ଗୋଟିଏ ଘରୁ ବାପାମାଆଙ୍କ ସମେତ ୩ ଶିଶୁଙ୍କ ମୃତଦେହ ଉଦ୍ଧାର

The Sakala Picture
Published On

ଭୋପାଳ: ମଧ୍ୟପ୍ରଦେଶରେ ଚାଞ୍ଚଲ୍ୟ । ଗୋଟିଏ ଘରୁ ୫ ଜଣଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମଧ୍ୟପ୍ରଦେଶ ଅଲ୍ଲିରାଜପୁର ରାଉଡ଼ି ଗାଁରେ ଘଟିଛି ଅଭାବନୀୟ ଘଟଣା । ଗୋଟିଏ ପରିବାରର ୫ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତକ ବାପାମାଆଙ୍କ ସମେତ ୩ ନାବାଳକ ପିଲା। ମୃତକ ହେଲେ ସ୍ବାମୀ ରାକେଶ ଦୋଦ୍ବା, ସ୍ତ୍ରୀ ଲଳିତା ଦୋଦ୍ବା ଏବଂ ୯ ବର୍ଷୀୟା ଝିଅ ଲକ୍ଷ୍ମୀ, ୭ ବର୍ଷୀୟ ପୁଅ ପ୍ରକାଶ ଓ ୫ ବର୍ଷୀୟ […]

ଭୋପାଳ: ମଧ୍ୟପ୍ରଦେଶରେ ଚାଞ୍ଚଲ୍ୟ । ଗୋଟିଏ ଘରୁ ୫ ଜଣଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମଧ୍ୟପ୍ରଦେଶ ଅଲ୍ଲିରାଜପୁର ରାଉଡ଼ି ଗାଁରେ ଘଟିଛି ଅଭାବନୀୟ ଘଟଣା । ଗୋଟିଏ ପରିବାରର ୫ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତକ ବାପାମାଆଙ୍କ ସମେତ ୩ ନାବାଳକ ପିଲା। ମୃତକ ହେଲେ ସ୍ବାମୀ ରାକେଶ ଦୋଦ୍ବା, ସ୍ତ୍ରୀ ଲଳିତା ଦୋଦ୍ବା ଏବଂ ୯ ବର୍ଷୀୟା ଝିଅ ଲକ୍ଷ୍ମୀ, ୭ ବର୍ଷୀୟ ପୁଅ ପ୍ରକାଶ ଓ ୫ ବର୍ଷୀୟ ଅକ୍ଷୟ ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରଦେଶ ରେୱାରେ ପୂର୍ବତନ ଜିଲ୍ଲା ଉପାଧ୍ୟକ୍ଷଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ, ଯୁବତୀଙ୍କ ସହ ଆପତ୍ତିଜନକ ଅବସ୍ଥାରେ ନେତା

ଗତକାଲି ସକାଳେ ରାକେଶଙ୍କର ଜଣେ ସମ୍ପର୍କୀୟ ଘରକୁ ଆସିଥିବାବେଳେ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ । ପରେ ସେ ଗାଁ ଲୋକେ ପୁଲିସକୁ ଖବର ଦେଇଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା । ମୃତ ରାକେଶର ପରିବାରର ଆର୍ଥିକ ଅବସ୍ଥା କେମିତି ଥିଲା ଓ ଅନ୍ୟାନ୍ୟ ଦିଗ ସମ୍ପର୍କରେ ପୋଲିସ ତଦନ୍ତ କରୁଛି । ଏହା ଆତ୍ମହତ୍ୟା ନା ହତ୍ୟା ସେନେଇ ସ୍ପଷ୍ଟ ହୋଇନଥିବାବେଳେ ସମ୍ପର୍କୀୟ ଓ ପଡ଼ୋଶୀଙ୍କୁ ପୁଲିସ ପଚରାଉଚରା କରୁଛି ।

ଆହୁରି ପଢ଼ନ୍ତୁ: ଟ୍ରମ୍ପଙ୍କ 'ନର୍କକୁଣ୍ଡ' ମନ୍ତବ୍ୟ ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ପ୍ରତିକ୍ରିୟା: କହିଲେ, 'ଆମେ ରିପୋର୍ଟ ଦେଖିଛୁ'

02 Jul 2024 By The Sakala

ଗୋଟିଏ ଘରୁ ବାପାମାଆଙ୍କ ସମେତ ୩ ଶିଶୁଙ୍କ ମୃତଦେହ ଉଦ୍ଧାର

ଭୋପାଳ: ମଧ୍ୟପ୍ରଦେଶରେ ଚାଞ୍ଚଲ୍ୟ । ଗୋଟିଏ ଘରୁ ୫ ଜଣଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମଧ୍ୟପ୍ରଦେଶ ଅଲ୍ଲିରାଜପୁର ରାଉଡ଼ି ଗାଁରେ ଘଟିଛି ଅଭାବନୀୟ ଘଟଣା । ଗୋଟିଏ ପରିବାରର ୫ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତକ ବାପାମାଆଙ୍କ ସମେତ ୩ ନାବାଳକ ପିଲା। ମୃତକ ହେଲେ ସ୍ବାମୀ ରାକେଶ ଦୋଦ୍ବା, ସ୍ତ୍ରୀ ଲଳିତା ଦୋଦ୍ବା ଏବଂ ୯ ବର୍ଷୀୟା ଝିଅ ଲକ୍ଷ୍ମୀ, ୭ ବର୍ଷୀୟ ପୁଅ ପ୍ରକାଶ ଓ ୫ ବର୍ଷୀୟ ଅକ୍ଷୟ ।

ଗତକାଲି ସକାଳେ ରାକେଶଙ୍କର ଜଣେ ସମ୍ପର୍କୀୟ ଘରକୁ ଆସିଥିବାବେଳେ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ । ପରେ ସେ ଗାଁ ଲୋକେ ପୁଲିସକୁ ଖବର ଦେଇଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା । ମୃତ ରାକେଶର ପରିବାରର ଆର୍ଥିକ ଅବସ୍ଥା କେମିତି ଥିଲା ଓ ଅନ୍ୟାନ୍ୟ ଦିଗ ସମ୍ପର୍କରେ ପୋଲିସ ତଦନ୍ତ କରୁଛି । ଏହା ଆତ୍ମହତ୍ୟା ନା ହତ୍ୟା ସେନେଇ ସ୍ପଷ୍ଟ ହୋଇନଥିବାବେଳେ ସମ୍ପର୍କୀୟ ଓ ପଡ଼ୋଶୀଙ୍କୁ ପୁଲିସ ପଚରାଉଚରା କରୁଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର