ଚରଣଜିତ୍‌ ସିଂହ ଚନ୍ନି ହେବେ ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ, ଟ୍ବିଟ କରି ସୂଚନା ଦେଲେ ପଞ୍ଜାବ କଂଗ୍ରେସ ପ୍ରଭାରୀ ହରିଶ୍‌ ରାୱତ

The Sakala Picture
Published On

ଚଣ୍ଡିଗଡ଼: ପଞ୍ଜାବକୁ ମିଳିଲେ ନୂଆ ମୁଖ୍ୟମନ୍ତ୍ରୀ । ଚରଣଜିତ୍‌ ସିଂହ ଚନ୍ନି ହେଲେ ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ । ଗତକାଲି କ୍ୟାପଟେନ୍‌ ଅମରିନ୍ଦର ସିଂହ ସିଏମ୍‌ ପଦରୁ ଇସ୍ତଫା ଦେବାପରେ କିଏ ଧରିବ ମଙ୍ଗ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା । ତେବେ ଆଜି ଚରଣଜିତ୍‌ ସିଂହ ଚନ୍ନିଙ୍କ ନାଁ ରେ ମୋହର ମାରିଛନ୍ତି କଂଗ୍ରେସ ହାଇକମାଣ୍ଡ । ଚରଣଜିତ୍‌ ସିଂହ ଚନ୍ନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବାନେଇ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା […]

ଚଣ୍ଡିଗଡ଼: ପଞ୍ଜାବକୁ ମିଳିଲେ ନୂଆ ମୁଖ୍ୟମନ୍ତ୍ରୀ । ଚରଣଜିତ୍‌ ସିଂହ ଚନ୍ନି ହେଲେ ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ । ଗତକାଲି କ୍ୟାପଟେନ୍‌ ଅମରିନ୍ଦର ସିଂହ ସିଏମ୍‌ ପଦରୁ ଇସ୍ତଫା ଦେବାପରେ କିଏ ଧରିବ ମଙ୍ଗ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା । ତେବେ ଆଜି ଚରଣଜିତ୍‌ ସିଂହ ଚନ୍ନିଙ୍କ ନାଁ ରେ ମୋହର ମାରିଛନ୍ତି କଂଗ୍ରେସ ହାଇକମାଣ୍ଡ । ଚରଣଜିତ୍‌ ସିଂହ ଚନ୍ନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବାନେଇ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପଞ୍ଜାବ କଂଗ୍ରେସ ପ୍ରଭାରୀ ହରିଶ୍‌ ରାୱତ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ CJPର ବିଶାଳ ବିକ୍ଷୋଭ: ୧୭୦ଟି ପାସେଞ୍ଜର ଟ୍ରେନ୍ ବାତିଲ, ଯାତ୍ରୀଙ୍କ ପାଇଁ ସମସ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର