ମନୋରଞ୍ଜନ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନ ଭାଇ ଆଶିମ ବାନାର୍ଜୀଙ୍କ କରୋନାରେ ମୃତ୍ୟୁ
କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନ ଭାଇ ଆଶିମ ବାନାର୍ଜୀଙ୍କ ପରଲୋକ । ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଆଜି ତାଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, କଲିକତାର ଏକ ଡାକ୍ତରଖାନାରେ ଆଶିମ ବାନାର୍ଜୀଙ୍କ ଚିକିତ୍ସା ଚାଲିଥିଲା । ଡାକ୍ତରଖାନାର ଚେୟାରମ୍ୟାନ ଡ. ଆଲୋକ ରାୟ ଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଥିଲେ । ଅନ୍ୟପଟେ ପଶ୍ଚିମବଙ୍ଗରେ ଦିନକରେ ସର୍ବାଧିକ ୨୦ ହଜାର ୮୪୬ କରୋନା ଆକ୍ରାନ୍ତ ଚିହ୍ନଟ […]
କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନ ଭାଇ ଆଶିମ ବାନାର୍ଜୀଙ୍କ ପରଲୋକ । ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଆଜି ତାଙ୍କର ମୃତ୍ୟୁ ଘଟିଛି।
ଆହୁରି ପଢ଼ନ୍ତୁ: ସାଉଦି ଆରବର କିଙ୍ଗ ଫାହଦ ବିମାନବନ୍ଦର ଉପରେ ଅତର୍କିତ ଡ୍ରୋନ୍ ଆକ୍ରମଣ: ଏକାଧିକ ବିମାନର ଗତିପଥ ପରିବର୍ତ୍ତନ
ସୂଚନା ଅନୁଯାୟୀ, କଲିକତାର ଏକ ଡାକ୍ତରଖାନାରେ ଆଶିମ ବାନାର୍ଜୀଙ୍କ ଚିକିତ୍ସା ଚାଲିଥିଲା । ଡାକ୍ତରଖାନାର ଚେୟାରମ୍ୟାନ ଡ. ଆଲୋକ ରାୟ ଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଥିଲେ ।
ଆହୁରି ପଢ଼ନ୍ତୁ: ନିର୍ବାଚନ ଆୟୋଗରେ ବଡ଼ ବିବାଦ: RTI ରିପୋର୍ଟରୁ ଖୁଲାସା ହେଲା ବରିଷ୍ଠ ଅଧିକାରୀଙ୍କ ଏକପାଖିଆ ନିଷ୍ପତ୍ତି
ଅନ୍ୟପଟେ ପଶ୍ଚିମବଙ୍ଗରେ ଦିନକରେ ସର୍ବାଧିକ ୨୦ ହଜାର ୮୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ପଶ୍ଚିମବଙ୍ଗରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୯୪ ହଜାର ୮୦୨ରେ ପହଞ୍ଚିଛି।






