ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ କରୋନା ପଜିଟିଭ୍

The Sakala Picture
Published On

ନୂଆଦିଲ୍ଲୀ: କରୋନାରେ ସଂକ୍ରମିତ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ । ଏ ନେଇ ସେ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି । ତାଙ୍କ ପାଖରେ କରୋନାର ସ୍ୱଳ୍ପ ଲକ୍ଷଣ ଦେଖାଦେଇଛି । ନିକଟ ଅତୀତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ୍ ଟେଷ୍ଟ କରାଇବା ସହ ଆଇସୋଲେଟ୍ ହେବାକୁ କେଜ୍ରିଓ୍ୱାଲ୍ ପରାମର୍ଶ ଦେଇଛନ୍ତି। I have tested positive for Covid. Mild symptoms. Have […]

ନୂଆଦିଲ୍ଲୀ: କରୋନାରେ ସଂକ୍ରମିତ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ । ଏ ନେଇ ସେ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି । ତାଙ୍କ ପାଖରେ କରୋନାର ସ୍ୱଳ୍ପ ଲକ୍ଷଣ ଦେଖାଦେଇଛି । ନିକଟ ଅତୀତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ୍ ଟେଷ୍ଟ କରାଇବା ସହ ଆଇସୋଲେଟ୍ ହେବାକୁ କେଜ୍ରିଓ୍ୱାଲ୍ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ପଞ୍ଜାବ ଓ ଗୋଆରେ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିଥିଲେ କେଜ୍ରିଓ୍ୱାଲ୍ । ଏସବୁ ରାଜ୍ୟର ବିଭିନ୍ନ ସ୍ଥାନରେ ଆପ୍ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଥିଲେ। ସରକାରୀ ଓ ଦଳୀୟ କାର୍ୟ୍ୟ ପାଇଁ ବାହାରକୁ ଯିବା ବେଳେ ସେ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି । କେଜ୍ରିଓ୍ୱାଲ୍ ଓମିକ୍ରନ୍ ସଂକ୍ରମିତ ହୋଇଛନ୍ତି କି ନାହିଁ ଜାଣିବା ପାଇଁ ତାଙ୍କ ନମୁନାକୁ ଜିନୋମ୍ ସିକ୍ୱେନ୍ସିଂ ପାଇଁ ପଠାଯାଇଛି ।

04 Jan 2022 By The Sakala

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ କରୋନା ପଜିଟିଭ୍

ନୂଆଦିଲ୍ଲୀ: କରୋନାରେ ସଂକ୍ରମିତ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ । ଏ ନେଇ ସେ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି । ତାଙ୍କ ପାଖରେ କରୋନାର ସ୍ୱଳ୍ପ ଲକ୍ଷଣ ଦେଖାଦେଇଛି । ନିକଟ ଅତୀତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ୍ ଟେଷ୍ଟ କରାଇବା ସହ ଆଇସୋଲେଟ୍ ହେବାକୁ କେଜ୍ରିଓ୍ୱାଲ୍ ପରାମର୍ଶ ଦେଇଛନ୍ତି।

ପଞ୍ଜାବ ଓ ଗୋଆରେ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିଥିଲେ କେଜ୍ରିଓ୍ୱାଲ୍ । ଏସବୁ ରାଜ୍ୟର ବିଭିନ୍ନ ସ୍ଥାନରେ ଆପ୍ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଥିଲେ। ସରକାରୀ ଓ ଦଳୀୟ କାର୍ୟ୍ୟ ପାଇଁ ବାହାରକୁ ଯିବା ବେଳେ ସେ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି । କେଜ୍ରିଓ୍ୱାଲ୍ ଓମିକ୍ରନ୍ ସଂକ୍ରମିତ ହୋଇଛନ୍ତି କି ନାହିଁ ଜାଣିବା ପାଇଁ ତାଙ୍କ ନମୁନାକୁ ଜିନୋମ୍ ସିକ୍ୱେନ୍ସିଂ ପାଇଁ ପଠାଯାଇଛି ।

https://www.thesakala.in/national-international/arvind-kejriwal-tests-positive-for-covid/article-8125
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର