ବାଣ କାରଖାନାରେ ବିସ୍ଫୋରଣ: ୫ ମୃତ, ୪ ଗୁରୁତର

The Sakala Picture
Published On

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ବିଜନୌର ଅଞ୍ଚଳରେ ଗୁରୁବାର ଏକ ବଡ଼ ଧରଣ ଅଘଣ ଘଟିଛି। ଏକ ବାଣ କାରଖାନାରେ ବିସ୍ଫୋରଣ ଘଟି ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ , ଆଖପାଖ ଅଞ୍ଚଳର ଲୋକେ ଭୟଭୀତ ହୋଇପଡ଼ିଥିଲେ, ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ଏହାପରେ ଘଟଣା ସ୍ଥଳରେ ଲୋକେ ଏକତ୍ରିତ ହୋଇଥିଲେ। ଖବର ପାଇ ପୁଲିସ ଘଟଣା ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ […]

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ବିଜନୌର ଅଞ୍ଚଳରେ ଗୁରୁବାର ଏକ ବଡ଼ ଧରଣ ଅଘଣ ଘଟିଛି। ଏକ ବାଣ କାରଖାନାରେ ବିସ୍ଫୋରଣ ଘଟି ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ , ଆଖପାଖ ଅଞ୍ଚଳର ଲୋକେ ଭୟଭୀତ ହୋଇପଡ଼ିଥିଲେ, ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ଏହାପରେ ଘଟଣା ସ୍ଥଳରେ ଲୋକେ ଏକତ୍ରିତ ହୋଇଥିଲେ। ଖବର ପାଇ ପୁଲିସ ଘଟଣା ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଖାର୍ଗ ଦ୍ୱୀପ ଉପରେ ଆକ୍ରମଣ: ଟ୍ରମ୍ପଙ୍କ 'ହରମୁଜ୍ ଡେଡଲାଇନ୍' ପୂର୍ବରୁ ଇରାନର 'କ୍ରାଉନ୍ ଜୁଏଲ୍' ଉପରେ ଆମେରିକାର ନୂଆ ଷ୍ଟ୍ରାଇକ୍

ସୂଚନା ଅନୁଯାୟୀ, ଜିଲ୍ଲାପାଳ ରମାକାନ୍ତ ପାଣ୍ଡେ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି। ଜିଲାପାଳ କହିଛନ୍ତି ଯେ, ଗୁରୁବାର କାରଖାନାରେ କାରିଗରମାନେ କାମ କରୁଥିଲେ। ଏହି ସମୟରେ କୌଣସି କାରଣରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲେ। ଫଳରେ କାରଖାନାରେ ଗଚ୍ଛିତ ଥିବା ବାଣଗୁଡ଼ିକ ବିସ୍ଫୋରଣ ହୋଇଥିଲା, ଯେଉଁଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ​କିପରି ନିଆଁ ଲାଗିଲା ତାହାର ତଦନ୍ତ କରାଯାଉଛି ବୋଲି ଜିଲ୍ଲାପାଳ କହିଛନ୍ତି।

ଆହୁରି ପଢ଼ନ୍ତୁ: ପଶ୍ଚିମବଙ୍ଗ ନିର୍ବାଚନ: ଭୋଟର ତାଲିକାରୁ ଲକ୍ଷ ଲକ୍ଷ ନାମ କାଟିଲା ନିର୍ବାଚନ କମିଶନ, ମମତାଙ୍କ ବଡ଼ ଅଭିଯୋଗ

08 Apr 2021 By The Sakala

ବାଣ କାରଖାନାରେ ବିସ୍ଫୋରଣ: ୫ ମୃତ, ୪ ଗୁରୁତର

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ବିଜନୌର ଅଞ୍ଚଳରେ ଗୁରୁବାର ଏକ ବଡ଼ ଧରଣ ଅଘଣ ଘଟିଛି। ଏକ ବାଣ କାରଖାନାରେ ବିସ୍ଫୋରଣ ଘଟି ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ , ଆଖପାଖ ଅଞ୍ଚଳର ଲୋକେ ଭୟଭୀତ ହୋଇପଡ଼ିଥିଲେ, ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ଏହାପରେ ଘଟଣା ସ୍ଥଳରେ ଲୋକେ ଏକତ୍ରିତ ହୋଇଥିଲେ। ଖବର ପାଇ ପୁଲିସ ଘଟଣା ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁଯାୟୀ, ଜିଲ୍ଲାପାଳ ରମାକାନ୍ତ ପାଣ୍ଡେ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି। ଜିଲାପାଳ କହିଛନ୍ତି ଯେ, ଗୁରୁବାର କାରଖାନାରେ କାରିଗରମାନେ କାମ କରୁଥିଲେ। ଏହି ସମୟରେ କୌଣସି କାରଣରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲେ। ଫଳରେ କାରଖାନାରେ ଗଚ୍ଛିତ ଥିବା ବାଣଗୁଡ଼ିକ ବିସ୍ଫୋରଣ ହୋଇଥିଲା, ଯେଉଁଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ​କିପରି ନିଆଁ ଲାଗିଲା ତାହାର ତଦନ୍ତ କରାଯାଉଛି ବୋଲି ଜିଲ୍ଲାପାଳ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର