ମୁମ୍ବଇରେ ଆତଙ୍କବାଦୀଙ୍କ ଆକ୍ରମଣ ଧମକ

The Sakala Picture
Published On

ମୁମ୍ବଇ: ମୁମ୍ବଇରେ ଆକ୍ରମଣ କରିବାକୁ ଖଲିସ୍ତାନୀ ଆତଙ୍କବାଦୀ ଧମକ ଦେଇଛନ୍ତି । ଏହା ପରେ ପୁଲିସ ସହରର ସୁରକ୍ଷାବ୍ୟବସ୍ଥାକୁ କଡ଼ାକଡ଼ି କରିଦେଇଛି। ରେଳ ଷ୍ଟେସନ ସମେତ ଅନ୍ୟ ଜନଗହଳିପୂର୍ଣ୍ଣ ସ୍ଥାନରେ ସୁରକ୍ଷା କଡ଼ାକଡ଼ି ।କରୋନା ସଙ୍କଟ ଭିତରେ ମୁମ୍ବାଇ ଉପରେ ପୁଣି ଏକ ଆତଙ୍କବାଦୀ ଆକ୍ରମଣ ଭୟ । ନୂଆବର୍ଷର ଗୋଟିଏ ଦିନ ପୂର୍ବରୁ ଶୁକ୍ରବାରଠାରୁ ସମସ୍ତ ପୁଲିସ କର୍ମଚାରୀଙ୍କ ଛୁଟି ବାତିଲ କରିଦିଆଯାଇଛି। ମୁମ୍ବଇରେ ମୁତୟନ ପ୍ରତ୍ୟେକ ପୁଲିସ କର୍ମଚାରୀଙ୍କୁ କାର୍ଯ୍ୟରେ ଯୋଗଦେବାକୁ କୁହାଯାଇଛି। ସହରରେ […]

ମୁମ୍ବଇ: ମୁମ୍ବଇରେ ଆକ୍ରମଣ କରିବାକୁ ଖଲିସ୍ତାନୀ ଆତଙ୍କବାଦୀ ଧମକ ଦେଇଛନ୍ତି । ଏହା ପରେ ପୁଲିସ ସହରର ସୁରକ୍ଷାବ୍ୟବସ୍ଥାକୁ କଡ଼ାକଡ଼ି କରିଦେଇଛି। ରେଳ ଷ୍ଟେସନ ସମେତ ଅନ୍ୟ ଜନଗହଳିପୂର୍ଣ୍ଣ ସ୍ଥାନରେ ସୁରକ୍ଷା କଡ଼ାକଡ଼ି ।କରୋନା ସଙ୍କଟ ଭିତରେ ମୁମ୍ବାଇ ଉପରେ ପୁଣି ଏକ ଆତଙ୍କବାଦୀ ଆକ୍ରମଣ ଭୟ ।

ଆହୁରି ପଢ଼ନ୍ତୁ: ଆମେରିକାରେ ପିଲାଙ୍କ ପାସପୋର୍ଟ ନିୟମରେ ହୋଇପାରେ ପରିବର୍ତ୍ତନ: ବାପା-ମା'ଙ୍କୁ ଦେବାକୁ ପଡ଼ିବ ନାଗରିକତ୍ୱର ପ୍ରମାଣ

ନୂଆବର୍ଷର ଗୋଟିଏ ଦିନ ପୂର୍ବରୁ ଶୁକ୍ରବାରଠାରୁ ସମସ୍ତ ପୁଲିସ କର୍ମଚାରୀଙ୍କ ଛୁଟି ବାତିଲ କରିଦିଆଯାଇଛି। ମୁମ୍ବଇରେ ମୁତୟନ ପ୍ରତ୍ୟେକ ପୁଲିସ କର୍ମଚାରୀଙ୍କୁ କାର୍ଯ୍ୟରେ ଯୋଗଦେବାକୁ କୁହାଯାଇଛି। ସହରରେ ଖଲିସ୍ତାନୀ ଆତଙ୍କବାଦୀ ଆକ୍ରମଣ କରିବାର ସୂଚନା ମିଳିବା ପରଠାରୁ ପୁଲିସ ଆଲର୍ଟ ରହିଛି। ଗୁଇନ୍ଦା ରିପୋର୍ଟରୁ ଆକ୍ରମଣ ଯୋଜନା ଥିବା ସୂଚନା ମିଳିଥିବାରୁ ଗେଟ୍ ଓ୍ବେ ଅଫ୍ ଇଣ୍ଡିଆ ଓ ମେରାଇନ ଡ୍ରାଇଭ ଏରିଆରେ ବ୍ୟାପକ ପୋଲିସ ଫୋର୍ସ ନିୟୋଜିତ କରାଯାଇଛି । ମୁମ୍ବାଇ ସମେତ ପୂରା ମହାରାଷ୍ଟ୍ରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ଆହୁରି ପଢ଼ନ୍ତୁ: ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ହେଲେ ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର