ପାକିସ୍ତାନରୁ ଆସିଲା ଧମକପୂର୍ଣ୍ଣ ମେଲ୍, ନରେନ୍ଦ୍ର ମୋଦୀ ଷ୍ଟାଡିୟମକୁ ବୋମାରେ ଉଡ଼ାଇ ଦେବାକୁ ଧମକ…

The Sakala Picture
Published On

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଜଗତର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ମଧ୍ୟରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ ( IPL ) ଅନ୍ୟତନ। ଆଇପିଏଲ -୨୦୨୫ ବର୍ତ୍ତମାନ ଜାରି ରହିଛି। ଏହାରି ମଧ୍ଯରେ ଏକ ଧମକ ପୂର୍ଣ୍ଣ ମେଲ ମିଳିଛି। ଖବର ଅନୁଯାୟୀ, ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଅନେକ ଆଇପିଏଲ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍ ମଧ୍ୟରେ ଗୁଜରାଟ କ୍ରିକେଟ୍ ଆସୋସିଏସନ୍ (GCA) କୁ ଏକ ଧମକପୂର୍ଣ୍ଣ ମେଲ୍ ମିଳିଛି। ଏହି ମେଲରେ ନରେନ୍ଦ୍ର ମୋଦୀ ଷ୍ଟାଡିୟମକୁ ବୋମାରେ […]

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଜଗତର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ମଧ୍ୟରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ ( IPL ) ଅନ୍ୟତନ। ଆଇପିଏଲ -୨୦୨୫ ବର୍ତ୍ତମାନ ଜାରି ରହିଛି। ଏହାରି ମଧ୍ଯରେ ଏକ ଧମକ ପୂର୍ଣ୍ଣ ମେଲ ମିଳିଛି।

ଆହୁରି ପଢ଼ନ୍ତୁ: ଭାରତ-ଆମେରିକା ସମ୍ପର୍କ ହେବ ଆହୁରି ସୁଦୃଢ଼: ମାର୍କୋ ରୁବିଓଙ୍କ ଗସ୍ତରେ ବାଣିଜ୍ୟ, ସୁରକ୍ଷା ଓ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ

ଖବର ଅନୁଯାୟୀ, ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଅନେକ ଆଇପିଏଲ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍ ମଧ୍ୟରେ ଗୁଜରାଟ କ୍ରିକେଟ୍ ଆସୋସିଏସନ୍ (GCA) କୁ ଏକ ଧମକପୂର୍ଣ୍ଣ ମେଲ୍ ମିଳିଛି। ଏହି ମେଲରେ ନରେନ୍ଦ୍ର ମୋଦୀ ଷ୍ଟାଡିୟମକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦିଆଯାଇଛି। ଏହି ଇମେଲରେ ଲେଖାଯାଇଛି, ‘ଆମେ ତୁମର ଷ୍ଟାଡିୟମକୁ ଉଡ଼ାଇ ଦେବୁ’। ଏହି ଇମେଲ୍ ପାକିସ୍ତାନ ନାମରେ GCA ପାଖକୁ ଆସିଥିବା ଜଣାପଡ଼ିଛ।

ଆହୁରି ପଢ଼ନ୍ତୁ: ପାକିସ୍ତାନରେ କ୍ଷମତା ଯୁଦ୍ଧ: ଇମ୍ରାନ ବନାମ ସରକାରଙ୍କ ଲଢ଼େଇରେ ଭୁସୁଡ଼ୁଛି ଦେଶର ଅର୍ଥନୀତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର