ଆସାମ: ଟ୍ରକ -ଅଟୋ ମୁହାଁମୁହିଁ ଧକ୍କା, ୧୦ ମୃତ

The Sakala Picture
Published On

ଆସାମ : ଆସାମ-ତ୍ରୀପୁରା ନିକଟବର୍ତ୍ତୀ କରମଗଞ୍ଜ ଜିଲ୍ଲା ପଥରଖଣ୍ଡି ଥାନା ଅନ୍ତର୍ଗତ ବୈଠକଖାଲି ଜାତୀୟ ରାଜପଥରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦ୍ରୁତଗାମୀ ଟ୍ରକ ସହ ଏକ ଅଟୋ ଧକ୍କା ହେବାରୁ ୧୦ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀସ ଲୋକମାନେ ଛଟ ପୂଜା ସାରି ଅଟୋରେ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା ବୋଲି ପୁଲିସ ଅଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପଟେ ମୃତ ବ୍ୟକ୍ତିଙ୍କ ମଧ୍ୟରେ ଅନେକ […]

ଆସାମ : ଆସାମ-ତ୍ରୀପୁରା ନିକଟବର୍ତ୍ତୀ କରମଗଞ୍ଜ ଜିଲ୍ଲା ପଥରଖଣ୍ଡି ଥାନା ଅନ୍ତର୍ଗତ ବୈଠକଖାଲି ଜାତୀୟ ରାଜପଥରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦ୍ରୁତଗାମୀ ଟ୍ରକ ସହ ଏକ ଅଟୋ ଧକ୍କା ହେବାରୁ ୧୦ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟାବହ ବନ୍ୟା: ଜଳବାୟୁ କ୍ଷତିପୂରଣ ପାଇଁ ଭାରତ, ଚୀନ୍ ଏବଂ ଆମେରିକାକୁ ଦାୟୀ କଲା ନେପାଳ

ସୂଚନା ଅନୁଯାୟୀସ ଲୋକମାନେ ଛଟ ପୂଜା ସାରି ଅଟୋରେ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା ବୋଲି ପୁଲିସ ଅଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପଟେ ମୃତ ବ୍ୟକ୍ତିଙ୍କ ମଧ୍ୟରେ ଅନେକ ମହିଳା ଓ ଛୋଟପିଲା ଅଛନ୍ତି।ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାବେଳେ ତାଙ୍କୁ ଡାକ୍ତରଖାନା ନେବା ସମୟରେ ବାଟରେ ତାଙ୍କର ମୃତ୍ୟୁ ହୋଇଯାଇଛି।

ଆହୁରି ପଢ଼ନ୍ତୁ: କେଉଁଠି ଘର ନାହିଁ, କେଉଁଠି ଛାତ ନାହିଁ, କେଉଁଠି ଗଳି ନାହିଁ—ଯେଉଁଠି ଦେଖିବେ ସେଇଠି ପ୍ରକୃତିର କରାଳ ରୂପ !

ସୂଚନା ଅନୁସାରେ,  ମୃତବ୍ୟକ୍ତି ମାନଙ୍କ ମଧ୍ୟରେ ୫ ଜଣ ମହିଳା ୩ ଜଣ ପୁରୁଷ ଓ ୨ ଜଣ ପିଲା ଅଛନ୍ତି।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର