ଯାତ୍ରୀବାହୀ ଅଟୋକୁ ଧକ୍କା ଦେଲା ଟ୍ରକ: ୬ ମହିଳା ଶ୍ରମିକ ମୃତ

The Sakala Picture
Published On

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ଅନନ୍ତପୁରରେ ଆଜି ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋକୁ ଏକ ଟ୍ରକ୍‌ ଧକ୍କା ଦେଇଛି। ଫଳକେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଛିି। ଏହି ଦୁର୍ଘଟଣାରେ ଆହୁରି ଅନେକ ଗୁରୁତର ହୋଇଥିବା ଜଣାଯାଇଛି। ମୃତକ ସମସ୍ତେ ମହିଳା ଶ୍ରମିକ ବୋଲି ଜଣାଯାଇଛି। ସୂଚନା ଅନୁଯାୟୀ, ଆଜି ସକାଳେ ହାଇଦ୍ରାବାଦ-ବାଙ୍ଗାଲୋର ହାଇୱେରେ ଏକ ଯାତ୍ରୀବାହୀ ଅଟୋ ମହିଳା ଶ୍ରମିକଙ୍କୁ ନେଇ ଯାଉଥିଲା। ଅଟୋଟି ଅନନ୍ତପୁରର ପମିଡି ମଣ୍ଡଳ ଅଞ୍ଚଳରେ ଯାଉଥିବା […]

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ଅନନ୍ତପୁରରେ ଆଜି ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋକୁ ଏକ ଟ୍ରକ୍‌ ଧକ୍କା ଦେଇଛି। ଫଳକେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଛିି। ଏହି ଦୁର୍ଘଟଣାରେ ଆହୁରି ଅନେକ ଗୁରୁତର ହୋଇଥିବା ଜଣାଯାଇଛି। ମୃତକ ସମସ୍ତେ ମହିଳା ଶ୍ରମିକ ବୋଲି ଜଣାଯାଇଛି।

ଆହୁରି ପଢ଼ନ୍ତୁ: ଜନ୍ତର ମନ୍ତରରେ CJP ର ବିକ୍ଷୋଭ: ଦିଲ୍ଲୀରେ ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ

ସୂଚନା ଅନୁଯାୟୀ, ଆଜି ସକାଳେ ହାଇଦ୍ରାବାଦ-ବାଙ୍ଗାଲୋର ହାଇୱେରେ ଏକ ଯାତ୍ରୀବାହୀ ଅଟୋ ମହିଳା ଶ୍ରମିକଙ୍କୁ ନେଇ ଯାଉଥିଲା। ଅଟୋଟି ଅନନ୍ତପୁରର ପମିଡି ମଣ୍ଡଳ ଅଞ୍ଚଳରେ ଯାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ଟି ଅଟୋକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୬ ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ସମସ୍ତେ ଅନନ୍ତପୁରର କୋପଲ୍ଲାକୋଁଡା ଗାଁର ବୋଲି ଜଣାଯାଇଛି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଅସୁସ୍ଥ ବାପାଙ୍କୁ ଡାକ୍ତରଖାନା ନେବା ବେଳେ ଗଛରେ ପିଟି ହେଲା କାର୍, ଗୋଟିଏ ପରିବାରର ୩ ମୃତ

ଆହୁରି ପଢ଼ନ୍ତୁ: ୨୬ଦିନ ପରେ ଅନଶନ ଭାଙ୍ଗିଲେ ସୋନମ୍ ୱାଙ୍ଗଚୁକ୍, ଦେଶରେ ଶାନ୍ତି ବଜାୟ ରଖିବାକୁ ୱାଙ୍ଗଚୁକ୍ କଲେ ଅପିଲ୍

05 Nov 2021 By The Sakala

ଯାତ୍ରୀବାହୀ ଅଟୋକୁ ଧକ୍କା ଦେଲା ଟ୍ରକ: ୬ ମହିଳା ଶ୍ରମିକ ମୃତ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ଅନନ୍ତପୁରରେ ଆଜି ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋକୁ ଏକ ଟ୍ରକ୍‌ ଧକ୍କା ଦେଇଛି। ଫଳକେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଛିି। ଏହି ଦୁର୍ଘଟଣାରେ ଆହୁରି ଅନେକ ଗୁରୁତର ହୋଇଥିବା ଜଣାଯାଇଛି। ମୃତକ ସମସ୍ତେ ମହିଳା ଶ୍ରମିକ ବୋଲି ଜଣାଯାଇଛି।

ସୂଚନା ଅନୁଯାୟୀ, ଆଜି ସକାଳେ ହାଇଦ୍ରାବାଦ-ବାଙ୍ଗାଲୋର ହାଇୱେରେ ଏକ ଯାତ୍ରୀବାହୀ ଅଟୋ ମହିଳା ଶ୍ରମିକଙ୍କୁ ନେଇ ଯାଉଥିଲା। ଅଟୋଟି ଅନନ୍ତପୁରର ପମିଡି ମଣ୍ଡଳ ଅଞ୍ଚଳରେ ଯାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ଟି ଅଟୋକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୬ ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ସମସ୍ତେ ଅନନ୍ତପୁରର କୋପଲ୍ଲାକୋଁଡା ଗାଁର ବୋଲି ଜଣାଯାଇଛି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର