସେ ଏହି ପଦବୀରେ ରହିବେ । ତାଙ୍କର କାର୍ଯ୍ୟକାଳ ୨୦୨୧ ମସିହା ଡିସେମ୍ବର ୧୦ରେ ଶେଷ ହୋଇଥାନ୍ତା । କ୍ୟାବିନେଟ ଆପଏଣ୍ଟମେଣ୍ଟ କମିଟି ଅନୁମୋଦନ କ୍ରମେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଛି । ୨୦୨୧ ଡିସେମ୍ବର ୧୦ରୁ ବର୍ଦ୍ଧିତ କାର୍ଯ୍ୟକାଳ ଲାଗୁହେବ । ୨୦୧୮ ଡିସେମ୍ବର ୧୨ରେ ୩ବର୍ଷ ପାଇଁ ଆରବିଆଇ ଗଭର୍ଣ୍ଣର ଭାବେ ଦାୟିତ୍ବ ଗ୍ରହଣ କରିଥିଲେ।

ଶକ୍ତିକାନ୍ତ ଦାଶ ହେଉଛନ୍ତି ୧୯୮୦ ବ୍ୟାଚ୍ର ତାମିଲନାଡୁ କ୍ୟାଡର ଆଇଏଏସ୍ ଅଫିସର । କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରାଳୟରେ ସେ ଦୀର୍ଘ ଦିନ ଧରି କାମ କରିଥିଲେ ।ସେ ଅର୍ଥ ମନ୍ତ୍ରଣାଳୟର ଅର୍ଥନୈତିକ ବ୍ୟାପାର ବିଭାଗ ସଚିବ ଥିଲେ । ପୂର୍ବରୁ ବିଶ୍ବ ବ୍ୟାଙ୍କ, ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ, ନିଉ ଡେଭଲପମେଣ୍ଟ ବ୍ୟାଙ୍କ, ଏସିଆନ ଇନଫ୍ରାଷ୍ଟକଚର ଇନଭେଷ୍ଟମେଣ୍ଟ ବ୍ୟାଙ୍କରେ ବହୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ତୁଲାଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର