ପୁଣି ବଢୁଛି କରୋନା; କାନପୁର ଜେଲର ୧୦ କଏଦୀ କରୋନା ପଜିଟିଭ୍

The Sakala Picture
Published On

କାନପୁର: କରୋନା ବୃଦ୍ଧି ପୁଣି ଥରେ ମୁଣ୍ଡବ୍ଯଥାର କାରଣ ପାଲଟିଛି। ପ୍ରତିଦିନ ପୁଣି ସଂକ୍ରମିତଙ୍କ ସଂଖ୍ଯା ବୃଦ୍ଧି ଘଟୁଛି। ବୁଧବାର କାନପୁର ଜେଲରେ ୧୦ ଜଣ କଏଦୀ କୋରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହା ପରେ ଡିଜି ଜେଲ ପ୍ରତ୍ୟେକ କଏଦୀଙ୍କ କରୋନା ଟେଷ୍ଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅନୁଯାୟୀ, ମଙ୍ଗଳବାର ଉକ୍ତ ଜେଲରୁ ୭ଜଣ କରୋନା ସଂକ୍ରମିତ ଥିବା ଜଣାପଡ଼ିଥିଲା। କାନପୁରରେ ଏବେ ୮୯ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ଯା […]

କାନପୁର: କରୋନା ବୃଦ୍ଧି ପୁଣି ଥରେ ମୁଣ୍ଡବ୍ଯଥାର କାରଣ ପାଲଟିଛି। ପ୍ରତିଦିନ ପୁଣି ସଂକ୍ରମିତଙ୍କ ସଂଖ୍ଯା ବୃଦ୍ଧି ଘଟୁଛି। ବୁଧବାର କାନପୁର ଜେଲରେ ୧୦ ଜଣ କଏଦୀ କୋରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହା ପରେ ଡିଜି ଜେଲ ପ୍ରତ୍ୟେକ କଏଦୀଙ୍କ କରୋନା ଟେଷ୍ଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଭାରତ-ଆମେରିକା ସମ୍ପର୍କ ହେବ ଆହୁରି ସୁଦୃଢ଼: ମାର୍କୋ ରୁବିଓଙ୍କ ଗସ୍ତରେ ବାଣିଜ୍ୟ, ସୁରକ୍ଷା ଓ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ

ସୂଚନା ଅନୁଯାୟୀ, ମଙ୍ଗଳବାର ଉକ୍ତ ଜେଲରୁ ୭ଜଣ କରୋନା ସଂକ୍ରମିତ ଥିବା ଜଣାପଡ଼ିଥିଲା।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଘନଉଛି ଯୁଦ୍ଧ ଆଶଙ୍କା: ଆମେରିକାର ଅତ୍ୟାଧୁନିକ ଏମକ୍ୟୁ-୯ ରିପର୍ ଡ୍ରୋନ୍‌କୁ ଖସାଇଲା ଇରାନ

କାନପୁରରେ ଏବେ ୮୯ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩୩୧୨୩ରେ ପହଞ୍ଚିଛି। ସେଥିମଧ୍ୟରୁ ୩୨୧୯୫ ଜଣ  ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

ଆହୁରି ପଢ଼ନ୍ତୁ: ପଶ୍ଚିମ ଏସିଆରେ ଉତ୍ତେଜନା: ଲୋହିତ ସାଗରରୁ ହରମୁଜ୍ ପ୍ରଣାଳୀ ଯାଏଁ ବିପଦରେ ଭାରତୀୟ ନାବିକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର