ବିହାରର କଟିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୬ମୃତ, ୩ ଗୁରୁତର

The Sakala Picture
Published On

କଟିହାର: ବିହାରର କଟିହାରରେ କୁସ୍ରେଲା ଥାନା ଅନ୍ତର୍ଗତ ୩୧ ନମ୍ବର ରାଷ୍ଟ୍ରୀୟ ରାଜପଥରେ ମଙ୍ଗଳବାକ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଟ୍ରକ ଓ ସ୍କର୍ପିଓ ମଧ୍ୟରେ ଧକ୍କା ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ସମସ୍ତିପୁର ଜିଲାର ରୋସଡାର ବାସିନ୍ଦା ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ଦ୍ରୁତ ଗତିରେ ଆସୁଥିବା ଟ୍ରକ ଓ ସ୍କ୍ରପିଓ ମଧ୍ୟରେ ଧକ୍କା ହୋଇଥିଲା। ଫଳରେ ସ୍କର୍ପିଓରେ ଥିବା ୯ […]

କଟିହାର: ବିହାରର କଟିହାରରେ କୁସ୍ରେଲା ଥାନା ଅନ୍ତର୍ଗତ ୩୧ ନମ୍ବର ରାଷ୍ଟ୍ରୀୟ ରାଜପଥରେ ମଙ୍ଗଳବାକ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଟ୍ରକ ଓ ସ୍କର୍ପିଓ ମଧ୍ୟରେ ଧକ୍କା ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ସମସ୍ତିପୁର ଜିଲାର ରୋସଡାର ବାସିନ୍ଦା ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଘନଉଛି ଯୁଦ୍ଧ ଆଶଙ୍କା: ଆମେରିକାର ଅତ୍ୟାଧୁନିକ ଏମକ୍ୟୁ-୯ ରିପର୍ ଡ୍ରୋନ୍‌କୁ ଖସାଇଲା ଇରାନ

ସୂଚନା ଅନୁଯାୟୀ, ଦ୍ରୁତ ଗତିରେ ଆସୁଥିବା ଟ୍ରକ ଓ ସ୍କ୍ରପିଓ ମଧ୍ୟରେ ଧକ୍କା ହୋଇଥିଲା। ଫଳରେ ସ୍କର୍ପିଓରେ ଥିବା ୯ ଯାତ୍ରୀଙ୍କ ମଧ୍ୟରୁ ୬ ଜଣଙ୍କର ମୃତ୍ୟୁ ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଥିଲେ। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ପ୍ରଶାସନ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚେତାବନୀ: ଇରାନ ବିରୋଧରେ ପୁଣି ହୋଇପାରେ ସାମରିକ କାର୍ଯ୍ୟାନୁଷ୍ଠାନ

ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ କରି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଓ ଆତ୍ମୀୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସ୍କୁଲରେ ଚାଞ୍ଚଲ୍ୟ: ସ୍କୁଲ ପରିସରରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର