ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ଯା ୧୪୩୧କୁ ବୃଦ୍ଧି, ସର୍ବାଧିକ ଆକ୍ରାନ୍ତ ମହାରାଷ୍ଟ୍ରରୁ ଚିହ୍ନଟ

The Sakala Picture
Published On

ନୂଆଦିଲ୍ଲୀ: କାୟା ବିସ୍ତାର କରୁଛି ଓମିକ୍ରନ । ଦେଶରେ ଓମିକ୍ରନ  ଆକ୍ରାନ୍ତ  ରୋଗୀଙ୍କ ସଂଖ୍ୟା ୧୪୩୧ କୁ ବୃଦ୍ଧିପାଇଛି । ସେଥିମଧ୍ୟରେ ମହାରାଷ୍ଟ୍ରରେ ସର୍ବାଧିକ ୪୫୪ ଚିହ୍ନଟ ହୋଇଥିବାବେଳେ ଦିଲ୍ଲୀରେ ୩୫୧ ଓ କେରଳରେ ୧୦୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହିତ ରାଜସ୍ଥାନ-୬୯, ଗୁଜୁରାଟ-୧୧୫ , ତେଲେଙ୍ଗାନା- ୬୨, କର୍ଣ୍ଣାଟକ- ୩୪, ତାମିଲନାଡୁ- ୧୧୮, ହରିଆଣା -୩୭, ଓଡ଼ିଶା-୧୪, ପଶ୍ଚିମବଙ୍ଗ- ୧୭ ଓ ମଧ୍ୟପ୍ରଦେଶରେ- ୯ ଜଣ ଚିହ୍ନଟ ହୋଇଛନ୍ତି । ସେହିଭଳି  ଆନ୍ଧ୍ରପ୍ରଦେଶ -୧୭, […]

ନୂଆଦିଲ୍ଲୀ: କାୟା ବିସ୍ତାର କରୁଛି ଓମିକ୍ରନ । ଦେଶରେ ଓମିକ୍ରନ  ଆକ୍ରାନ୍ତ  ରୋଗୀଙ୍କ ସଂଖ୍ୟା ୧୪୩୧ କୁ ବୃଦ୍ଧିପାଇଛି । ସେଥିମଧ୍ୟରେ ମହାରାଷ୍ଟ୍ରରେ ସର୍ବାଧିକ ୪୫୪ ଚିହ୍ନଟ ହୋଇଥିବାବେଳେ ଦିଲ୍ଲୀରେ ୩୫୧ ଓ କେରଳରେ ୧୦୯ ଜଣ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ଏଥିସହିତ ରାଜସ୍ଥାନ-୬୯, ଗୁଜୁରାଟ-୧୧୫ , ତେଲେଙ୍ଗାନା- ୬୨, କର୍ଣ୍ଣାଟକ- ୩୪, ତାମିଲନାଡୁ- ୧୧୮, ହରିଆଣା -୩୭, ଓଡ଼ିଶା-୧୪, ପଶ୍ଚିମବଙ୍ଗ- ୧୭ ଓ ମଧ୍ୟପ୍ରଦେଶରେ- ୯ ଜଣ ଚିହ୍ନଟ ହୋଇଛନ୍ତି । ସେହିଭଳି  ଆନ୍ଧ୍ରପ୍ରଦେଶ -୧୭, ଉତ୍ତରାଖ-ଣ୍ଡ ୪, ଚଣ୍ଡିଗଡ- ୩, ଜମ୍ମୁ କାଶ୍ମୀର- ୩, ଉତ୍ତରପ୍ରଦେଶ- ୮, ଆଣ୍ଡାମାନ ନିକୋବର ଓ ଉତ୍ତର ପ୍ରଦେଶରେ ୨ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଗୋଆ, ହିମାଚଳପ୍ରଦେଶ, ଲଦାଖ , ମଣିପୁର ଓ ପଞ୍ଜାବରୁ ଜଣେ ଲେଖାଏଁ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୮୮ ଜଣ ସୁସ୍ଥ ହୋଇସାରିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ପାଟନାରେ ଲଜ୍ଜା: ମାନେରରେ ଟ୍ୟୁସନ ଶିକ୍ଷକଙ୍କ ଦୁଷ୍କର୍ମ ଶିକାର ହେଲେ ନାବାଳିକା ଛାତ୍ରୀ, ଅଭିଯୁକ୍ତ ଫେରାର

01 Jan 2022 By The Sakala

ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ଯା ୧୪୩୧କୁ ବୃଦ୍ଧି, ସର୍ବାଧିକ ଆକ୍ରାନ୍ତ ମହାରାଷ୍ଟ୍ରରୁ ଚିହ୍ନଟ

ନୂଆଦିଲ୍ଲୀ: କାୟା ବିସ୍ତାର କରୁଛି ଓମିକ୍ରନ । ଦେଶରେ ଓମିକ୍ରନ  ଆକ୍ରାନ୍ତ  ରୋଗୀଙ୍କ ସଂଖ୍ୟା ୧୪୩୧ କୁ ବୃଦ୍ଧିପାଇଛି । ସେଥିମଧ୍ୟରେ ମହାରାଷ୍ଟ୍ରରେ ସର୍ବାଧିକ ୪୫୪ ଚିହ୍ନଟ ହୋଇଥିବାବେଳେ ଦିଲ୍ଲୀରେ ୩୫୧ ଓ କେରଳରେ ୧୦୯ ଜଣ ଚିହ୍ନଟ ହୋଇଛନ୍ତି ।

ଏଥିସହିତ ରାଜସ୍ଥାନ-୬୯, ଗୁଜୁରାଟ-୧୧୫ , ତେଲେଙ୍ଗାନା- ୬୨, କର୍ଣ୍ଣାଟକ- ୩୪, ତାମିଲନାଡୁ- ୧୧୮, ହରିଆଣା -୩୭, ଓଡ଼ିଶା-୧୪, ପଶ୍ଚିମବଙ୍ଗ- ୧୭ ଓ ମଧ୍ୟପ୍ରଦେଶରେ- ୯ ଜଣ ଚିହ୍ନଟ ହୋଇଛନ୍ତି । ସେହିଭଳି  ଆନ୍ଧ୍ରପ୍ରଦେଶ -୧୭, ଉତ୍ତରାଖ-ଣ୍ଡ ୪, ଚଣ୍ଡିଗଡ- ୩, ଜମ୍ମୁ କାଶ୍ମୀର- ୩, ଉତ୍ତରପ୍ରଦେଶ- ୮, ଆଣ୍ଡାମାନ ନିକୋବର ଓ ଉତ୍ତର ପ୍ରଦେଶରେ ୨ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଗୋଆ, ହିମାଚଳପ୍ରଦେଶ, ଲଦାଖ , ମଣିପୁର ଓ ପଞ୍ଜାବରୁ ଜଣେ ଲେଖାଏଁ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୮୮ ଜଣ ସୁସ୍ଥ ହୋଇସାରିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର