ପୁଣି ଡରାଇବା ଆରମ୍ଭ କଲାଣି କରୋନା, ଅଧିକ ସତର୍କ ରହିବାକୁ କହିଲା କେନ୍ଦ୍ର

The Sakala Picture
Published On

ନୂଆଦିଲ୍ଲୀ: ପୁଣି ଡରାଇବା ଆରମ୍ଭ କଲାଣି କରୋନା। କରୋନାର ସବଭ୍ୟାରିଏଣ୍ଟ ଜେଏନ-୧ ଭାରତରୁ ଠାବ ହୋଇଛି। ଏହାକୁ ନଜରରେ ରଖି ସବୁ ରାଜ୍ୟ ପାଇଁ ସତର୍କ ସୂଚନା ଜାରି କରିଛନ୍ତି କେନ୍ଦ୍ର ସରକାର। ଇନଫ୍ଲୁଏଞ୍ଜା ଭଳି ରୋଗ ଉପରେ ନଜର ରଖିବା ଓ ଏହାକୁ ଉପଯୁକ୍ତ ଅଧିକାରୀଙ୍କ ପାଖରେ ରିପୋର୍ଟ କରିବା ପାଇଁ ରାଜ୍ୟ ଗୁଡ଼ିକୁ କୁହାଯାଇଛି। ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ନେବାକୁ ହେବ ଓ ଅଧିକ ସତର୍କ ରହିବାକୁ ପଡ଼ିବ । […]

ନୂଆଦିଲ୍ଲୀ: ପୁଣି ଡରାଇବା ଆରମ୍ଭ କଲାଣି କରୋନା। କରୋନାର ସବଭ୍ୟାରିଏଣ୍ଟ ଜେଏନ-୧ ଭାରତରୁ ଠାବ ହୋଇଛି। ଏହାକୁ ନଜରରେ ରଖି ସବୁ ରାଜ୍ୟ ପାଇଁ ସତର୍କ ସୂଚନା ଜାରି କରିଛନ୍ତି କେନ୍ଦ୍ର ସରକାର। ଇନଫ୍ଲୁଏଞ୍ଜା ଭଳି ରୋଗ ଉପରେ ନଜର ରଖିବା ଓ ଏହାକୁ ଉପଯୁକ୍ତ ଅଧିକାରୀଙ୍କ ପାଖରେ ରିପୋର୍ଟ କରିବା ପାଇଁ ରାଜ୍ୟ ଗୁଡ଼ିକୁ କୁହାଯାଇଛି। ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ନେବାକୁ ହେବ ଓ ଅଧିକ ସତର୍କ ରହିବାକୁ ପଡ଼ିବ । ନିୟମିତ ଭାବେ ପରୀକ୍ଷା ଓ ଲୋକଙ୍କୁ ସଚେତନ କରିବାକୁ ମଧ୍ୟ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଶେଷ ହେଉଛି ଆମେରିକା-ଇରାନ ଅସ୍ତ୍ରବିରତି ଅବଧି: ପୁଣି ଯୁଦ୍ଧ ଆରମ୍ଭ ହେବ ନା ଆଲୋଚନାକୁ ଆସିବ ଇରାନ?

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, କୋଭିଡ ୧୯ ଭାଇରସ ନିରବଚ୍ଛିନ୍ନ ଭାବେ ଘୁରି ବୁଲୁଛୁ। କରୋନା ସ୍ଥିତି ଉପରେ ଆମ ସମସ୍ତଙ୍କୁ ନଜର ରଖିବାକୁ ପଡ଼ିବ। ଜିଲ୍ଲାସ୍ତରରୁ ଏହି ଅଭିଯାନ ଆରମ୍ଭ ହେବା ଦରକାର।ଭାରତରେ କରୋନା ସ୍ଥିତି ନିୟନ୍ତ୍ରଣ ମଧ୍ୟରେ ରହିଛି। ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୨୮ ରହିଛି। ତେବେ କେରଳରେ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହି କେରଳରେ ହିଁ ଜେଏନ ୧ ସବଭ୍ୟାରିଏଣ୍ଟ ନିକଟରେ ଚିହ୍ନଟ ହୋଇଥିଲା

ଆହୁରି ପଢ଼ନ୍ତୁ: 'ଅଦା, ରସୁଣ, ଜିରା... କେବେ ପରିବା ହୋଇପାରିବେ ନାହିଁ', ଦଳ ଛାଡ଼ିଥିବା ୭ ଆପ୍ ସାଂସଦଙ୍କୁ ଭଗୱନ୍ତ ମାନଙ୍କ କଟାକ୍ଷ

ଆହୁରି ପଢ଼ନ୍ତୁ: ମୁମ୍ବାଇ ଟ୍ରାଫିକ୍‌ ଜାମ୍‌ ବିବାଦ: ମନ୍ତ୍ରୀଙ୍କୁ ସମାଲୋଚନା କରିଥିବା ମହିଳାଙ୍କ ନାମରେ ଅଭିଯୋଗ, କୌଣସି ଏଫଆଇଆର୍‌ ରୁଜୁ ହୋଇନଥିବା ସ୍ପଷ୍ଟ କଲା ପୋଲିସ

18 Dec 2023 By The Sakala

ପୁଣି ଡରାଇବା ଆରମ୍ଭ କଲାଣି କରୋନା, ଅଧିକ ସତର୍କ ରହିବାକୁ କହିଲା କେନ୍ଦ୍ର

ନୂଆଦିଲ୍ଲୀ: ପୁଣି ଡରାଇବା ଆରମ୍ଭ କଲାଣି କରୋନା। କରୋନାର ସବଭ୍ୟାରିଏଣ୍ଟ ଜେଏନ-୧ ଭାରତରୁ ଠାବ ହୋଇଛି। ଏହାକୁ ନଜରରେ ରଖି ସବୁ ରାଜ୍ୟ ପାଇଁ ସତର୍କ ସୂଚନା ଜାରି କରିଛନ୍ତି କେନ୍ଦ୍ର ସରକାର। ଇନଫ୍ଲୁଏଞ୍ଜା ଭଳି ରୋଗ ଉପରେ ନଜର ରଖିବା ଓ ଏହାକୁ ଉପଯୁକ୍ତ ଅଧିକାରୀଙ୍କ ପାଖରେ ରିପୋର୍ଟ କରିବା ପାଇଁ ରାଜ୍ୟ ଗୁଡ଼ିକୁ କୁହାଯାଇଛି। ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ନେବାକୁ ହେବ ଓ ଅଧିକ ସତର୍କ ରହିବାକୁ ପଡ଼ିବ । ନିୟମିତ ଭାବେ ପରୀକ୍ଷା ଓ ଲୋକଙ୍କୁ ସଚେତନ କରିବାକୁ ମଧ୍ୟ କୁହାଯାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, କୋଭିଡ ୧୯ ଭାଇରସ ନିରବଚ୍ଛିନ୍ନ ଭାବେ ଘୁରି ବୁଲୁଛୁ। କରୋନା ସ୍ଥିତି ଉପରେ ଆମ ସମସ୍ତଙ୍କୁ ନଜର ରଖିବାକୁ ପଡ଼ିବ। ଜିଲ୍ଲାସ୍ତରରୁ ଏହି ଅଭିଯାନ ଆରମ୍ଭ ହେବା ଦରକାର।ଭାରତରେ କରୋନା ସ୍ଥିତି ନିୟନ୍ତ୍ରଣ ମଧ୍ୟରେ ରହିଛି। ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୨୮ ରହିଛି। ତେବେ କେରଳରେ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହି କେରଳରେ ହିଁ ଜେଏନ ୧ ସବଭ୍ୟାରିଏଣ୍ଟ ନିକଟରେ ଚିହ୍ନଟ ହୋଇଥିଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର