ଚନ୍ଦ୍ରଯାନଠାରୁ ଅଲଗା ହେଲା ଲ୍ୟାଣ୍ଡର ବିକ୍ରମ
ନୂଆଦିଲ୍ଲୀ:ଚନ୍ଦ୍ରଯାନଠାରୁ ଅଲଗା ହେଲା ଲ୍ୟାଣ୍ଡର ବିକ୍ରମ । ପ୍ରପଲସନ ମୋଡ୍ୟୁଲରୁ ଅଲଗା ହୋଇଛି ଲ୍ୟାଣ୍ଡର ବିକ୍ରମ। ଏ ନେଇ ଟ୍ବିଟ କରି ‘ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ’ (ଇସ୍ରୋ) ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ୨୩ରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡି ଲକ୍ଷ୍ୟ ରହିଛି। ପ୍ରପଲସନ ଓ ଲ୍ୟାଣ୍ଡର ମୋଡ୍ୟୁଲ ଅଲଗା ହେବାର କିଛି ଘଣ୍ଟା ଇସ୍ରୋ ପାଇଁ ଗୁରୁତ୍ବପୂର୍ଣ୍ଣ ସମୟ। Chandrayaan-3 Mission: ‘Thanks for the ride, mate! 👋’ said the Lander Module […]
ନୂଆଦିଲ୍ଲୀ:ଚନ୍ଦ୍ରଯାନଠାରୁ ଅଲଗା ହେଲା ଲ୍ୟାଣ୍ଡର ବିକ୍ରମ । ପ୍ରପଲସନ ମୋଡ୍ୟୁଲରୁ ଅଲଗା ହୋଇଛି ଲ୍ୟାଣ୍ଡର ବିକ୍ରମ। ଏ ନେଇ ଟ୍ବିଟ କରି ‘ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ’ (ଇସ୍ରୋ) ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ୨୩ରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡି ଲକ୍ଷ୍ୟ ରହିଛି। ପ୍ରପଲସନ ଓ ଲ୍ୟାଣ୍ଡର ମୋଡ୍ୟୁଲ ଅଲଗା ହେବାର କିଛି ଘଣ୍ଟା ଇସ୍ରୋ ପାଇଁ ଗୁରୁତ୍ବପୂର୍ଣ୍ଣ ସମୟ।
Chandrayaan-3 Mission:
ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ଥାଣେ ଜିଲ୍ଲା ଭିୱାଣ୍ଡି ଖାଡ଼ି ନିକଟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ, ପୋଲିସର ତଦନ୍ତ ଜାରି‘Thanks for the ride, mate! 👋’
said the Lander Module (LM).ଆହୁରି ପଢ଼ନ୍ତୁ: ବିହାର ସୁପୌଲରେ ତୁମୁଳକାଣ୍ଡ: ପ୍ରେମିକକୁ ଉଦ୍ଧାର କରିବାକୁ ଯାଇ ଆକ୍ରମଣର ଶିକାର ହେଲା ପୋଲିସ, ଗାଡ଼ି ଭଙ୍ଗାରୁଜାLM is successfully separated from the Propulsion Module (PM)
LM is set to descend to a slightly lower orbit upon a deboosting planned for tomorrow around 1600 Hrs., IST.
Now, 🇮🇳 has3⃣ 🛰️🛰️🛰️… pic.twitter.com/rJKkPSr6Ct
— ISRO (@isro) August 17, 2023
ଗତକାଲି ପଞ୍ଚମ ତଥା ଶେଷ ଲୁନାର ମାନୋଭର ବା କକ୍ଷ ପରିବର୍ତ୍ତନ କରିଥିଲା ଚନ୍ଦ୍ରଯାନ-୩ । କାଲି ଲ୍ୟାଣ୍ଡର ମୋଡ୍ୟୁଲ କକ୍ଷର ଉଚ୍ଚତା ହ୍ରାସ କରାଯିବ। ୨୦ ଅଗଷ୍ଟରେ ଲ୍ୟାଣ୍ଡର କକ୍ଷରୁ ଅଲଗା କରାଯାଇ ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ସୂଚନା ମିଳିଛି ।
ଯଦି ଅଗଷ୍ଟ ୨୩ରେ ସଫ୍ଟ ଲ୍ୟାଣ୍ଡିଂ କରିବାରେ ଚନ୍ଦ୍ରଯାନ-୩ ସଫଳ ହୁଏ ତେବେ ଏକ୍ଷେତ୍ରରେ ଆମେରିକା, ପୂର୍ବତନ ସୋଭିଏତ ଋଷ ଓ ଚୀନ ପରେ ଭାରତ ହେବ ଚତୁର୍ଥ ରାଷ୍ଟ୍ର । ଗତ ୨୦୧୯ରେ ଚନ୍ଦ୍ରଯାନ-୨ ସଫ୍ଟ ଲ୍ୟାଣ୍ଡିଂ ବିଫଳ ହେବା ପରେ ଇସ୍ରୋରେ ଖେଳିଯାଇଥିଲା ନୈରାଶ୍ୟ ।
ଚନ୍ଦ୍ରଯାନଠାରୁ ଅଲଗା ହେଲା ଲ୍ୟାଣ୍ଡର ବିକ୍ରମ
ନୂଆଦିଲ୍ଲୀ:ଚନ୍ଦ୍ରଯାନଠାରୁ ଅଲଗା ହେଲା ଲ୍ୟାଣ୍ଡର ବିକ୍ରମ । ପ୍ରପଲସନ ମୋଡ୍ୟୁଲରୁ ଅଲଗା ହୋଇଛି ଲ୍ୟାଣ୍ଡର ବିକ୍ରମ। ଏ ନେଇ ଟ୍ବିଟ କରି ‘ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ’ (ଇସ୍ରୋ) ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ୨୩ରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡି ଲକ୍ଷ୍ୟ ରହିଛି। ପ୍ରପଲସନ ଓ ଲ୍ୟାଣ୍ଡର ମୋଡ୍ୟୁଲ ଅଲଗା ହେବାର କିଛି ଘଣ୍ଟା ଇସ୍ରୋ ପାଇଁ ଗୁରୁତ୍ବପୂର୍ଣ୍ଣ ସମୟ।
Chandrayaan-3 Mission:
‘Thanks for the ride, mate! 👋’
said the Lander Module (LM).LM is successfully separated from the Propulsion Module (PM)