ଉତ୍ତମ ଚିନ୍ତାଧାରା ନେଇ ଚଳିତ ଅଧିବେଶନରେ ଆଲୋଚନା କରନ୍ତୁ, ଯାହାକି ଦେଶର ପ୍ରଗତିରେ ସହାୟକ ହେବ- ପ୍ରଧାନମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେଉଛି ପାର୍ଲାମେଣ୍ଟର ବଜେଟ୍ ଅଧିବେଶନ । ଏଥିପାଇଁ ସମସ୍ତ ସାଂସଦଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବଜେଟ୍ ଅଧିବେଶନ ପୂର୍ବରୁ ସେ ତାପୂର୍ବରୁ ଗଣମାଧ୍ୟମ ସହ କଥା ହେବା ବେଳେ ସମସ୍ତଙ୍କୁ ସ୍ୱାଗତ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ସବୁ ସାଂସଦ, ରାଜନୈତିକ ଦଳ ଉତ୍ତମ ଚିନ୍ତାଧାରା ନେଇ ଚଳିତ ଅଧିବେଶନରେ ଆଲୋଚନା କରନ୍ତୁ । ଯାହାକି ଦେଶର ପ୍ରଗତିରେ ସହାୟକ ହେବ । ପ୍ରଧାନମନ୍ତ୍ରୀ କହିଛନ୍ତି, ବଜେଟ୍ ଅଧିବେଶନ […]

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେଉଛି ପାର୍ଲାମେଣ୍ଟର ବଜେଟ୍ ଅଧିବେଶନ । ଏଥିପାଇଁ ସମସ୍ତ ସାଂସଦଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବଜେଟ୍ ଅଧିବେଶନ ପୂର୍ବରୁ ସେ ତାପୂର୍ବରୁ ଗଣମାଧ୍ୟମ ସହ କଥା ହେବା ବେଳେ ସମସ୍ତଙ୍କୁ ସ୍ୱାଗତ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ସବୁ ସାଂସଦ, ରାଜନୈତିକ ଦଳ ଉତ୍ତମ ଚିନ୍ତାଧାରା ନେଇ ଚଳିତ ଅଧିବେଶନରେ ଆଲୋଚନା କରନ୍ତୁ । ଯାହାକି ଦେଶର ପ୍ରଗତିରେ ସହାୟକ ହେବ ।

ଆହୁରି ପଢ଼ନ୍ତୁ: ନୂଆଦିଲ୍ଲୀରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ: ପୁଟିନଙ୍କ ସମେତ ଏକାଧିକ ରାଷ୍ଟ୍ରମୁଖ୍ୟ ସାମିଲ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ପ୍ରଧାନମନ୍ତ୍ରୀ କହିଛନ୍ତି, ବଜେଟ୍ ଅଧିବେଶନ ଉପରେ ନିର୍ବାଚନର କୌଣସି ପ୍ରଭାବ ପଡ଼ିବା ଉଚିତ ନୁହେଁ । ବର୍ତ୍ତମାନ ସାରା ବିଶ୍ୱରେ ଭାରତ ପାଇଁ ଅନେକ ସମ୍ଭବାନା ରହିଛି । ଚଳିତ ବଜେଟ୍ ଅଧିବେଶନ ଦେଶର ଆର୍ଥିକ ପ୍ରଗତି, ଟିକାକରଣ କାର୍ୟ୍ୟକ୍ରମ, ମେଡ୍ ଇନ୍ ଇଣ୍ଡିଆ ଭ୍ୟାକସିନ୍ ବାବଦରେ ସାରା ବିଶ୍ୱରେ ଏକ ବିଶ୍ୱାସ ସୃଷ୍ଟି କରିବ ।

ଆହୁରି ପଢ଼ନ୍ତୁ: କୋହ୍ଲାପୁର ଫେରିବ ପ୍ରିୟ ହାତୀ ମାଧୁରୀ ଓରଫ ମହାଦେବୀ; ଭନତାରା କହିଲା 'ସୁସ୍ଥତା ଆମର ପ୍ରଥମ ପ୍ରାଥମିକତା'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର