ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ବସ୍ତି, ଦିଲ୍ଲୀ ଅବକାରୀ ନୀତି ମାମଲାରେ ମିଳିଲା ଜାମିନ୍

The Sakala Picture
Published On

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ବସ୍ତି । ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଜାମିନ ମିଳିଛି । ଇଡିର ସମନ ମାମଲାରେ ରାଉଜ୍‌ ଆଭେନ୍ୟୁ କୋର୍ଟରୁ ଜାମିନ ପ୍ରଦାନ କରିଛି । ୧୫ ହଜାର ଟଙ୍କା ମୁଚାଲିକାରେ ମିଳିଛି ଏହି ଜାମିନ । ଅବକାରୀ ଦୁର୍ନୀତି ମାମଲାରେ ଆଜି ରାଉଜ୍‌ ଆଭେନ୍ୟୁ କୋର୍ଟରେ ପହଞ୍ଚିଥିଲେ କେଜ୍ରିଓ୍ବାଲ । ଯେଉଁଠାରେ ତାଙ୍କୁ ଜାମିନ ମିଳିଛି । ଦୁଇ ପକ୍ଷର ଦସ୍ତାବିଜ କୋର୍ଟରେ ଦାଖଲ କରିବାକୁ କୁହାଯାଇଥିଲା […]

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ବସ୍ତି । ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଜାମିନ ମିଳିଛି । ଇଡିର ସମନ ମାମଲାରେ ରାଉଜ୍‌ ଆଭେନ୍ୟୁ କୋର୍ଟରୁ ଜାମିନ ପ୍ରଦାନ କରିଛି । ୧୫ ହଜାର ଟଙ୍କା ମୁଚାଲିକାରେ ମିଳିଛି ଏହି ଜାମିନ । ଅବକାରୀ ଦୁର୍ନୀତି ମାମଲାରେ ଆଜି ରାଉଜ୍‌ ଆଭେନ୍ୟୁ କୋର୍ଟରେ ପହଞ୍ଚିଥିଲେ କେଜ୍ରିଓ୍ବାଲ । ଯେଉଁଠାରେ ତାଙ୍କୁ ଜାମିନ ମିଳିଛି । ଦୁଇ ପକ୍ଷର ଦସ୍ତାବିଜ କୋର୍ଟରେ ଦାଖଲ କରିବାକୁ କୁହାଯାଇଥିଲା । ଅରବିନ୍ଦ କେଜ୍ରିୱାଲଙ୍କ ଓକିଲ ରମେଶ ଗୁପ୍ତା କହିଛନ୍ତି ଇଡି ପକ୍ଷରୁ କୌଣସି ଦସ୍ତାବିଜ ଦିଆଯାଇନାହିଁ ।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

ଅବକାରୀ ଦୁର୍ନୀତି ମାମଲାରେ ପଚରାଉଚରା କରିବାକୁ ଇଡି ପକ୍ଷରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ୮ ଥର ସମନ ହୋଇଥିଲା । ହେଲେ ସମନ ଅନୁସାରେ ହାଜର ହୋଇନଥିଲେ କେଜ୍ରିଓ୍ବାଲ । ଇଡି ପକ୍ଷରୁ ଲଗାତାର ୫ ଥର ସମନ ପରେ କେଜ୍ରିଓ୍ବାଲ ହାଜର ନହେବାରୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ରାଉଜ ଆଭେନ୍ୟୁ କୋର୍ଟରେ ଅଭିଯୋଗ କରିଥିଲେ ।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର