୯୪ ବର୍ଷରେ ପାଦ ଥାପିଲେ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଲାଲ୍ କୃଷ୍ଣ ଆଡଭାନୀ
ନୂଆଦିଲ୍ଲୀ: ଭାରତୀୟ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଲାଲ କୃଷ୍ଣ ଆଡଭାନୀଙ୍କ ଆଜି ଜନ୍ମଦିନ। ୯୪ ବର୍ଷରେ ପାଦ ଥାପିଛନ୍ତି ଆଡଭାନୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଦଳର ଅନ୍ୟ ବରିଷ୍ଠ ନେତାମାନେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । #WATCH | Delhi: PM Narendra Modi, Vice President M Venkaiah Naidu, Defence Minister Rajnath Singh, Union Home Minister Amit Shah and BJP […]
ନୂଆଦିଲ୍ଲୀ: ଭାରତୀୟ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଲାଲ କୃଷ୍ଣ ଆଡଭାନୀଙ୍କ ଆଜି ଜନ୍ମଦିନ। ୯୪ ବର୍ଷରେ ପାଦ ଥାପିଛନ୍ତି ଆଡଭାନୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଦଳର ଅନ୍ୟ ବରିଷ୍ଠ ନେତାମାନେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
#WATCH | Delhi: PM Narendra Modi, Vice President M Venkaiah Naidu, Defence Minister Rajnath Singh, Union Home Minister Amit Shah and BJP national president JP Nadda meet veteran BJP leader LK Advani at his residence to wish him on his birthday.
ଆହୁରି ପଢ଼ନ୍ତୁ: ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଉପରେ ଇରାନର ଡ୍ରୋନ୍ ଆକ୍ରମଣ(Source: DD) pic.twitter.com/PZrDwuhMpj
ଆହୁରି ପଢ଼ନ୍ତୁ: ଆମେରିକା ଓ ଇସ୍ରାଏଲକୁ ଇରାନର ବଡ଼ ଚେତାବନୀ: ବ୍ୟାଙ୍କ, ଗୁଗୁଲ ଏବଂ ମାଇକ୍ରୋସଫ୍ଟ ଭଳି ଆର୍ଥିକ କେନ୍ଦ୍ରଗୁଡ଼ିକୁ ଟାର୍ଗେଟ— ANI (@ANI) November 8, 2021
ପ୍ରଧାନମନ୍ତ୍ରୀ ମୋଦୀ ଟ୍ବିଟ କରି କହିଛନ୍ତି, ସମ୍ମାନିତ ଆଡଭାନୀ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା । ମୁଁ ତାଙ୍କର ଦୀର୍ଘ ଜୀବନ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରିଛନ୍ତି । ଲୋକମାନଙ୍କୁ ସଶକ୍ତିକରଣ ତଥା ଆମର ସାଂସ୍କୃତିକ ଗର୍ବ ବଢାଇବା ଦିଗରେ ତାଙ୍କର ଅନେକ ଉଦ୍ୟମ ପାଇଁ ଦେଶ ତାଙ୍କ ନିକଟରେ ଋଣୀ ରହିବ । ତାଙ୍କର ବୌଦ୍ଧିକ ଦକ୍ଷତା ପାଇଁ ମଧ୍ୟ ତାଙ୍କୁ ସମ୍ମାନିତ କରାଯାଏ ।
Birthday greetings to respected Advani Ji. Praying for his long and healthy life. The nation remains indebted to him for his numerous efforts towards empowering people and enhancing our cultural pride. He is also widely respected for his scholarly pursuits and rich intellect.
— Narendra Modi (@narendramodi) November 8, 2021
ଏଥିସହିତ ପ୍ରଧାନମନ୍ତ୍ରୀ ମୋଦୀ ଆଡଭାନୀଙ୍କ ବାସଭବନରେ ଯାଇ କେକ୍ କାଟି ଜନ୍ମଦିନ ପାଳନ କରିଛନ୍ତି ।
୯୪ ବର୍ଷରେ ପାଦ ଥାପିଲେ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଲାଲ୍ କୃଷ୍ଣ ଆଡଭାନୀ
ନୂଆଦିଲ୍ଲୀ: ଭାରତୀୟ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଲାଲ କୃଷ୍ଣ ଆଡଭାନୀଙ୍କ ଆଜି ଜନ୍ମଦିନ। ୯୪ ବର୍ଷରେ ପାଦ ଥାପିଛନ୍ତି ଆଡଭାନୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଦଳର ଅନ୍ୟ ବରିଷ୍ଠ ନେତାମାନେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
#WATCH | Delhi: PM Narendra Modi, Vice President M Venkaiah Naidu, Defence Minister Rajnath Singh, Union Home Minister Amit Shah and BJP national president JP Nadda meet veteran BJP leader LK Advani at his residence to wish him on his birthday.
(Source: DD) pic.twitter.com/PZrDwuhMpj
— ANI (@ANI) November 8, 2021