ଧାନ ସମେତ ୧୭ଟି ଫସଲର ଏମଏସପି ବୃଦ୍ଧି

The Sakala Picture
Published On

ନୂଆଦିଲ୍ଲୀ: କେନ୍ଦ୍ର ସରକାର ବୁଧବାର ଧାନ ସମେତ ୧୭ଟି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଅର୍ଥାତ (ଏମଏସପି) ବୃଦ୍ଧି କରିଛନ୍ତି। କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର। ସଚନା ଅନୁଯାୟୀ, ୨୦୨୨-୨୩ ଖରିଫ ଋତୁ ପାଇଁ ସରକାର ୧୭ଟି ଫସଲର ଏମଏସପି ବୃଦ୍ଧି କରିଛନ୍ତି । ସାଧାରଣ ଗ୍ରେଡ୍ ଧାନର ଏମଏସପି କ୍ବିଣ୍ଟାଲ ପିଛା ୧୦୦ ଟଙ୍କା ବୃଦ୍ଧି ପାଇ ୨୦୪୦ ଟଙ୍କାରେ ପହଞ୍ଚିଛି । […]

ନୂଆଦିଲ୍ଲୀ: କେନ୍ଦ୍ର ସରକାର ବୁଧବାର ଧାନ ସମେତ ୧୭ଟି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଅର୍ଥାତ (ଏମଏସପି) ବୃଦ୍ଧି କରିଛନ୍ତି। କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

ସଚନା ଅନୁଯାୟୀ, ୨୦୨୨-୨୩ ଖରିଫ ଋତୁ ପାଇଁ ସରକାର ୧୭ଟି ଫସଲର ଏମଏସପି ବୃଦ୍ଧି କରିଛନ୍ତି । ସାଧାରଣ ଗ୍ରେଡ୍ ଧାନର ଏମଏସପି କ୍ବିଣ୍ଟାଲ ପିଛା ୧୦୦ ଟଙ୍କା ବୃଦ୍ଧି ପାଇ ୨୦୪୦ ଟଙ୍କାରେ ପହଞ୍ଚିଛି । ସେହିପରି ଏ-ଗ୍ରେଡ ଧାନର ଏମଏସପି ୨୦୬୦ ଟଙ୍କାକୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

ସେହିପରି, ଜଓ୍ବାର, ମକା, ମୁଗ, ହରଡ, ମାଣ୍ଡିଆ, ଚିନାବାଦାମ, ବିରି ଆଦି ଫସର ଏମଏସପି ମଧ୍ୟ ବୃଦ୍ଧି କରାଯାଇଛି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର