ମଣିପୁର ମୁଖ୍ଯମନ୍ତ୍ରୀ ବିରେନ ସିଂ ବିଜୟୀ

The Sakala Picture
Published On

ମଣିପୁର: ଦେଶରେ ଆଜି ୫ ଟି ରାଜ୍ୟରେ ବିଧାନସଭା ନିର୍ବାଚନର ଆଶିଂକ ଫଳାଫଳ ଆସିଛି। ଏଥିରେ ୪ ଟି ରାଜ୍ୟରେ ବିଜେପି ପୁଣିଥରେ ସରକାର ଗଠନ କରିବ ବୋଲି ଅନୁମାନ କରାଯାଉଛି । ଏହି କ୍ରମରେ ମଣିପୁରରେ ବି ବିଜେପି ଭଲ ପ୍ରଦର୍ଶନ କରିଛି। ମଣିପୁର ବିଜେପିର ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ବିରେନ ସିଂ ବିଜୟୀ ହୋଇଛନ୍ତି। ୧୮ ହଜାର ଭୋଟରେ ବିଜୟ ଲାଭ କରିଛନ୍ତି ବିରେନ ସିଂ । ବୀରେନ ସିଂହ ପୂର୍ବଥର ଭଳି ଏଥର […]

ମଣିପୁର: ଦେଶରେ ଆଜି ୫ ଟି ରାଜ୍ୟରେ ବିଧାନସଭା ନିର୍ବାଚନର ଆଶିଂକ ଫଳାଫଳ ଆସିଛି। ଏଥିରେ ୪ ଟି ରାଜ୍ୟରେ ବିଜେପି ପୁଣିଥରେ ସରକାର ଗଠନ କରିବ ବୋଲି ଅନୁମାନ କରାଯାଉଛି । ଏହି କ୍ରମରେ ମଣିପୁରରେ ବି ବିଜେପି ଭଲ ପ୍ରଦର୍ଶନ କରିଛି। ମଣିପୁର ବିଜେପିର ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ବିରେନ ସିଂ ବିଜୟୀ ହୋଇଛନ୍ତି। ୧୮ ହଜାର ଭୋଟରେ ବିଜୟ ଲାଭ କରିଛନ୍ତି ବିରେନ ସିଂ । ବୀରେନ ସିଂହ ପୂର୍ବଥର ଭଳି ଏଥର ମଧ୍ୟ ହେଙ୍ଗାଙ୍ଗ ଆସନରୁ ପ୍ରାର୍ଥୀ ହୋଇଥିଲେ। ବିରେନ ସିଂଙ୍କ ବିପକ୍ଷରେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ହୋଇଥିଲେ ପି ଶରତ ଚନ୍ଦ୍ର । ସେ ମୁଖ୍ୟମନ୍ତ୍ରୀ ବିରେନ ସିଂଙ୍କୁ କଡ଼ା ଟକ୍କର ଦେଇଥିଲେ। କିନ୍ତୁ ଶେଷରେ ପରାସ୍ତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ବୀରେନ ସିଂ ହେଙ୍ଗାଙ୍ଗ ଆସନରୁ ୧୮ ହଜାର ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛନ୍ତି । ବିଜୟଲାଭ ପରେ ବିରେନ ସିଂ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ଥାଣେ ଜିଲ୍ଲା ଭିୱାଣ୍ଡି ଖାଡ଼ି ନିକଟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ, ପୋଲିସର ତଦନ୍ତ ଜାରି

10 Mar 2022 By The Sakala

ମଣିପୁର ମୁଖ୍ଯମନ୍ତ୍ରୀ ବିରେନ ସିଂ ବିଜୟୀ

ମଣିପୁର: ଦେଶରେ ଆଜି ୫ ଟି ରାଜ୍ୟରେ ବିଧାନସଭା ନିର୍ବାଚନର ଆଶିଂକ ଫଳାଫଳ ଆସିଛି। ଏଥିରେ ୪ ଟି ରାଜ୍ୟରେ ବିଜେପି ପୁଣିଥରେ ସରକାର ଗଠନ କରିବ ବୋଲି ଅନୁମାନ କରାଯାଉଛି । ଏହି କ୍ରମରେ ମଣିପୁରରେ ବି ବିଜେପି ଭଲ ପ୍ରଦର୍ଶନ କରିଛି। ମଣିପୁର ବିଜେପିର ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ବିରେନ ସିଂ ବିଜୟୀ ହୋଇଛନ୍ତି। ୧୮ ହଜାର ଭୋଟରେ ବିଜୟ ଲାଭ କରିଛନ୍ତି ବିରେନ ସିଂ । ବୀରେନ ସିଂହ ପୂର୍ବଥର ଭଳି ଏଥର ମଧ୍ୟ ହେଙ୍ଗାଙ୍ଗ ଆସନରୁ ପ୍ରାର୍ଥୀ ହୋଇଥିଲେ। ବିରେନ ସିଂଙ୍କ ବିପକ୍ଷରେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ହୋଇଥିଲେ ପି ଶରତ ଚନ୍ଦ୍ର । ସେ ମୁଖ୍ୟମନ୍ତ୍ରୀ ବିରେନ ସିଂଙ୍କୁ କଡ଼ା ଟକ୍କର ଦେଇଥିଲେ। କିନ୍ତୁ ଶେଷରେ ପରାସ୍ତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ବୀରେନ ସିଂ ହେଙ୍ଗାଙ୍ଗ ଆସନରୁ ୧୮ ହଜାର ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛନ୍ତି । ବିଜୟଲାଭ ପରେ ବିରେନ ସିଂ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

https://www.thesakala.in/national-international/cm-n-biren-singh-wins-from-heingang-seat-by-18000-votes/article-9858
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର