ଆସ୍ଥାଭୋଟରେ ଜିତିଲେ ନୀତୀଶ କୁମାର, କକ୍ଷତ୍ୟାଗ କଲେ ବିରୋଧୀ

The Sakala Picture
Published On

ପଟନା: ବିହାର ବିଧାନସଭାରେ ଅନୁଷ୍ଠିତ ଆସ୍ଥାଭୋଟରେ ବିଜୟୀ ହୋଇଛନ୍ତି ନୀତୀଶ କୁମାର । ସପକ୍ଷରେ ୧୨୯ଟି ଭୋଟ ପଡ଼ିଥିବାବେଳେ ବିରୋଧୀ ଦଳ ଆସ୍ଥାଭୋଟ ପୂର୍ବରୁ କକ୍ଷତ୍ୟାଗ କରିଥିଲେ । ଆସ୍ଥାଭୋଟ ପୂର୍ବରୁ ନୀତୀଶ କୁମାର ଗୃହରେ ଆରଜେଡିକୁ ଟାର୍ଗେଟ କରି କହିଥିଲେ ଯେ, ଆମେ ସେମାନଙ୍କୁ ସମ୍ମାନ ଦେଇଥିଲୁ ଏବଂ ଆମେ ଜାଣିବାକୁ ପାଇଲୁ ଯେ ଏହି ଲୋକମାନେ ଦୁର୍ନୀତି କରୁଥିଲେ। ବିଜେପି କେବେ ବି ଏପରି କରେନାହିଁ। ଆମେ ରାଜ୍ୟର ସ୍ୱାର୍ଥ ପାଇଁ କାମ କରିବୁ। […]

ପଟନା: ବିହାର ବିଧାନସଭାରେ ଅନୁଷ୍ଠିତ ଆସ୍ଥାଭୋଟରେ ବିଜୟୀ ହୋଇଛନ୍ତି ନୀତୀଶ କୁମାର । ସପକ୍ଷରେ ୧୨୯ଟି ଭୋଟ ପଡ଼ିଥିବାବେଳେ ବିରୋଧୀ ଦଳ ଆସ୍ଥାଭୋଟ ପୂର୍ବରୁ କକ୍ଷତ୍ୟାଗ କରିଥିଲେ ।

ଆହୁରି ପଢ଼ନ୍ତୁ: ଆମେରିକାରେ ପିଲାଙ୍କ ପାସପୋର୍ଟ ନିୟମରେ ହୋଇପାରେ ପରିବର୍ତ୍ତନ: ବାପା-ମା'ଙ୍କୁ ଦେବାକୁ ପଡ଼ିବ ନାଗରିକତ୍ୱର ପ୍ରମାଣ

ଆସ୍ଥାଭୋଟ ପୂର୍ବରୁ ନୀତୀଶ କୁମାର ଗୃହରେ ଆରଜେଡିକୁ ଟାର୍ଗେଟ କରି କହିଥିଲେ ଯେ, ଆମେ ସେମାନଙ୍କୁ ସମ୍ମାନ ଦେଇଥିଲୁ ଏବଂ ଆମେ ଜାଣିବାକୁ ପାଇଲୁ ଯେ ଏହି ଲୋକମାନେ ଦୁର୍ନୀତି କରୁଥିଲେ। ବିଜେପି କେବେ ବି ଏପରି କରେନାହିଁ। ଆମେ ରାଜ୍ୟର ସ୍ୱାର୍ଥ ପାଇଁ କାମ କରିବୁ।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

ପୂର୍ବରୁ ଗୃହରେ ଆରଜେଡି ନେତା ତେଜସ୍ୱୀ ଯାଦବ କହିଥିଲେ ଯେ- ଆମେ ଲାଲୁଜୀଙ୍କ ପୁଅ, ଆମେ ଏସବୁକୁ ଭୟ କରୁନାହୁଁ, ଆମେ ଲଢ଼େଇ କରିଥାଉ। ଗତ ୧୭ ମାସ ମଧ୍ୟରେ ହୋଇଥିବା କାମର ଶ୍ରେୟ ଆମେ କାହିଁକି ନ ନେବୁ ? ସମୟ ଆସିଲେ ତେଜସ୍ୱୀ ଫେରିବ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ମିଳିଲା ଅନୁମୋଦନ, ରଖାଗଲା ଏହି ସବୁ ସର୍ତ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର