ଅଧାରେ ରହିଗଲା ବୈଷ୍ଣୋ ଦେବୀଙ୍କ ଦର୍ଶନ: ଖାଇକୁ ଖସିଲା ଯାତ୍ରୀବାହୀ ବସ୍; ୧୦ ମୃତ, ୩୦ ଉର୍ଦ୍ଧ୍ୱ ଆହତ

The Sakala Picture
Published On

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୈଷ୍ଣୋ ଦେବୀଙ୍କ ଦର୍ଶନ ପାଇଁ ଯିବାବେଳେ ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣାରେ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ଜଣ ଆହତ ହୋଇଥିବା ଜଣାପଡିଛି । ଜାତୀୟ ରାଜପଥ- ୪୪ରେ ଭାରସାମ୍ୟ ହରାଇ ବସଟି ପୋଲ ଉପରୁ ତଳକୁ ଖସିପଡିଛି । ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବସରେ ମୋଟ ୭୫ […]

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୈଷ୍ଣୋ ଦେବୀଙ୍କ ଦର୍ଶନ ପାଇଁ ଯିବାବେଳେ ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣାରେ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ଜଣ ଆହତ ହୋଇଥିବା ଜଣାପଡିଛି । ଜାତୀୟ ରାଜପଥ- ୪୪ରେ ଭାରସାମ୍ୟ ହରାଇ ବସଟି ପୋଲ ଉପରୁ ତଳକୁ ଖସିପଡିଛି । ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବସରେ ମୋଟ ୭୫ ଜଣ ଯାତ୍ରୀ ଥିଲେ । ଏବେବି ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ବସ୍‌ଟି ଶ୍ରଦ୍ଧାଳୁଙ୍କୁ ଧରି ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି।

ଆହୁରି ପଢ଼ନ୍ତୁ: ଗୋରଖପୁରରେ ନୃଶଂସ କାଣ୍ଡ: କୁରାଢ଼ିରେ ସ୍ତ୍ରୀକୁ ହାଣି ହତ୍ୟା କଲା ସ୍ୱାମୀ, ପୁଅକୁ ମାରିବାକୁ ଗୋଡ଼ାଇ ନିଜେ ପୋଲିସକୁ କଲା ଫୋନ୍

30 May 2023 By The Sakala

ଅଧାରେ ରହିଗଲା ବୈଷ୍ଣୋ ଦେବୀଙ୍କ ଦର୍ଶନ: ଖାଇକୁ ଖସିଲା ଯାତ୍ରୀବାହୀ ବସ୍; ୧୦ ମୃତ, ୩୦ ଉର୍ଦ୍ଧ୍ୱ ଆହତ

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୈଷ୍ଣୋ ଦେବୀଙ୍କ ଦର୍ଶନ ପାଇଁ ଯିବାବେଳେ ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣାରେ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ଜଣ ଆହତ ହୋଇଥିବା ଜଣାପଡିଛି । ଜାତୀୟ ରାଜପଥ- ୪୪ରେ ଭାରସାମ୍ୟ ହରାଇ ବସଟି ପୋଲ ଉପରୁ ତଳକୁ ଖସିପଡିଛି । ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବସରେ ମୋଟ ୭୫ ଜଣ ଯାତ୍ରୀ ଥିଲେ । ଏବେବି ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ବସ୍‌ଟି ଶ୍ରଦ୍ଧାଳୁଙ୍କୁ ଧରି ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି।

https://www.thesakala.in/national-international/bus-accident-in-jammu-10-tourists-died/article-22116
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର