ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

କଂଗ୍ରେସର ଶୋଚନୀୟ ପରାଜୟ ପରେ ୫ ରାଜ୍ୟର ପିସିସି ସଭାପତିଙ୍କ ଇସ୍ତଫା ମାଗିଲେ ସୋନିଆ

The Sakala Picture
Published On

ନୂଆଦିଲ୍ଲୀ: କଂଗ୍ରେସ ଶୋଚନୀୟ ପରାଜୟ ପରେ ଦଳରେ ବ୍ୟାପକ ପରିବର୍ତ୍ତନର ସମ୍ଭାବନା ରହିଛି । ଆଜି କଂଗ୍ରେସ ସଭାନେତ୍ରୀ ସୋନିଆ ଗାନ୍ଧି ପଞ୍ଜାବ, ମଣିପୁର, ଉତ୍ତରପ୍ରଦେଶ, ଗୋଆ ଓ ଉତ୍ତରାଖଣ୍ଡର ପ୍ରଦେଶ କଂଗ୍ରେସ ସଭାପତିମାନଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ବରିଷ୍ଠ କଂଗ୍ରେସ ନେତା ତଥା ଦଳର ମୁଖପାତ୍ର ରଣଦୀପ ସୂରେଜଓ୍ବାଲା ଟ୍ବିଟ କରି ସୂଚନା ଦେଇଛନ୍ତି । ଉକ୍ତ ରାଜ୍ୟର କଂଗ୍ରେସ କମିଟିଗୁଡ଼ିକରେ ସାଂଗଠନିକ ପରିବର୍ତ୍ତନ ପୂର୍ବରୁ ଏସବୁ ସଭାପତି ମାନଙ୍କ ଇସ୍ତଫା ମଗାଯାଇଛି […]

ନୂଆଦିଲ୍ଲୀ: କଂଗ୍ରେସ ଶୋଚନୀୟ ପରାଜୟ ପରେ ଦଳରେ ବ୍ୟାପକ ପରିବର୍ତ୍ତନର ସମ୍ଭାବନା ରହିଛି । ଆଜି କଂଗ୍ରେସ ସଭାନେତ୍ରୀ ସୋନିଆ ଗାନ୍ଧି ପଞ୍ଜାବ, ମଣିପୁର, ଉତ୍ତରପ୍ରଦେଶ, ଗୋଆ ଓ ଉତ୍ତରାଖଣ୍ଡର ପ୍ରଦେଶ କଂଗ୍ରେସ ସଭାପତିମାନଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ବରିଷ୍ଠ କଂଗ୍ରେସ ନେତା ତଥା ଦଳର ମୁଖପାତ୍ର ରଣଦୀପ ସୂରେଜଓ୍ବାଲା ଟ୍ବିଟ କରି ସୂଚନା ଦେଇଛନ୍ତି । ଉକ୍ତ ରାଜ୍ୟର କଂଗ୍ରେସ କମିଟିଗୁଡ଼ିକରେ ସାଂଗଠନିକ ପରିବର୍ତ୍ତନ ପୂର୍ବରୁ ଏସବୁ ସଭାପତି ମାନଙ୍କ ଇସ୍ତଫା ମଗାଯାଇଛି ବୋଲି ସେ ସଂକେତ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆମେରିକାକୁ ବଡ଼ ଝଟକା: ଇରାନ ଯୁଦ୍ଧରେ ନଷ୍ଟ ହେଲା ୧ ବିଲିୟନ ଡଲାରର ୩୦ଟି 'ଏମକ୍ୟୁ-୯ ରିପର୍ ଡ୍ରୋନ୍'

୫ଟି ରାଜ୍ୟର ବିଧାନସଭା ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାଜୟ ବରଣ କରିଥିଲା । ଦେଶର ସବୁଠାରୁ ବଡ଼ ରାଜ୍ୟ ଉତ୍ତରପ୍ରଦେଶରେ କଂଗ୍ରେସ ମାତ୍ର ୨ଟି ଆସନ ପାଇଥିବାବେଳେ ପଞ୍ଜାବରେ ୧୮ଟି ଆସନ ପାଇଥିଲା । ସେହିପରି ଉତ୍ତରାଖଣ୍ଡରେ ଦଳ ୧୯ଟି, ଗୋଆରେ ୧୨ଟି ଓ ମଣିପୁରରେ ୫ଟି ଆସନ ପାଇଥିଲା ।

15 Mar 2022 By The Sakala

କଂଗ୍ରେସର ଶୋଚନୀୟ ପରାଜୟ ପରେ ୫ ରାଜ୍ୟର ପିସିସି ସଭାପତିଙ୍କ ଇସ୍ତଫା ମାଗିଲେ ସୋନିଆ

ନୂଆଦିଲ୍ଲୀ: କଂଗ୍ରେସ ଶୋଚନୀୟ ପରାଜୟ ପରେ ଦଳରେ ବ୍ୟାପକ ପରିବର୍ତ୍ତନର ସମ୍ଭାବନା ରହିଛି । ଆଜି କଂଗ୍ରେସ ସଭାନେତ୍ରୀ ସୋନିଆ ଗାନ୍ଧି ପଞ୍ଜାବ, ମଣିପୁର, ଉତ୍ତରପ୍ରଦେଶ, ଗୋଆ ଓ ଉତ୍ତରାଖଣ୍ଡର ପ୍ରଦେଶ କଂଗ୍ରେସ ସଭାପତିମାନଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ବରିଷ୍ଠ କଂଗ୍ରେସ ନେତା ତଥା ଦଳର ମୁଖପାତ୍ର ରଣଦୀପ ସୂରେଜଓ୍ବାଲା ଟ୍ବିଟ କରି ସୂଚନା ଦେଇଛନ୍ତି । ଉକ୍ତ ରାଜ୍ୟର କଂଗ୍ରେସ କମିଟିଗୁଡ଼ିକରେ ସାଂଗଠନିକ ପରିବର୍ତ୍ତନ ପୂର୍ବରୁ ଏସବୁ ସଭାପତି ମାନଙ୍କ ଇସ୍ତଫା ମଗାଯାଇଛି ବୋଲି ସେ ସଂକେତ ଦେଇଛନ୍ତି ।

୫ଟି ରାଜ୍ୟର ବିଧାନସଭା ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାଜୟ ବରଣ କରିଥିଲା । ଦେଶର ସବୁଠାରୁ ବଡ଼ ରାଜ୍ୟ ଉତ୍ତରପ୍ରଦେଶରେ କଂଗ୍ରେସ ମାତ୍ର ୨ଟି ଆସନ ପାଇଥିବାବେଳେ ପଞ୍ଜାବରେ ୧୮ଟି ଆସନ ପାଇଥିଲା । ସେହିପରି ଉତ୍ତରାଖଣ୍ଡରେ ଦଳ ୧୯ଟି, ଗୋଆରେ ୧୨ଟି ଓ ମଣିପୁରରେ ୫ଟି ଆସନ ପାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର