ଚିନ୍ତା ବଢ଼ାଉଛି କରୋନା, ଦେଶରେ ୨୪ ଘଣ୍ଟାରେ ୪୩ ହଜାର ୮୪୬ ନୂଆ ଆକ୍ରାନ୍ତ, ୧୯୭ ମୃତ

The Sakala Picture
Published On

ନୂଆଦିଲ୍ଳୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ଗତ ୨୪ ଘଣ୍ଟାରେ ୪୩ ହଜାର ୮୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୯୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୭୫୫କୁ ବୃଦ୍ଧି ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୯୯ ହଜାର ୧୩୦ରେ ପହଞ୍ଚିଛି। ।  ଦେଶରେ ଏବେ ୩ ଲକ୍ଷ […]

ନୂଆଦିଲ୍ଳୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ଗତ ୨୪ ଘଣ୍ଟାରେ ୪୩ ହଜାର ୮୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୯୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୭୫୫କୁ ବୃଦ୍ଧି ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୯୯ ହଜାର ୧୩୦ରେ ପହଞ୍ଚିଛି। ।  ଦେଶରେ ଏବେ ୩ ଲକ୍ଷ ୦୯ ହଜାର ୦୮୭ ଜଣ ସକ୍ରିୟ ରୋଗୀ ଥିବାବେଳେ ୧ କୋଟି ୧୧ ଲକ୍ଷ ୩୦ ହଜାର ୨୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରଣକ୍ଷେତ୍ର ପାଲଟିଲା ୟୁପିର ଶାହଜାହାନପୁର; ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ପଥରମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ

21 Mar 2021 By The Sakala

ଚିନ୍ତା ବଢ଼ାଉଛି କରୋନା, ଦେଶରେ ୨୪ ଘଣ୍ଟାରେ ୪୩ ହଜାର ୮୪୬ ନୂଆ ଆକ୍ରାନ୍ତ, ୧୯୭ ମୃତ

ନୂଆଦିଲ୍ଳୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ଗତ ୨୪ ଘଣ୍ଟାରେ ୪୩ ହଜାର ୮୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୯୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୭୫୫କୁ ବୃଦ୍ଧି ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୯୯ ହଜାର ୧୩୦ରେ ପହଞ୍ଚିଛି। ।  ଦେଶରେ ଏବେ ୩ ଲକ୍ଷ ୦୯ ହଜାର ୦୮୭ ଜଣ ସକ୍ରିୟ ରୋଗୀ ଥିବାବେଳେ ୧ କୋଟି ୧୧ ଲକ୍ଷ ୩୦ ହଜାର ୨୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

https://www.thesakala.in/national-international/corona-update-india-3/article-868
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର