ୟୁକ୍ରେନରେ ଥିବା ଭାରତୀୟ ଦୂତାବାସ ପୋଲାଣ୍ଡରୁ ହେବ ପରିଚାଳିତ

The Sakala Picture
Published On

ନୂଆଦିଲ୍ଲୀ: ରୁଷ-ୟୁକ୍ରେନ ଯୁଦ୍ଧ ତୀବ୍ର ହେବାରୁ ଏଠାରେ ଥିବା ଭାରତୀୟ ଦୂତାବାସକୁ ଅସ୍ଥାୟୀ ଭାବେ ପୋଲାଣ୍ଡକୁ ସ୍ଥାନାନ୍ତରିତ କରାଯାଇଛି । ସେଠାରେ ଏହା ପରିଚାଳିତ ହେବ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି । ପଶ୍ଚିମ ୟୁକ୍ରେନରେ ସ୍ଥିତି ଧିରେ ଧିରେ ନିୟନ୍ତ୍ରଣ ବାହାରକୁ ଯାଉଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେଦ-ରୁଷ ଯୁଦ୍ଧ ନେଇ ଉଚ୍ଚସ୍ତରୀୟ ବୈଠକର ଆୟୋଜନ କରିଥିଲେ । ଖାର୍କିଭରେ ମୃତ୍ୟୁବରଣ କରିଥିବା ନବୀନ ଶେଖରପ୍ପାଙ୍କ ଶବକୁ […]

ନୂଆଦିଲ୍ଲୀ: ରୁଷ-ୟୁକ୍ରେନ ଯୁଦ୍ଧ ତୀବ୍ର ହେବାରୁ ଏଠାରେ ଥିବା ଭାରତୀୟ ଦୂତାବାସକୁ ଅସ୍ଥାୟୀ ଭାବେ ପୋଲାଣ୍ଡକୁ ସ୍ଥାନାନ୍ତରିତ କରାଯାଇଛି । ସେଠାରେ ଏହା ପରିଚାଳିତ ହେବ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି । ପଶ୍ଚିମ ୟୁକ୍ରେନରେ ସ୍ଥିତି ଧିରେ ଧିରେ ନିୟନ୍ତ୍ରଣ ବାହାରକୁ ଯାଉଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେଦ-ରୁଷ ଯୁଦ୍ଧ ନେଇ ଉଚ୍ଚସ୍ତରୀୟ ବୈଠକର ଆୟୋଜନ କରିଥିଲେ ।

ଆହୁରି ପଢ଼ନ୍ତୁ: ତେଜସ୍ ଫାଇଟର୍ ଜେଟ୍ ଉତ୍ପାଦନକୁ ମିଳିଲା ବୁଷ୍ଟ୍, HAL କୁ ଆମେରିକାରୁ ମିଳିଲା ଆଉ ୩ଟି ନୂଆ ଇଞ୍ଜିନ୍

ଖାର୍କିଭରେ ମୃତ୍ୟୁବରଣ କରିଥିବା ନବୀନ ଶେଖରପ୍ପାଙ୍କ ଶବକୁ ଭାରତ ଆଣିବା ଯଥାସମ୍ଭବ ଉଦ୍ୟମ କରାଯିବ ବୋଲି କହିଛନ୍ତି । ଏହି ବୈଠକରେ ଅର୍ଥ ନିର୍ମଳା ସୀତରମଣ, ବୈଦେଶିକ ବ୍ୟାପର ମନ୍ତ୍ରୀ ଏସ.ଜୟଶଙ୍କର, ଏନଏସଏ ଅଜିତ ଡୋଭାଲ ସମତେ ଅନ୍ୟ ବଡ ଅଧିକାରୀମାନେ ଉପସ୍ଥିତ ଥିଲେ । ତିନି ସେନାର ପ୍ରମୁଖଙ୍କ ସହ ମଧ୍ୟ ଆଲୋଚନା ହୋଇଥିଲା ।

ଆହୁରି ପଢ଼ନ୍ତୁ: ମିଆମି ଏୟାରପୋର୍ଟରେ ଆମାଜନ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର