କ୍ରୁଜ୍‌ରେ ଡ୍ରଗ୍ସ ପାର୍ଟି ମାମଲା: ଅଭିନେତା ଶାହାରୁଖ୍ ଖାନ୍‌ଙ୍କ ପୁଅ ଆର୍ଯ୍ଯନ ଖାନ୍‌ଙ୍କୁ କ୍ଲିନ୍‌ଚିଟ ଦେଲା ଏନସିବି

The Sakala Picture
Published On

ମୁମ୍ବାଇ: ମୁମ୍ବାଇ କ୍ରୁଜ୍‌ରେ ଡ୍ରଗ୍ସ ପାର୍ଟି ମାମଲାରେ ଅଭିନେତା ଶାହାରୁଖ୍ ଖାନ୍‌ଙ୍କ ପୁଅ ଆର୍ଯ୍ଯନ ଖାନ୍‌ଙ୍କୁ କ୍ଲିନ୍‌ଚିଟ୍ ମିଳିଛି। ଏନସିବି  ଏହି କ୍ଲିନ୍‌ଚିଟ୍‌ ଦେଇଛି। ଏନ୍‌ସିବି ପକ୍ଷରୁ ଦାଖଲ ଚାର୍ଜସିଟ୍‌ରେ ଆର୍ଯ୍ଯଙ୍କୁ କ୍ଲିନ୍‌ଚିଟ୍ ମିଳିଛି। ଚାର୍ଜସିଟ୍‌ରେ ଆର୍ଯ୍ଯ ଖାନ୍‌ଙ୍କ ନାଁ ନଥିବା ନେଇ ସୂଚନା ମିଳିଛି। ସୂଚନା ଅନୁଯାୟୀ, ଗତ ବର୍ଷ ଅକ୍ଟୋବରରେ ଆର୍ଯ୍ଯ ଗିରଫ ହୋଇଥିଲେ। ପରେ ତାଙ୍କୁ ଜାମିନ ମିଳିଥିଲା। ୨୮ ଦିନ ଜେଲ୍‌ରେ ରହିବା ପରେ ମୁକୁଳି ଥିଲେ କିଙ୍ଗ୍‌ ଖାନ୍‌ ଶାହରୁଖଙ୍କ […]

ମୁମ୍ବାଇ: ମୁମ୍ବାଇ କ୍ରୁଜ୍‌ରେ ଡ୍ରଗ୍ସ ପାର୍ଟି ମାମଲାରେ ଅଭିନେତା ଶାହାରୁଖ୍ ଖାନ୍‌ଙ୍କ ପୁଅ ଆର୍ଯ୍ଯନ ଖାନ୍‌ଙ୍କୁ କ୍ଲିନ୍‌ଚିଟ୍ ମିଳିଛି। ଏନସିବି  ଏହି କ୍ଲିନ୍‌ଚିଟ୍‌ ଦେଇଛି। ଏନ୍‌ସିବି ପକ୍ଷରୁ ଦାଖଲ ଚାର୍ଜସିଟ୍‌ରେ ଆର୍ଯ୍ଯଙ୍କୁ କ୍ଲିନ୍‌ଚିଟ୍ ମିଳିଛି। ଚାର୍ଜସିଟ୍‌ରେ ଆର୍ଯ୍ଯ ଖାନ୍‌ଙ୍କ ନାଁ ନଥିବା ନେଇ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ସୂଚନା ଅନୁଯାୟୀ, ଗତ ବର୍ଷ ଅକ୍ଟୋବରରେ ଆର୍ଯ୍ଯ ଗିରଫ ହୋଇଥିଲେ। ପରେ ତାଙ୍କୁ ଜାମିନ ମିଳିଥିଲା। ୨୮ ଦିନ ଜେଲ୍‌ରେ ରହିବା ପରେ ମୁକୁଳି ଥିଲେ କିଙ୍ଗ୍‌ ଖାନ୍‌ ଶାହରୁଖଙ୍କ ପୁଅ ଆର୍ଯ୍ଯନ ଖାନ୍‌।

ଆହୁରି ପଢ଼ନ୍ତୁ: ପାକିସ୍ତାନ ସୀମା ନିକଟରେ ବାୟୁସେନାର ମେଗା ସମରାଭ୍ୟାସ, ସିଜ୍ ହେଲା ଆକାଶମାର୍ଗ, ଗର୍ଜିବେ ଯୁଦ୍ଧ ବିମାନ

ଖବର ଅନୁଯାୟୀ, ମୁମ୍ବାଇରୁ ଗୋଆ ଯାତ୍ରା କରିବାକୁ ଥିବା କର୍ଡେଲିଆ କ୍ରୁଜ୍ ଏମ୍ପ୍ରେସରେ ରେଭ୍ ପାର୍ଟି ଆୟୋଜନ ହୋଇଥିଲା। ପାର୍ଟିରେ ଡ୍ରଗ୍ସ ସେବନ କରାଯାଉଥିବା ନେଇ ସୂଚନା ମିଳିବା ପରେ ଏନ୍‌ସିବି ଚଢ଼ଉ କରିଥିଲା।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର