କମାଣ୍ଡର ଜିପକୁ ଧକ୍କା ଦେଲା ପିକଅପ୍‍ ଭ୍ୟାନ, ୬ ମୃତ

The Sakala Picture
Published On

ବାଲିଆ: ଉତ୍ତରପ୍ରଦେଶର ବାଲିଆଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ଘଟିଛି। ଭାରସାମ୍ୟ ହରାଇ ପିକଅପ୍‍ ଭ୍ୟାନଟି କମାଣ୍ଡର ଜିପକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୬ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା। ଖବର ପାଇ ସ୍ଥାନୀୟ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଭୟଙ୍କର ଭୂକମ୍ପ ଝଟକାରେ ଥରିଲା ଜାପାନ: ୭.୫ ତୀବ୍ରତା ରେକର୍ଡ, ସୁନାମି ଆଲର୍ଟ ଜାରି

27 Feb 2024 By The Sakala

କମାଣ୍ଡର ଜିପକୁ ଧକ୍କା ଦେଲା ପିକଅପ୍‍ ଭ୍ୟାନ, ୬ ମୃତ

ବାଲିଆ: ଉତ୍ତରପ୍ରଦେଶର ବାଲିଆଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ଘଟିଛି। ଭାରସାମ୍ୟ ହରାଇ ପିକଅପ୍‍ ଭ୍ୟାନଟି କମାଣ୍ଡର ଜିପକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୬ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା। ଖବର ପାଇ ସ୍ଥାନୀୟ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର