ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ

The Sakala Picture
Published On

ନୂଆଦିଲ୍ଲୀ: ଆସନ୍ତା ୩୧ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ଏ ନେଇ ଆଜି ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ  ପାଇଛି। ଫେବୃଆରୀ ୧ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୮ ତାରିଖ ଯାଏ ଏହି  ଅଧିବେଶନ ଚାଲିବ । ପ୍ରଥମ ଦିନ ଜାନୁଆରୀ ୩୧ ତାରିଖରେ ପାର୍ଲାମେଣ୍ଟର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି । ସୂଚନା ଅନୁଯାୟୀ, ଚଳିତ ଥର ବଜେଟ ଅଧିବେଶନକୁ ୨ ଭାଗରେ ବିଭକ୍ତ […]

ନୂଆଦିଲ୍ଲୀ: ଆସନ୍ତା ୩୧ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ଏ ନେଇ ଆଜି ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ  ପାଇଛି। ଫେବୃଆରୀ ୧ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୮ ତାରିଖ ଯାଏ ଏହି  ଅଧିବେଶନ ଚାଲିବ । ପ୍ରଥମ ଦିନ ଜାନୁଆରୀ ୩୧ ତାରିଖରେ ପାର୍ଲାମେଣ୍ଟର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ।

ଆହୁରି ପଢ଼ନ୍ତୁ: ଗୋଟିଏ ମଣ୍ଡପ, ଜଣେ କନ୍ୟା ଆଉ ଦୁଇ ଜଣ ବର! ଏହି ନିଆରା ବିବାହର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ

ସୂଚନା ଅନୁଯାୟୀ, ଚଳିତ ଥର ବଜେଟ ଅଧିବେଶନକୁ ୨ ଭାଗରେ ବିଭକ୍ତ କରାଯାଇଛି। ପ୍ରଥମ ଅଧିବେଶନ ୩୧ ଜାନୁଆରୀରୁ ୧୧ ଫେବୃଆରୀ ଯାଏ ଚାଲିବ। ଫେବୃଆରୀ ୧୨ରୁ ଏକ ମାସର ଛୁଟି ରହିବ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୪ ରୁ ଆରମ୍ଭ ହୋଇ  ଏପ୍ରିଲ ୮ ପର୍ଯ୍ୟନ୍ତ ଚାଲିବ । ଫେବୃଆରୀ ୧ ତାରିଖ ପୂର୍ବାହ୍ନ ୧୧ଟାରେ ସଂସଦରେ ବଜେଟ ଉପସ୍ଥାପନ କରିବେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । ଲଗାତର ୪ର୍ଥ ବର୍ଷ ପାଇଁ ସଂସଦରେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି ନିର୍ମଳା ସୀତାରମଣ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ସୂଚନା ଅନୁଯାୟୀ, ଏବେ ସଂସଦର ଉଭୟ ଗୃହର ପ୍ରାୟ ୭ଶହରୁ ଉର୍ଦ୍ଧ୍ବ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଗତ ଦୁଇ ସପ୍ତାହ ମଧ୍ୟରେ ସଂକ୍ରମିତ ହୋଇଥିଲେ । ଜାନୁଆରୀ ୯  ପର୍ଯ୍ୟନ୍ତ  ପ୍ରାୟ ୪୦୦ କର୍ମଚାରୀ କରୋନା ସଂକ୍ରମିତ ହୋଇଥିଲେ ।  କିନ୍ତୁ ବୁଧବାର ଦିନ ଏହି ସଂଖ୍ୟା ୭୦୦ ଅତିକ୍ରମ କରିଥିଲା ​​। କେବଳ ଗତ ତିନି ଦିନ ମଧ୍ୟରେ ଏହି ସଂଖ୍ୟାରେ ପ୍ରାୟ ୩ ପ୍ରତିଶତ ବୃଦ୍ଧି ଘଟିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

14 Jan 2022 By The Sakala

ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ: ଆସନ୍ତା ୩୧ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ଏ ନେଇ ଆଜି ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ  ପାଇଛି। ଫେବୃଆରୀ ୧ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୮ ତାରିଖ ଯାଏ ଏହି  ଅଧିବେଶନ ଚାଲିବ । ପ୍ରଥମ ଦିନ ଜାନୁଆରୀ ୩୧ ତାରିଖରେ ପାର୍ଲାମେଣ୍ଟର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ।

ସୂଚନା ଅନୁଯାୟୀ, ଚଳିତ ଥର ବଜେଟ ଅଧିବେଶନକୁ ୨ ଭାଗରେ ବିଭକ୍ତ କରାଯାଇଛି। ପ୍ରଥମ ଅଧିବେଶନ ୩୧ ଜାନୁଆରୀରୁ ୧୧ ଫେବୃଆରୀ ଯାଏ ଚାଲିବ। ଫେବୃଆରୀ ୧୨ରୁ ଏକ ମାସର ଛୁଟି ରହିବ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୪ ରୁ ଆରମ୍ଭ ହୋଇ  ଏପ୍ରିଲ ୮ ପର୍ଯ୍ୟନ୍ତ ଚାଲିବ । ଫେବୃଆରୀ ୧ ତାରିଖ ପୂର୍ବାହ୍ନ ୧୧ଟାରେ ସଂସଦରେ ବଜେଟ ଉପସ୍ଥାପନ କରିବେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । ଲଗାତର ୪ର୍ଥ ବର୍ଷ ପାଇଁ ସଂସଦରେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି ନିର୍ମଳା ସୀତାରମଣ।

ସୂଚନା ଅନୁଯାୟୀ, ଏବେ ସଂସଦର ଉଭୟ ଗୃହର ପ୍ରାୟ ୭ଶହରୁ ଉର୍ଦ୍ଧ୍ବ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଗତ ଦୁଇ ସପ୍ତାହ ମଧ୍ୟରେ ସଂକ୍ରମିତ ହୋଇଥିଲେ । ଜାନୁଆରୀ ୯  ପର୍ଯ୍ୟନ୍ତ  ପ୍ରାୟ ୪୦୦ କର୍ମଚାରୀ କରୋନା ସଂକ୍ରମିତ ହୋଇଥିଲେ ।  କିନ୍ତୁ ବୁଧବାର ଦିନ ଏହି ସଂଖ୍ୟା ୭୦୦ ଅତିକ୍ରମ କରିଥିଲା ​​। କେବଳ ଗତ ତିନି ଦିନ ମଧ୍ୟରେ ଏହି ସଂଖ୍ୟାରେ ପ୍ରାୟ ୩ ପ୍ରତିଶତ ବୃଦ୍ଧି ଘଟିଛି।

https://www.thesakala.in/national-international/budget-session-of-parliament-session-will-start-from-31-january/article-8422
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର