ମହାରାଷ୍ଟ୍ରର ପରିବେଶ ମନ୍ତ୍ରୀ ଆଦିତ୍ୟ ଠାକରେ କରୋନା ସଂକ୍ରମିତ
ମୁମ୍ବାଇ : ଶିବସେନା ନେତା ତଥା ମହାରାଷ୍ଟ୍ରର ପରିବେଶ ମନ୍ତ୍ରୀ ଆଦିତ୍ୟ ଠାକରେ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ପରୀକ୍ଷା ରପୋର୍ଟରେ ସେ କରୋନା ସଂକ୍ରମିତ ଥିବା ସୂଚନା ଦେଇଛନ୍ତି। On having mild symptoms of COVID, I had myself tested and I am COVID positive. I request everyone who came in contact with me to […]
ମୁମ୍ବାଇ : ଶିବସେନା ନେତା ତଥା ମହାରାଷ୍ଟ୍ରର ପରିବେଶ ମନ୍ତ୍ରୀ ଆଦିତ୍ୟ ଠାକରେ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ପରୀକ୍ଷା ରପୋର୍ଟରେ ସେ କରୋନା ସଂକ୍ରମିତ ଥିବା ସୂଚନା ଦେଇଛନ୍ତି।
ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଇଣ୍ଟରନେଟ୍ ବ୍ୟବହାର କରିବା ପିଲାମାନଙ୍କ ସମେତ ପ୍ରତ୍ୟେକ ବ୍ୟକ୍ତିଙ୍କ ମୌଳିକ ଅଧିକାର
On having mild symptoms of COVID, I had myself tested and I am COVID positive. I request everyone who came in contact with me to get themselves tested.
ଆହୁରି ପଢ଼ନ୍ତୁ: ଭାରତ-ଆମେରିକା ସମ୍ପର୍କ ହେବ ଆହୁରି ସୁଦୃଢ଼: ମାର୍କୋ ରୁବିଓଙ୍କ ଗସ୍ତରେ ବାଣିଜ୍ୟ, ସୁରକ୍ଷା ଓ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱI urge everyone to realise that it is extremely important to not let your guard down. Please follow COVID protocols & stay safe
ଆହୁରି ପଢ଼ନ୍ତୁ: ଦିଲ୍ଲୀ ସ୍କୁଲରେ ଚାଞ୍ଚଲ୍ୟ: ସ୍କୁଲ ପରିସରରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର— Aaditya Thackeray (@AUThackeray) March 20, 2021
ସେହିପରି ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି । ଏଥିସହ ସରକାରଙ୍କ କରୋନା ଗାଇଡଲାଇନକୁ ମାନିବା ସହ ସୁସ୍ଥ ଓ ସୁରକ୍ଷିତ ରହିବାକୁ ପରାମର୍ଶ ଦେଇଛନ୍ତି ।






