ଭାରତରେ କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍, ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୫୩କୁ ବୃଦ୍ଧି
ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍। ପୁଣି ରାଜଧାନୀ ଦିଲ୍ଲୀରୁ ଆଉ ୪ ଜଣ ଓମିକ୍ରନ୍ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ମୋଟ ମାମଲା୬ କୁ ବୃଦ୍ଧି ପାଇଛି। ସମସ୍ତ ୬ ଜଣ ରୋଗୀଙ୍କ ସାମାନ୍ୟ ଲକ୍ଷଣ ଥିବା ଜଣାପଡ଼ିଛି ଏବଂ ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ମଧ୍ୟ ହୋଇଥିବା ସୂଚନା ମିଳିଛି। ସେହିପରି ରାଜସ୍ଥାନରୁ ଆଉ ୮ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ […]
ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍। ପୁଣି ରାଜଧାନୀ ଦିଲ୍ଲୀରୁ ଆଉ ୪ ଜଣ ଓମିକ୍ରନ୍ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ମୋଟ ମାମଲା୬ କୁ ବୃଦ୍ଧି ପାଇଛି। ସମସ୍ତ ୬ ଜଣ ରୋଗୀଙ୍କ ସାମାନ୍ୟ ଲକ୍ଷଣ ଥିବା ଜଣାପଡ଼ିଛି ଏବଂ ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ମଧ୍ୟ ହୋଇଥିବା ସୂଚନା ମିଳିଛି। ସେହିପରି ରାଜସ୍ଥାନରୁ ଆଉ ୮ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଭାରତରେ ମୋଟ ଓମିକ୍ରନ୍ ସଂକ୍ରମିତ ସଂଖ୍ୟା ବର୍ତ୍ତମାନ ୫୩ କୁ ବୃଦ୍ଧି ପାଇଛି।
ଆହୁରି ପଢ଼ନ୍ତୁ: ଇରାନ ସହ ତିକ୍ତତା ମଧ୍ୟରେ ୨୫୦ ଦିନର ଲମ୍ବା ମିଶନ ପରେ ଥାଇଲାଣ୍ଡରେ ପହଞ୍ଚିଲା ଆମେରିକୀୟ ଯୁଦ୍ଧପୋତ 'ୟୁଏସଏସ ଅବ୍ରାହମ ଲିଙ୍କନ'
ଦେଶରେ ସଂକ୍ରମିତ ମୋଟ ଓମିକ୍ରନ୍ ଆକ୍ରନ୍ତ ୫୩ ଜଣଙ୍କ ମଧ୍ଯରୁ। ମହାରାଷ୍ଟ୍ର -୨୦, ରାଜସ୍ଥାନ- ୧୭, ଦିଲ୍ଲୀ- ୬, ଗୁଜୁରାଟ -୪, କର୍ଣ୍ଣାଟକ -୩, କେରଳ -୧, ଆନ୍ଧ୍ରପ୍ରଦେଶ -୧ ଓ ଚଣ୍ଡିଗଡ଼ -୧ ଜଣ ଲେଖାଏଁ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି।






