କେନ୍ଦ୍ର କର୍ମଚାରୀଙ୍କୁ ପାର୍ବଣ ଭେଟି, ବଢ଼ିଲା ୪ ପ୍ରତିଶତ ମହଙ୍ଗା ଭତ୍ତା

The Sakala Picture
Published On

ନୂଆଦିଲ୍ଲୀ: କେନ୍ଦ୍ରର ସରକାରୀ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପାର୍ବଣ ଭେଟି । ୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା । ପୂର୍ବରୁ ମିଳୁଥିବା ୪୨ ପ୍ରତିଶତ ଡିଏ ଏବେ ୪୬ ପ୍ରତିଶତ ହେବ । କିଛି ଦିନ ଧରି ଏହି ୪ ପ୍ରତିଶତ ବୃଦ୍ଧି ନେଇ ଆଲୋଚନା ଚାଲିଥିଲା । ଏବେ ଏନେଇ ବିଧିବଦ୍ଧ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହା ଦ୍ୱାରା ଦେଶର ଲକ୍ଷାଧିକ କେନ୍ଦ୍ରୀୟ କର୍ମଚାରୀ ଓ ପେନସନଧାରୀ ଉପକୃତ ହେବ । […]

ନୂଆଦିଲ୍ଲୀ: କେନ୍ଦ୍ରର ସରକାରୀ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପାର୍ବଣ ଭେଟି । ୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା । ପୂର୍ବରୁ ମିଳୁଥିବା ୪୨ ପ୍ରତିଶତ ଡିଏ ଏବେ ୪୬ ପ୍ରତିଶତ ହେବ । କିଛି ଦିନ ଧରି ଏହି ୪ ପ୍ରତିଶତ ବୃଦ୍ଧି ନେଇ ଆଲୋଚନା ଚାଲିଥିଲା । ଏବେ ଏନେଇ ବିଧିବଦ୍ଧ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହା ଦ୍ୱାରା ଦେଶର ଲକ୍ଷାଧିକ କେନ୍ଦ୍ରୀୟ କର୍ମଚାରୀ ଓ ପେନସନଧାରୀ ଉପକୃତ ହେବ । ସେମାନଙ୍କ ଦରମାରେ ବୃଦ୍ଧି ପରିଲକ୍ଷିତ ହେବ । ଗତ ଜୁଲାଇ ୧ ତାରିଖରୁ ଏହା ଲାଗୁ ହେବା ନେଇ ସୂଚନା ମିଲିଛି ।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀର ବଡ଼ଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ

ତେବେ ପୂର୍ବରୁ ମାର୍ଚ୍ଚ ୨୪ରେ ସରକାର ଡିଏ ବୃଦ୍ଧି ଘୋଷଣା କରିଥିଲେ । ଏହା ଦ୍ୱାରା ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ବଢ଼ି ୪୨ ପ୍ରତିଶତ ହୋଇଥିଲା ।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର