ଆକ୍ସନ ମୋଡରେ ଦିଦି: ପେଗାସସ୍ ଫୋନ୍ ହ୍ୟାକିଂ ମାମଲାର ଦେଲେ ତଦନ୍ତ ନିର୍ଦ୍ଦେଶ

The Sakala Picture
Published On

କୋଲକାତା: ଦିଲ୍ଲୀ ଯିବା ପୂର୍ବରୁ ଆକ୍ସନ ମୋଡରେ ଦିଦି । ପେଗାସସ୍ ଫୋନ୍ ହ୍ୟାକିଂ ମାମଲାର ତଦନ୍ତ ନିର୍ଦ୍ଦେଶ ଦେଲେ ପଶ୍ଚିମବଙ୍ଗ ସରକାର । ଯାଞ୍ଚ ଆୟୋଗ ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କୋଲକାତା ହାଇକୋର୍ଟର ଦୁଇ ବିଚାରପତିଙ୍କ ଅଧ୍ୟକ୍ଷତାରେ ଯାଞ୍ଚ ଆୟୋଗ ଗଠନ କରାଯିବ । ରାଜ୍ୟ ମନ୍ତ୍ରୀମଣ୍ଡଳ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି । ଦେଶରେ ପେଗାସସ୍‌ଙ୍କୁ ନେଇ ବିବାଦ ଜାରି ରହିଥିବା ବେଳେ ଯାଞ୍ଚ […]

କୋଲକାତା: ଦିଲ୍ଲୀ ଯିବା ପୂର୍ବରୁ ଆକ୍ସନ ମୋଡରେ ଦିଦି । ପେଗାସସ୍ ଫୋନ୍ ହ୍ୟାକିଂ ମାମଲାର ତଦନ୍ତ ନିର୍ଦ୍ଦେଶ ଦେଲେ ପଶ୍ଚିମବଙ୍ଗ ସରକାର । ଯାଞ୍ଚ ଆୟୋଗ ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କୋଲକାତା ହାଇକୋର୍ଟର ଦୁଇ ବିଚାରପତିଙ୍କ ଅଧ୍ୟକ୍ଷତାରେ ଯାଞ୍ଚ ଆୟୋଗ ଗଠନ କରାଯିବ । ରାଜ୍ୟ ମନ୍ତ୍ରୀମଣ୍ଡଳ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି ।

ଆହୁରି ପଢ଼ନ୍ତୁ: ତେଜସ୍ ଫାଇଟର୍ ଜେଟ୍ ଉତ୍ପାଦନକୁ ମିଳିଲା ବୁଷ୍ଟ୍, HAL କୁ ଆମେରିକାରୁ ମିଳିଲା ଆଉ ୩ଟି ନୂଆ ଇଞ୍ଜିନ୍

ଦେଶରେ ପେଗାସସ୍‌ଙ୍କୁ ନେଇ ବିବାଦ ଜାରି ରହିଥିବା ବେଳେ ଯାଞ୍ଚ ପାଇଁ ଅରାଜି କେନ୍ଦ୍ର ସରକାର । ତେଣୁ ନିଜ ଆଡୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପଶ୍ଚିମବଙ୍ଗ ସରକାର । ପେଗାସସ୍ ଫୋନ୍ ହ୍ୟାକିଂ ତାଲିକାରେ ଟିଏମ୍‌ସି ନେତା ତଥା ମମତାଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ ନାମ ରହିଛି । ଯାହାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟକରିଛନ୍ତି ମମତା ବାନାର୍ଜୀ ।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର