ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ ଓ ନରସିହ୍ମା ରାଓ ଏବଂ ବୈଜ୍ଞାନିକ ଏମ୍.ଏସ୍ ସ୍ୱାମୀନାଥନଙ୍କୁ ମିଳିବ ‘ଭାରତ ରତ୍ନ’

The Sakala Picture
Published On

ନୂଆଦିଲ୍ଲୀ: ଆଉ ୩ଜଣଙ୍କୁ ମିଳିବ ଦେଶର ସର୍ବୋଚ୍ଚ ସମ୍ମାନ ‘ଭାରତ ରତ୍ନ’ । ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିହ୍ମା ରାଓ ଓ ଚୌଧୁରୀ ଚରଣ ସିଂଙ୍କୁ ମିଳିବ ଭାରତ ରତ୍ନ । ସେହିପରି ସବୁଜ ବିପ୍ଲବର ଜନକ ଏମଏସ ସ୍ୱାମୀନାଥନଙ୍କୁ ଭାରତ ରତ୍ନ ମିଳିବ । ଏନେଇ ଏକ୍ସରେ ଟ୍ବିଟ୍ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେବା ପାଇଁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ ନେଇ ଆଜି କେନ୍ଦ୍ର […]

ନୂଆଦିଲ୍ଲୀ: ଆଉ ୩ଜଣଙ୍କୁ ମିଳିବ ଦେଶର ସର୍ବୋଚ୍ଚ ସମ୍ମାନ ‘ଭାରତ ରତ୍ନ’ । ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିହ୍ମା ରାଓ ଓ ଚୌଧୁରୀ ଚରଣ ସିଂଙ୍କୁ ମିଳିବ ଭାରତ ରତ୍ନ । ସେହିପରି ସବୁଜ ବିପ୍ଲବର ଜନକ ଏମଏସ ସ୍ୱାମୀନାଥନଙ୍କୁ ଭାରତ ରତ୍ନ ମିଳିବ । ଏନେଇ ଏକ୍ସରେ ଟ୍ବିଟ୍ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

ସେବା ପାଇଁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ ନେଇ ଆଜି କେନ୍ଦ୍ର ସରକାର ଏହି ତିନି ଜଣ ମହାନ ବ୍ୟକ୍ତିତ୍ୱଙ୍କ ନାମ ଘୋଷଣା କରିଛନ୍ତି। ପୂର୍ବରୁ ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜ ସେବୀ କର୍ପୂରୀ ଠାକୁର ଏବଂ ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରିବା ନେଇ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍‌ କ୍ୟାମ୍ପ୍‌ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର