ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ଯା, ୨୪ ଘଣ୍ଟାରେ ୪୦ ହଜାର ୯୫୩ ନୂଆ ଆକ୍ରାନ୍ତ, ୧୧୮ ମୃତ

The Sakala Picture
Published On

ନୂଆଦିଲ୍ଳୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ଗତ ୨୪ ଘଣ୍ଟାରେ ୪୦ ହଜାର ୯୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୮୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୫୫୮କୁ ବୃଦ୍ଧି ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୫୫ ହଜାର ୨୮୪ରେ ପହଞ୍ଚିଛି। ।  ଦେଶରେ ଏବେ ୨ ଲକ୍ଷ […]

ନୂଆଦିଲ୍ଳୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ଗତ ୨୪ ଘଣ୍ଟାରେ ୪୦ ହଜାର ୯୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୮୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୫୫୮କୁ ବୃଦ୍ଧି ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୫୫ ହଜାର ୨୮୪ରେ ପହଞ୍ଚିଛି। ।  ଦେଶରେ ଏବେ ୨ ଲକ୍ଷ ୮୮ ହଜାର ୩୯୪ ଜଣ ସକ୍ରିୟ ରୋଗୀ ଥିବାବେଳେ ୧ କୋଟି ୧୧ ଲକ୍ଷ ୦୭ ହଜାର ୩୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ନିଟ୍ ପୁନଃ ପରୀକ୍ଷା: ପ୍ରଶ୍ନପତ୍ର ସୁରକ୍ଷା ପାଇଁ ବାୟୁସେନାର MI-17 ହେଲିକପ୍ଟର ମୁତୟନ, ୧୮ଟି ସ୍ଥାନରୁ ହେବ ଏୟାରଲିଫ୍ଟ

20 Mar 2021 By The Sakala

ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ଯା, ୨୪ ଘଣ୍ଟାରେ ୪୦ ହଜାର ୯୫୩ ନୂଆ ଆକ୍ରାନ୍ତ, ୧୧୮ ମୃତ

ନୂଆଦିଲ୍ଳୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ଗତ ୨୪ ଘଣ୍ଟାରେ ୪୦ ହଜାର ୯୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୮୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୫୫୮କୁ ବୃଦ୍ଧି ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୫୫ ହଜାର ୨୮୪ରେ ପହଞ୍ଚିଛି। ।  ଦେଶରେ ଏବେ ୨ ଲକ୍ଷ ୮୮ ହଜାର ୩୯୪ ଜଣ ସକ୍ରିୟ ରୋଗୀ ଥିବାବେଳେ ୧ କୋଟି ୧୧ ଲକ୍ଷ ୦୭ ହଜାର ୩୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର