ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ କରୋନା ପଜିଟିଭ୍
ନୂଆଦିଲ୍ଲୀ: କରୋନାରେ ସଂକ୍ରମିତ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ । ଏ ନେଇ ସେ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି । ତାଙ୍କ ପାଖରେ କରୋନାର ସ୍ୱଳ୍ପ ଲକ୍ଷଣ ଦେଖାଦେଇଛି । ନିକଟ ଅତୀତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ୍ ଟେଷ୍ଟ କରାଇବା ସହ ଆଇସୋଲେଟ୍ ହେବାକୁ କେଜ୍ରିଓ୍ୱାଲ୍ ପରାମର୍ଶ ଦେଇଛନ୍ତି। I have tested positive for Covid. Mild symptoms. Have […]
ନୂଆଦିଲ୍ଲୀ: କରୋନାରେ ସଂକ୍ରମିତ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ । ଏ ନେଇ ସେ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି । ତାଙ୍କ ପାଖରେ କରୋନାର ସ୍ୱଳ୍ପ ଲକ୍ଷଣ ଦେଖାଦେଇଛି । ନିକଟ ଅତୀତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ୍ ଟେଷ୍ଟ କରାଇବା ସହ ଆଇସୋଲେଟ୍ ହେବାକୁ କେଜ୍ରିଓ୍ୱାଲ୍ ପରାମର୍ଶ ଦେଇଛନ୍ତି।
I have tested positive for Covid. Mild symptoms. Have isolated myself at home. Those who came in touch wid me in last few days, kindly isolate urself and get urself tested
ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା— Arvind Kejriwal (@ArvindKejriwal) January 4, 2022
ପଞ୍ଜାବ ଓ ଗୋଆରେ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିଥିଲେ କେଜ୍ରିଓ୍ୱାଲ୍ । ଏସବୁ ରାଜ୍ୟର ବିଭିନ୍ନ ସ୍ଥାନରେ ଆପ୍ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଥିଲେ। ସରକାରୀ ଓ ଦଳୀୟ କାର୍ୟ୍ୟ ପାଇଁ ବାହାରକୁ ଯିବା ବେଳେ ସେ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି । କେଜ୍ରିଓ୍ୱାଲ୍ ଓମିକ୍ରନ୍ ସଂକ୍ରମିତ ହୋଇଛନ୍ତି କି ନାହିଁ ଜାଣିବା ପାଇଁ ତାଙ୍କ ନମୁନାକୁ ଜିନୋମ୍ ସିକ୍ୱେନ୍ସିଂ ପାଇଁ ପଠାଯାଇଛି ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ କରୋନା ପଜିଟିଭ୍
ନୂଆଦିଲ୍ଲୀ: କରୋନାରେ ସଂକ୍ରମିତ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ । ଏ ନେଇ ସେ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି । ତାଙ୍କ ପାଖରେ କରୋନାର ସ୍ୱଳ୍ପ ଲକ୍ଷଣ ଦେଖାଦେଇଛି । ନିକଟ ଅତୀତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ୍ ଟେଷ୍ଟ କରାଇବା ସହ ଆଇସୋଲେଟ୍ ହେବାକୁ କେଜ୍ରିଓ୍ୱାଲ୍ ପରାମର୍ଶ ଦେଇଛନ୍ତି।
I have tested positive for Covid. Mild symptoms. Have isolated myself at home. Those who came in touch wid me in last few days, kindly isolate urself and get urself tested
— Arvind Kejriwal (@ArvindKejriwal) January 4, 2022