ପାକିସ୍ତାନର ପେଶାଓ୍ବରରେ ନମାଜ ବେଳେ ଭୟଙ୍କର ବୋମା ବିସ୍ଫୋରଣ: ୩୦ ମୃତ, ୫୦ ଆହତ

The Sakala Picture
Published On

ପେଶାଓ୍ବର: ଶୁକ୍ରବାର ପାକିସ୍ତାନର ପେଶାୱାରରେ ଥିବା ଏକ ମସଜିଦ୍‌ରେ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି । ଏହି ଆତ୍ମଘାତୀ ବିସ୍ଫୋରଣରେ ୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ ଜଣରୁ ଅଧିକ ଆହତ ହୋଇଥିବା ନେଇ ସୂଚନା ମିଳିଛି । ମସଜିଦ୍‌ରେ ସମୂହ ନମାଜ ପାଠ ଚାଲିଥିବା ବେଳେ ହଠାତ ଏହି ବିସ୍ଫୋରଣ ହୋଇଛି । ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ସଙ୍କଟପନ୍ନ ରହିଛି। ତେଣୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି। ଆହତଙ୍କୁ ପେଶାଓ୍ବର […]

ପେଶାଓ୍ବର: ଶୁକ୍ରବାର ପାକିସ୍ତାନର ପେଶାୱାରରେ ଥିବା ଏକ ମସଜିଦ୍‌ରେ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି । ଏହି ଆତ୍ମଘାତୀ ବିସ୍ଫୋରଣରେ ୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ ଜଣରୁ ଅଧିକ ଆହତ ହୋଇଥିବା ନେଇ ସୂଚନା ମିଳିଛି । ମସଜିଦ୍‌ରେ ସମୂହ ନମାଜ ପାଠ ଚାଲିଥିବା ବେଳେ ହଠାତ ଏହି ବିସ୍ଫୋରଣ ହୋଇଛି । ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ସଙ୍କଟପନ୍ନ ରହିଛି। ତେଣୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି। ଆହତଙ୍କୁ ପେଶାଓ୍ବର ଲେଡି ରିଡିଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିନ୍ତୁ ଏହା ପଛରେ କାହାର ହାତ ରହିଛି ଏଯାବତ ସ୍ପଷ୍ଟ ହୋଇନାହିଁ ।

ଆହୁରି ପଢ଼ନ୍ତୁ: ତ୍ରିପୁରା ଡିଜିପି ଅନୁରାଗ ଧନଖରଙ୍କ ସନ୍ଦେହଜନକ ମୃତ୍ୟୁ: ପୋଲିସ ମୁଖ୍ୟାଳୟ ବାଥରୁମରୁ ମୃତଦେହ ଉଦ୍ଧାର

ଘଟଣାସ୍ଥଳରେ ସୁରକ୍ଷାକର୍ମୀମାନେ ପହଞ୍ଚି ପୂରା ଅଞ୍ଚଳକୁ ଘେରାଉ କରି ସର୍ଚ୍ଚ ଅପରେସନ କରୁଛନ୍ତି। ଆତ୍ମଘାତୀ କିମ୍ବା ପୂର୍ବରୁ ଖଞ୍ଜା ଯାଇଥିବା ବୋମା ଯୋଗୁ ବିସ୍ଫୋରଣ ଘଟିଥାଏ ପାରେ ବୋଲି ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଛି।

ଆହୁରି ପଢ଼ନ୍ତୁ: ସିଜେପି ପ୍ରଦର୍ଶନକାରୀଙ୍କ ଉପରେ ପୁଲିସ କାର୍ଯ୍ୟାନୁଷ୍ଠାନ ମାମଲା: ଭୁଲ ଖବର ପ୍ରସାରଣକୁ ନେଇ କ୍ଷୁବ୍ଧ ହେଲେ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

04 Mar 2022 By The Sakala

ପାକିସ୍ତାନର ପେଶାଓ୍ବରରେ ନମାଜ ବେଳେ ଭୟଙ୍କର ବୋମା ବିସ୍ଫୋରଣ: ୩୦ ମୃତ, ୫୦ ଆହତ

ପେଶାଓ୍ବର: ଶୁକ୍ରବାର ପାକିସ୍ତାନର ପେଶାୱାରରେ ଥିବା ଏକ ମସଜିଦ୍‌ରେ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି । ଏହି ଆତ୍ମଘାତୀ ବିସ୍ଫୋରଣରେ ୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ ଜଣରୁ ଅଧିକ ଆହତ ହୋଇଥିବା ନେଇ ସୂଚନା ମିଳିଛି । ମସଜିଦ୍‌ରେ ସମୂହ ନମାଜ ପାଠ ଚାଲିଥିବା ବେଳେ ହଠାତ ଏହି ବିସ୍ଫୋରଣ ହୋଇଛି । ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ସଙ୍କଟପନ୍ନ ରହିଛି। ତେଣୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି। ଆହତଙ୍କୁ ପେଶାଓ୍ବର ଲେଡି ରିଡିଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିନ୍ତୁ ଏହା ପଛରେ କାହାର ହାତ ରହିଛି ଏଯାବତ ସ୍ପଷ୍ଟ ହୋଇନାହିଁ ।

ଘଟଣାସ୍ଥଳରେ ସୁରକ୍ଷାକର୍ମୀମାନେ ପହଞ୍ଚି ପୂରା ଅଞ୍ଚଳକୁ ଘେରାଉ କରି ସର୍ଚ୍ଚ ଅପରେସନ କରୁଛନ୍ତି। ଆତ୍ମଘାତୀ କିମ୍ବା ପୂର୍ବରୁ ଖଞ୍ଜା ଯାଇଥିବା ବୋମା ଯୋଗୁ ବିସ୍ଫୋରଣ ଘଟିଥାଏ ପାରେ ବୋଲି ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର